କୁକୁର କବଳରୁ ଉଦ୍ଧାର ହରିଣ ମୃତ

ରେଢାଖୋଲ,୨୦।୬: ରେଢାଖୋଲ ବନଖଣ୍ଡ ଚାରମାଳ ରେଞ୍ଜ ଅଧୀନ ରାଶିବେଡା ଗ୍ରାମରୁ କୁକୁରଙ୍କ କବଳରୁ ବନ ବିଭାଗ ଏକ ଗର୍ଭବତୀ ହରିଣକୁ ଉଦ୍ଦାର କରିଥିଲା। ହେଲେ ରେଞ୍ଜ କାର୍ଯ୍ୟାଳୟରେ ହରିଣର ଚିକିତ୍ସା ଚାଳିଥିବା ବେଳେ ରବିବାର ମୃତ୍ୟୁ ଘଟିଛି। ପ୍ରାଣୀ ଚିକିତ୍ସକଙ୍କ ଦ୍ୱାରା ହରିଣର ବ୍ୟବଛେଦ କରାଯାଇଥିଲା। ବ୍ୟବଛେଦ ବେଳେ ହରିଣ ପେଟରୁ ଏକ ଛୁଆ ହରିଣ ବାହାର କରାଯାଇଥିଲା। ବନବିଭାଗ ବିଭାଗ ପକ୍ଷରୁ ଉଭୟ ମା’ ଓ ଛୁଆକୁ ପୋତି ଦିଆଯାଇଛି।

ସୂଚନା ମୁତାବକ, ରବିବାର ନିକଟସ୍ଥ ଜଙ୍ଗଲରୁ ହରିଣଟି ରାଶିବେଡା ଗାଁ ଭିତରକୁ ଚାଲି ଆସିଥିଲା। ହେଲେ କିଛି କୁକୁର ହରିଣକୁ ଗୋଡାଇ ଥିଲେ। ଫଳରେ ହରିଣ ଏକ କଣ୍ଟାବାଡ ଭିତରକୁ ପଶିଯାଇ ଥିଲା। ଗ୍ରାମବାସୀ ଚାରମାଳ ବନବିଭାଗକୁ ଖବର ଦେଇଥିଲେ। ବନ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଆହତ ଅବସ୍ଥାରେ ହରିଣକୁ ଉଦ୍ଧାର କରିଥିଲେ। ପରେ ରେଞ୍ଜ କାର୍ଯ୍ୟାଳୟକୁ ଆଣି ହରିଣର ଚିକିତ୍ସା କରାଯାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସମାଜବାଦୀ ପାର୍ଟି ନେତା ଆଜମ ଖାନଙ୍କୁ ଦୁଇ ବର୍ଷ ଜେଲ ଦଣ୍ଡ

ନୂଆଦିଲ୍ଲୀ,୧୬।୫: ଉତ୍ତର ପ୍ରଦେଶର ପୂର୍ବତନ ମନ୍ତ୍ରୀ ଆଜମ ଖାନଙ୍କୁ କୋର୍ଟରେ ଏକ ବଡ଼ ଝଟକା ଲାଗିଛି। ୨୦୧୯ ଲୋକ ସଭା ନିର୍ବାଚନ ସମୟରେ ଦେଇଥିବା ଏକ ବିବାଦୀୟ…

ରାସ୍ତା ଉପରେ ସାମଗ୍ରୀ ରଖି କରୁଥିଲେ ବ୍ୟବସାୟ: ହଠାତ୍ ଚଢ଼ାଉ କଲା ପୋଲିସ

ନନ୍ଦପୁର, ୧୬।୫ (ତୁଷାର କାନ୍ତ ମହାନ୍ତି): ନନ୍ଦପୁର ବ୍ଲକ ସଦର ମହକୁମାର ମୁଖ୍ୟ ରାସ୍ତା ଓ ରାଜଦାଣ୍ଡ ଉପରେ ବିଭିନ୍ନ ଦୋକାନୀମାନେ ସାମଗ୍ରୀ ରଖି ରାସ୍ତାକୁ ଅବୈଧ…

+୩ ଶେଷ ବର୍ଷ ପରୀକ୍ଷାର ଫଳାଫଳ ପ୍ରକାଶ : ବିଶ୍ୱବିଦ୍ୟାଳୟ ର଼୍ୟାଙ୍କରେ ଗଞ୍ଜାମ କଲେଜର ୩ ପିଲା

ଗଞ୍ଜାମ, ୧୫।୫ (ଅନାଥ ତରାଇ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ୨୦୨୬ ବର୍ଷର +୩ ଶେଷ ବର୍ଷ ପରୀକ୍ଷାର ଫଳାଫଳରେ ଗଞ୍ଜାମ କଲେଜର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା…

ଗୋଟିଏ ଦିନର ମୁଖ୍ୟମନ୍ତ୍ରୀ ହେଲେ ବୁମ୍‌ରା! VIDEOରୁ ଖୋଲିଲା ରାଜ୍‌

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟ ଦଳର ଷ୍ଟାର ଫାଷ୍ଟ ବୋଲର ଜସପ୍ରୀତ ବୁମରାଙ୍କୁ IPL 2026 ସମୟରେ ଗୋଟିଏ ଦିନ ପାଇଁ ମୁଖ୍ୟମନ୍ତ୍ରୀ ହେବାର ଦେଖାଯାଇଥିଲା। ସେ ବଲିଉଡ…

ବିଜିପୁର ଗ୍ରାମକୁ ଯିବା ବେଳେ ଯୁବକଙ୍କୁ ଧକ୍କାଦେଇ ୧୫ ଫୁଟ ତଳକୁ ଖସିପଡ଼ିଲା ଟ୍ରାକ୍ଟର: ଆଖିବୁଜିଦେଲେ…

ମୋହନା,୧୬ା୫(ମନ୍ମଥ ମିଶ୍ର): ମୋହନା ଥାନା ଅଞ୍ଚଳରେ ଶୁକ୍ରବାର ଏକ ଟ୍ରାକ୍ଟର ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମୋହନା ଥାନା ଅନ୍ତର୍ଗତ କିର୍ତିଂ ଗ୍ରାମର…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର,୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ ଅଭିଯୋଗ…

LPGକୁ ନେଇ ଦେଶ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ,୧୬।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ପେଟ୍ରୋଲ, ଡିଜେଲ ଏବଂ CNG ର ମୂଲ୍ୟରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ, ଭାରତ ପାଇଁ LPG…

ପାକିସ୍ତାନରେ ଧୁମ୍‌ ମଚାଇଲା‘ଧୁରନ୍ଧର 2’ ନେଟଫ୍ଲିକ୍ସ ସର୍ଭର କ୍ରାସ, #1 ରେ ଟ୍ରେଣ୍ଡ କରୁଛି…

ଇସଲାମାବାଦ,୧୬।୫: ରଣବୀର ସିଂହଙ୍କ ଆକ୍ସନ ଥ୍ରୀଲର୍‌, ଧୁରନ୍ଧର: ଦି ରିଭେଞ୍ଜ, ପାକିସ୍ତାନରେ ଏକ ବିରାଟ ଆଲୋଡନ ସୃଷ୍ଟି କରିଛି। ଏହି ଫିଲ୍ମଟି ୧୫ ମଇ, ୨୦୨୬ରେ OTT…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri