Posted inଜାତୀୟ

ଭକ୍ତ କୌଣସି ଦିନ ଅଯୋଧ୍ୟା ଯାଇପାରିବେ: ଖାର୍ଗେ

ନୂଆଦିଲ୍ଲୀ,୧୩ା୧: ଜାନୁଆରୀ ୨୨ରେ ହେବାକୁ ଥିବା ଅଯୋଧ୍ୟା ରାମମନ୍ଦିର ପ୍ରାଣପ୍ରତିଷ୍ଠା ଉତ୍ସବରେ ଯୋଗଦେବା ପାଇଁ କଂଗ୍ରେସ ମନା କରିବା ପରେ ଭାଜପା ନେତାମାନେ ବିରୋଧୀ ଦଳକୁ ସମାଲୋଚନା କରୁଛନ୍ତି। ଏହି ପରିପ୍ରେକ୍ଷୀରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଶୁକ୍ରବାର କହିଛନ୍ତି, ଭଗବାନ ରାମଙ୍କ ଉପରେ ଆସ୍ଥା ରଖିଥିବା କୌଣସି ଭକ୍ତ ଯେକୌଣସି ଦିନ ଅଯୋଧ୍ୟା ଯାଇ ମନ୍ଦିରରେ ଦର୍ଶନ କରିପାରିବେ। ଭାଜପା ଏକ ଷଡ଼ଯନ୍ତ୍ରର ଅଂଶବିଶେଷ ସ୍ବରୂପ କଂଗ୍ରେସକୁ ଟାର୍ଗେଟ କରୁଛି। କଂଗ୍ରେସ କୌଣସି ଧର୍ମକୁ କି ଧର୍ମଗୁରୁଙ୍କୁ ଅପମାନିତ କରିନାହିଁ। କିନ୍ତୁ ଭାଜପାର ଧ୍ୟାନ ହଟାଇବା କୌଶଳରେ ଦଳ ପଡ଼ିବ ନାହିଁ। ମୁଦ୍ରାସ୍ଫୀତି ଓ ବେରୋଜଗାରି ଭଳି ପ୍ରସଙ୍ଗକୁ କଂଗ୍ରେସ ଉଠାଇ ଚାଲିଥିବ।
ପ୍ରକାଶ ଯେ, ପ୍ରାଣପ୍ରତିଷ୍ଠା ଉତ୍ସବରେ ଯୋଗଦେବା ପାଇଁ ଖାର୍ଗେ, କଂଗ୍ରେସ ସଂସଦୀୟ ଦଳ ନେତ୍ରୀ ସୋନିଆ ଗାନ୍ଧୀ ଓ ଲୋକ ସଭାରେ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀଙ୍କୁ ନିମନ୍ତ୍ରଣ କରାଯାଇଥିଲା। କିନ୍ତୁ ସେମାନେ ଏହାକୁ ନିର୍ବାଚନୀ ଲାଭ ପାଇଁ ଭାଜପାର ଏକ ରାଜନୈତିକ ପ୍ରକଳ୍ପ ଭାବେ ଅଭିହିତ କରି ଯୋଗଦେବେ ନାହିଁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାମାୟଣରେ ସତୀ ସିଦ୍ଧାନ୍ତ

ରାମାୟଣର ଏକ ଓଡ଼ିଆ ସଂସ୍କରଣରେ ବର୍ଣ୍ଣନା କରାଯାଇଛି ଯେ, ଋଷି ଗୌତମ ତାଙ୍କ କନ୍ୟା ଅଞ୍ଜନି ଓ ଦୁଇ ପୁତ୍ରଙ୍କ ସହ ସମୁଦ୍ରକୂଳରେ ଚାଲୁଥିଲେ। ବାଲି ତାତି…

ନାରୀ ପାଇଁ ଭୋଟ ଅଧିକାର

ରାଣରୁ ଜଣାଯାଏ ମଦ୍ର ଦେଶର ନରପତି ଅଶ୍ୱପତି କନ୍ୟା ସନ୍ତାନଟିଏ ଲାଭକରିବା ଉଦ୍ଦେଶ୍ୟରେ ସହସ୍ରାଧିକ ଯଜ୍ଞ କରିଥିଲେ। ସେହିଭଳି ମିଥିଳାର ରାଜା ଜନକ ଏକଦା ଆକାଶରେ ସୁନ୍ଦରୀ…

ଆଖିବୁଜିଲେ ବରଗଡ଼ ଧନୁଯାତ୍ରାର ନନ୍ଦରାଜା ଅଭିନେତା: ଖେଳିଗଲା ଶୋକର ଲହରୀ

ବରଗଡ଼,୨୯।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୋପପୁରରେ ନନ୍ଦରାଜା ଭୂମିକାରେ ଅଭିନୟ କରି ଆସୁଥିବା କଳାକାର ସତ୍ୟନାରାୟଣ ପୋଢଙ୍କ ଗୁରୁବାର ଭୋରରୁ ପରଲୋକ…

୨୦୨୬ରେ ଅପ୍ରତ୍ୟାଶିତ ଧନ ପାଇବେ ୪ ରାଶି! ହେବେ କୋଟିପତି, ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ

ନୂଆ ବର୍ଷ ଆରମ୍ଭ ହେବା ପରେ ବୁଲଗେରିଆନ୍ ଭବିଷ୍ୟଜ୍ଞ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଭାଇରାଲ ହେଉଛି। ୨୦୨୫ ବର୍ଷ ପାଇଁ ସେ କରିଥିବା ଅନେକ ଭବିଷ୍ୟବାଣୀ ସତ୍ୟ…

ସାଇକେଲ୍‌କୁ ଧକ୍କା ଦେଇ ହଠାତ୍‌ ଜଳିଗଲା ବାଇକ୍‌: ଆଉ ତା’ପରେ…

ନୂଆପଡ଼ା, ୨୯ା୧ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଉଦ୍ୟାନବନ୍ଧ ନିକଟ ଖଇରଭାଡି ଛକ ଜାତୀୟ ରାଜପଥ ଉପରେ ବୁଧବାର ସାଇକେଲକୁ ଧକ୍କା ଦେଇ ଏକ ବାଇକ୍‌…

୨୦୨୭ରେ ୩ଲକ୍ଷ ଛୁଇଁବ ସୁନା, ବଡ଼ ଭବିଷ୍ୟବାଣୀ କରିଦେଲେ…

ନୂଆଦିଲ୍ଲୀ,୨୯।୧: ଯଦି ଆପଣ ଭାବୁଛନ୍ତି ଯେ ସୁନା ଏବଂ ରୂପା ମୂଲ୍ୟ ବର୍ତ୍ତମାନ ଆକାଶଛୁଆଁ ହେଉଛି, ତେବେ ଏକ କାନାଡିୟ ବ୍ୟାଙ୍କର ଏହି ନୂତନ ରିପୋର୍ଟ ଆପଣଙ୍କୁ…

ରାସ୍ତାରେ ଡ୍ରେନେଜ୍‌ ପାଣି, ବଢୁଛି ଅସନ୍ତୋଷ

ବରଗଡ଼,୨୯।୧(ପ୍ରେମାନନ୍ଦ ଖମାରୀ):ନୂତନ ଡ୍ରେନ ନିର୍ମାଣ, ରାସ୍ତା ପ୍ରଶସ୍ତୀକରଣ କରାଯାଇ ବରଗଡ଼ ସହର ବିକଶୀତ ହେଉଛି ବୋଲି କୁହାଯାଉଛି। ମାତ୍ର ସହର ମଧ୍ୟରେ ଏଭଳି ସମସ୍ୟା ରହିଛି, ତାହା…

ପୁଣି ଏକ ବଡ଼ଧରଣର ବିମାନ ଦୁର୍ଘଟଣା: ଟେକ୍‌ଅଫ୍‌ବେଳେ ଜଳିଗଲା, ସବୁଯାତ୍ରୀ ମୃତ

ଭେନେଜୁଏଲା,୨୯।୧: କଲମ୍ବିଆ ଏବଂ ଭେନେଜୁଏଲା ସୀମା ନିକଟରେ ଥିବା ନର୍ଟ ଡି ସାଣ୍ଟାଣ୍ଡର ପ୍ରଦେଶରେ ସାଟେନା ଏୟାରଲାଇନ୍ସର ଏକ ବାଣିଜି୍ୟକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri