ବିଚାରପତିଙ୍କ ମୃତ୍ୟୁର ଭିନ୍ନ ମୋଡ଼

କଟକ ଅଫିସ, ୩।୯: କଟକ ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ବିଚାରପତି ସୁବାସ କୁମାର ବିହାରୀଙ୍କ ଆତ୍ମହତ୍ୟା ମାମଲା ନୂଆ ମୋଡ଼ ନେଇଛି। ସୁବାସଙ୍କ ପରିବାର ମା’ ଓ ଭାଇ ତାଙ୍କ ଆତ୍ମହତ୍ୟାକୁ ସହଜରେ ଗ୍ରହଣ କରିପାରୁ ନାହାନ୍ତି। ଏହା ଆତ୍ମହତ୍ୟା ନୁହେଁ, ପୁଅକୁ ହତ୍ୟା କରାଯାଇଥିବା ମା’ ଅଭିଯୋଗ କରିଛନ୍ତି। ସୁବାସଙ୍କୁ ତାଙ୍କ ସ୍ତ୍ରୀ ଓ ଶଳା ହତ୍ୟା କରି ଆତ୍ମହତ୍ୟାର ରୂପ ଦେଇଥିବା ପରିବାର ଲୋକେ କହିଛନ୍ତି। ଯାଜପୁରରୁ କଟକରେ ପହଞ୍ଚିବା ପରେ ସେମାନେ ମର୍କତ ନଗର ଥାନାରେ ଏତଲା ମଧ୍ୟ ଦେଇଛନ୍ତି।
ସୁବାସଙ୍କ ମା’ କହିଛନ୍ତି, ତାଙ୍କ ପୁଅକୁ ମାରି ଦିଆଯାଇଛି। ବୋହୂ ଓ ଶଳା ଏହି କାଣ୍ଡ ଘଟାଇଛନ୍ତି। ପୁଅ ବାହା ହେବା ପରେ ଶ୍ୱଶୁର ଘରେ ରହୁଥିଲା। ଘରକୁ ସ୍ତ୍ରୀ ଓ ଶଳା ପୁଅକୁ ଛାଡୁନଥିଲେ । ପୁଅକୁ ତାଙ୍କ ସହ କଥା କରାଇ ଦେଉ ନ ଥିଲେ। କଥା ହେଲେ ପୁଅ ନାଁରେ କେସ କରିବେ ବୋଲି ଧମକ ଦେଉଥିଲେ। ସେହି ତାଙ୍କ ଭାଇ ମଧ୍ୟ ପାରିବାରିକ କଳହ କଥା କହି ତାଙ୍କୁ ହତ୍ୟା କରାଯାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶଟ୍‌ଡାଉନ୍‌ ପ୍ରଭାବରେ ରାସ୍ତାଘାଟ ଶୂନଶାନ: ସ୍ବାବ ନମୁନା ନେଗେଟିଭ୍‌ ଆସିବା ପରେ ଲୋକେ ଆଶ୍ୱସ୍ତ

ସଜନାଗଡ଼, ୯।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ସଜନାଗଡ଼ ଏବଂ ଜଡ଼ିଦା ପଞ୍ଚାୟତରେ ଗୁରୁବାର ଉଭୟ ପଞ୍ଚାୟତର ସରପଞ୍ଚ ଜିଲାପାଳ କ୍ଷମତା ପ୍ରୟୋଗ କରି ଶଟ୍‌ଡାଉନ ଘୋଷଣା...

କଣ୍ଟେନର ଓଲଟି ୨୨ ଗୋରୁ ମୃତ

ଜଳେଶ୍ୱର, ୧୬।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ଥାନାଞ୍ଚଳ ମଧ୍ୟ ଦେଇ ଯାଇଥିବା ୬୦ ନଂ. ଜାତୀୟ ରାଜପଥରେ ଗୋରୁ ମାଫିଆମାନେ ପ୍ରତ୍ୟହ ଶହଶହ କଣ୍ଟେନର, ଟ୍ରକ ଏବଂ...

ଗାଈକୁ ଟାଣିନେଲା କୁମ୍ଭୀର

ଆରଡି,୨୧।୬,(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନ ଆରଡି ଫାଣ୍ଡି ଅନ୍ତର୍ଗତ ସାଠିବାଙ୍କୁଡା ଗ୍ରାମର ସହଦେବ ପଲାଇଙ୍କ ଗାଈକୁ କୁମ୍ଭୀର ଟାଣିନେଇଥିବା ଜଣାପଡିଛି। ମିଳିଥିବା ସୂଚନା...

ଅନ୍ଧାରରେ ୫ ହଜାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

କେନ୍ଦୁଝର, ୧୦।୯ (ସ୍ବ.ପ୍ର.): ଶିକ୍ଷା ବିଭାଗର ବିଚିତ୍ର ବ୍ୟବସ୍ଥା ଯୋଗୁଁ କେନ୍ଦୁଝର ଜିଲାର ୪୦ ପୂର୍ଣ୍ଣ ଅନୁଦାନପ୍ରାପ୍ତ ହାଇସ୍କୁଲରେ ପାଠ ପଢୁଥିବା ୫ ହଜାରରୁ ଊର୍ଦ୍ଧ୍ୱ...

ପୁରୀରେ ପହଞ୍ଚିଲା ରଥ ଦଉଡ଼ି

ପୁରୀ ଅଫିସ,୨୧ା୫: ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଶନିବାର ପୁରୀରେ ପହଞ୍ଚିଛି ରଥ ଦଉଡ଼ି। ୧୨ଟି ରଥ ଟଣା ଦଉଡ଼ି ଆଜି ଶ୍ରୀମନ୍ଦିର କାର୍ଯ୍ୟାଳୟରେ...

ମାଓବାଦୀଙ୍କ ବର୍ବରତା: ଜାଳି ଦେଲେ ୭ ଗାଡ଼ି

ମାଲକାନଗିରି,୨୬ା୪: ଛତିଶଗଡ଼ରେ ଅପରେଶନ ପ୍ରହାର-୩କୁ ବିରୋଧ କରି ମାଓବାଦୀଙ୍କ ପକ୍ଷରୁ ଏପ୍ରିଲ ୨୬ରେ ଭାରତ ବନ୍ଦ ଡାକରା ଦିଆଯାଇଥିଲା। ଏହାର ପ୍ରଭାବ ସୋମବାର ମାଲକାନଗିରି ଜିଲାରେ...

ସମ୍ବଲପୁରରେ ୩୦ରୁ ୩ ଶିକ୍ଷାନୁଷ୍ଠାନକୁ ଅଗ୍ନିଶମ ବିଭାଗର ନୋଟିସ୍‌

ସମ୍ବଲପୁର,୨୭ା୫ (ବ୍ୟୁରୋ): ଗୁଜରାଟ ସୁରଟରେ ଏକ କୋଚିଂ ସେଣ୍ଟରରେ ନିଆଁ ଲାଗି ୨୦ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ପରେ ଦେଶ ଓ...

ଦୁର୍ଘଟଣା ପରେ ବି ଚେତୁନି ପୋଲିସ, ଥାନା ସମ୍ମୁଖରେ ଥିବା ଜବତ ଟ୍ରକ୍‌କୁ ଧକ୍କାଦେଲା ହାଇଓ୍ବା

ପରଜଙ୍ଗ,୧୭।୭(ଡି.ଏନ୍‌.ଏ): ଢ଼େଙ୍କାନାଳ ଜିଲା ପରଜଙ୍ଗ ଥାନା ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ପରଜଙ୍ଗ ବଜାରରୁ ଭାଲୁମୁଣ୍ଡା ଆଡ଼କୁ ଯାଉଥିବା ହାଇୱା ଥାନା...

Advertisement
Archives

Model This Week