Posted inଫୁରସତ

ସାଇକେଲ୍‌ ଚକରେ ପ୍ରସ୍ତୁତ କରିଦେଲେ ଡାଇନିଂ ଟେବୁଲ୍‌: ବ୍ୟକ୍ତିଙ୍କ ବୁଦ୍ଧିକୁ ଲୋକେ କଲେ ବାଃ ବାଃ

ସୋସିଆଲ ମିଡିଆରେ ପ୍ରତିଦିନ ବିଭିନ୍ନ ପ୍ରକାରର ଭିଡିଓ ଭାଇରାଲ ହୁଏ। କିଛି ଭିଡିଓରେ ଲୋକମାନଙ୍କର କାର୍ଯ୍ୟ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରେ। ଆଜିକାଲି ସୋସିଆଲ ମିଡିଆରେ ଏମିତି ଏକ ଭିଡିଓ ଭାଇରାଲ ହେଉଛି। ଏହା ଦେଖିବା ପରେ ଲୋକମାନେ କହୁଛନ୍ତି ‘ଏହି ପ୍ରତିଭା ଭାରତରୁ ବାହାରକୁ ଯିବା ଉଚିତ୍‌ ନୁହେଁ।’
ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏହି ଭିଡିଓରେ ଜଣେ ବ୍ୟକ୍ତି ଟେବୁଲରେ ବସି ଖାଦ୍ୟ ଖାଉଥିବା ନଜର ଆସିଛନ୍ତି। ବ୍ୟକ୍ତିଙ୍କ ସାମ୍ନାରେ ଅନେକ ପ୍ରକାରର ଖାଦ୍ୟ ରଖାଯାଇଛି। ବ୍ୟକ୍ତି ଜଣକ ଖୁସିର ସହିତ ଖାଦ୍ୟ ଖାଉଥିବା ଦେଖାଯାଏ। କିନ୍ତୁ ବ୍ୟକ୍ତି ଜଣଙ୍କ ଖାଉଥିବା ଡାଇନିଂ ଟେବୁଲ ସମସ୍ତଙ୍କ ଦୃଷିଆକର୍ଷଣ କରିଥିଲା। ଏହି ଡାଇନିଂ ଟେବୁଲ ସାଇକେଲ ଚକରେ ପ୍ରସ୍ତୁତ ହୋଇଛି। ସେହି ବ୍ୟକ୍ତିଙ୍କ ଘରେ ଖାଇବାକୁ ଟେବୁଲ ନ ଥିଲା। ସେ ନିଜ ବୁଦ୍ଧି ଖର୍ଚ୍ଚ କରି ଚକରେ ଡାଇନିଂ ଟେୁବଲ୍‌ ଡାଇନିଂ ପ୍ରସ୍ତୁତ କରିଥିଲେ। ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛ।
ଭାଇରାଲ ହେଉଥିବା ଏହି ଭିଡିଓ ଇନଷ୍ଟାଗ୍ରାମରେ @jolil7565 ନାମକ ଏକ ଆକାଉଣ୍ଟରେ ଶେୟାର କରାଯାଇଛି। ଏହାକୁ ଏପର୍ଯ୍ୟନ୍ତ ୫ ଲକ୍ଷରୁ ଅଧିକ ଲୋକ ପସନ୍ଦ କରିଛନ୍ତି।

 

View this post on Instagram

 

A post shared by Abdul Jalil (@jolil7565)

 


Enter your email to get our daily news in your inbox.

All Right Reserved By Dharitri.Com

ପୂଜା ମଣ୍ଡପରେ ପୂର୍ବତନ ବିଧାୟକ, ଯୁବଗୋଷ୍ଠୀଙ୍କୁ ଭେଟି…

ଗଞ୍ଜାମ,୧୭ା୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସାହିରେ ଧୂମ୍‌ଧାମରେ ଚାଲିଛି ଅଗ୍ର୍ୟ ପୂଜ୍ୟ ଗଜାନନଙ୍କ ପୂଜା। ଆକର୍ଷଣୀୟ ମେଢ଼ ଅତ୍ୟାଧୁନିକ ଆଲୋକ ମାଳାରେ ସହର ଝଲସି ଉଠୁଛି।…

ହୃଦ୍‌ଘାତରେ ଚାଲିଗଲା ପୂର୍ବତନ ସରପଞ୍ଚଙ୍କ ଜୀବନ

ଭବାନୀପାଟଣା,୧୭ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ରାଜପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଶିବ ପ୍ରସାଦ ଭୋଇ (୬୩)ଙ୍କ ବୁଧବାର ବିଳମ୍ବିତ ରାତିରେ ହୃଦ୍‌ଘାତରେ ନିଜ…

ଝଡ଼ବାତ୍ୟାକୁ ରୋକିବ ଲୁଣା ହେନ୍ତାଳ ଜଙ୍ଗଲ, ୧୯୯୯ ମହାବାତ୍ୟାରେ…

ମହାକାଳପଡ଼ା,୧୭ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗର ଉପକୂଳ କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟ ଅଞ୍ଚଳ ଭାବେ ଜଣାଶୁଣା। ଏହି ଉପକୂଳବର୍ତ୍ତୀ ନଦୀ ସମୁଦ୍ର ଧାରେ ଧାରେ ପ୍ରାକୃତିକ…

ଫୁଲ ତୋଳିବାକୁ ଯାଇଥିଲେ ଆଦିତ୍ୟ, ଛାତରୁ ଖସି ଚାଲିଗଲା ଜୀବନ

ନୀଳଗିରି,୧୭।୯(ପ୍ରଶାନ୍ତ କୁମାର ବିଶ୍ବାଳ): ପୂଜା ପାଇଁ ଫୁଲ ତୋଳିବାକୁ ଯାଇଥିବା ବେଳେ ଘଟିଗଲା ଏକ ବଡ ଅଘଟଣ । ଛାତ ଉପରୁ ଖସିପଡ଼ି ଚାଲିଗଲା ଜୀବନ। ବାଲେଶ୍ୱର…

ପିଏମ ମୋଦିଙ୍କ ଜନ୍ମଦିନରେ ରାହୁଲଙ୍କ ଶୁଭେଚ୍ଛା, ବିଜୟ କହିଲେ- ମଜବୁତ ଭାରତ ପାଇଁ…

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ବିଭିନ୍ନ ରାଜନୈତିକ ନେତାଙ୍କ ପକ୍ଷରୁ ଶୁଭେଚ୍ଛାର ସୁଅ ଛୁଟିଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏକ୍ସରେ ପୋଷ୍ଟ…

୧୦୦% ଟାରିଫ ଧମକରେ ନଇଁବନି ଭାରତ! ଟ୍ରମ୍ପଙ୍କୁ ଦେଲା କଡ଼ା ଜବାବ, କହିଲା…

ନୂଆଦିଲ୍ଲୀ, ୧୭।୯: ରୁଷିଆ ଓ ଇରାନ ବିରୋଧରେ ନୂଆ ପ୍ରତିବନ୍ଧକ ବ୍ୟବସ୍ଥା ସମ୍ପର୍କିତ ଆମେରିକୀୟ ଆଇନକୁ ନେଇ ଭାରତ ସତର୍କ ନଜର ରଖିଛି। ଆମେରିକାର ସଂସଦରେ ଏ…

ଏସିଆ କପ୍‌ ପରେ ହଠାତ୍‌ ଇସ୍ତଫା ଦେଲେ ଅଧିନାୟକ, ନିଷ୍ପତ୍ତିରେ ବୋର୍ଡ ଚକିତ

ଢାକା: ବାଂଲାଦେଶ ମହିଳା କ୍ରିକେଟ ଦଳରେ ହଠାତ୍‌ ହଲଚଲ ସୃଷ୍ଟି ହୋଇଛି। ଏସିଆ କପ୍‌ ୨୦୨୬ ଶେଷ ହେବା ପରେ ନିଗାର ସୁଲତାନା ଟି-୨୦ ଦଳର ଅଧିନାୟକ…

ଗଜକେସରୀ ଯୋଗ: ଅକ୍ଟୋବର ଆରମ୍ଭରୁ ୩ ରାଶିକୁ ମିଳିବ ବମ୍ଫର ଫାଇଦା, ମାଲାମାଲ ହେବା ସହ ଚାକିରିରେ ବଡ଼ ପ୍ରମୋଶନ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗଜକେସରୀ ଯୋଗକୁ ଅତ୍ୟନ୍ତ ଶୁଭ ଓ ପ୍ରଭାବଶାଳୀ ଯୋଗ ଭାବେ ମାନ୍ୟତା ଦିଆଯାଏ। ଜ୍ୟୋତିଷୀୟ ବିଶ୍ୱାସ ଅନୁସାରେ, ଏହି ଯୋଗ ଶକ୍ତି, ମାନ-ସମ୍ମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?