Posted inଫୁରସତ

ବିନା ମାଲିକରେ ଶପିଙ୍ଗ କରି ଇଣ୍ଟରନେଟରେ ୟୁଜର୍ସଙ୍କ ହୃଦୟ ଜିତୁଛି କୁକୁର

ବିନା ମାଲିକରେ ଶପିଙ୍ଗ କରୁଛି କୁକୁର। ଏମିତି ଏକ ଭିଡିଓ ଏବେ ସୋସେିଆଲ ମିଡିଆରେ ଭାଇରାଲ ହେଉଛି। ଏହି ଭିଡିଓରେ ଗୋଟିଏ କୁକୁର ଏହାର ମାଲିକ ବିନା ସପିଂ କରୁଥିବା ଦେଖାଯାଉଛି। ବିଶେଷ କଥା ହେଉଛି ମାଲିକ ଯାହା ପସନ୍ଦ କରନ୍ତି ସେ ଭଲଭାବେ ଜାଣନ୍ତି । ଭିଡିଓ ବର୍ତ୍ତମାନ ଲୋକଙ୍କ ହୃଦୟ ଜିତୁଛି । ଲୋକମାନେ ଏହି ଭିଡିଓକୁ ବହୁତ ଶେୟାର କରୁଛନ୍ତି। ଏଥିସହିତ ଅନେକ ଲୋକ ଏହା ଉପରେ ନିଜର ମତାମତ ମଧ୍ୟ ଦେଇଛନ୍ତି।
କୁକୁର ମନୁଷ୍ୟର ସର୍ବୋତ୍ତମ ସାଥୀ ଭାବରେ ବିବେଚନା କରାଯାଏ। ଭିଡିଓ ସାମ୍ନାକୁ ଆସିବା ପରେ ଲୋକମାନେ ଏହି କଥାରେ ବିଶ୍ୱାସ କରିବା ଆରମ୍ଭ କରି ଦେଇଛନ୍ତି। ଭିଡିଓରେ ଏହା ଦେଖିବାକୁ ମିଳେ ଯେ ଗୋଟିଏ କୁକୁର ପାଟିରେ ଟୋକେଇ ଧରି ପନିପରିବା କିଣିବାକୁ ବାହାରିଛି। ସେ ପନିପରିବା ନେଇ ଦୋକାନୀକୁ ଟଙ୍କା ମଧ୍ୟ ଦିଅନ୍ତି। ବିଶେଷ କଥା ହେଉଛି ସେ ଜାଣନ୍ତି କେଉଁ ପନିପରିବା ମାଲିକ ପସନ୍ଦ କରନ୍ତି ଏବଂ ସେ ଦୋକାନୀଙ୍କଠାରୁ ସମାନ ପନିପରିବା କିଣନ୍ତ। ଏହି ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଆର୍ଥ-ନାଚୁରାଲ ନାମକ ଉପଭୋକ୍ତାଙ୍କ ଦ୍ୱାରା ଶେୟାର କରାଯାଇଛି। ଏହି ଭିଡିଓକୁ ବର୍ତ୍ତମାନ ସୁଦ୍ଧା ୨ ମିଲିୟନରୁ ଅଧିକ ଲୋକ ପସନ୍ଦ କରିଛନ୍ତି। ଭିଡିଓ ଦେଖି ଲାଗୁଛି ଯେ ଏହି ଦୃଶ୍ୟ ଚାଇନାରୁ ଆସିଛି। ଏଥି ସହିତ ଅନେକ ଲୋକ ଭିଡିଓ ଦେଖିବା ପରେ ନିଜର ମତାମତ ମଧ୍ୟ ଦେଇଛନ୍ତି।

 

https://www.instagram.com/reel/C0oILh6JH9e/?utm_source=ig_embed&ig_rid=29489319-ee14-45c0-aca2-182d99df7860


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri