ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା ଟିକେଟ ପାଇବା ପରେ ବେଳେ ନିର୍ବଚନମଣ୍ଡଳୀରେ ବୁଲି ବୁଲି ସଂଗଠନ ବୃଦ୍ଧି କରିବା ସହ ଆଗାମୀ ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ କରୁଛୁନ୍ତି l ମଙ୍ଗଳବାର ଭଦ୍ରକ ବିଧାନସଭା ନିର୍ବାଚନ ମଣ୍ଡଳୀର ବାଣୀତିଆ, ଜଗଦଳପୁର, ରାନ୍ଦିଆ ପଞ୍ଚାୟତ ଓ ଭଦ୍ରକ ପୌରାଞ୍ଚଳର ୨୪ ଓ ୨୫ ନମ୍ବର ୱାର୍ଡର ପ୍ରାୟ ୩୦୦ରୁ ଊର୍ଦ୍ଧ୍ୱ ଅନ୍ୟ ଦଳର କର୍ମୀମାନେ ଭଜପାରେ ସାମିଲ ହୋଇଛନ୍ତି। ଶରତ ପଢିଆରିଙ୍କ ସଂଯୋଜନାରେ ଅନ୍ୟମାନଙ୍କ ମଧ୍ୟରେ ଲୋକ ସଭା ପ୍ରାର୍ଥୀ ଅଭିମନ୍ୟୁ ସେଠୀ, ପ୍ରଦୀପ ନାୟକ, ଅଜୟ ନାୟକ, ଭାସ୍କର ସାହୁଙ୍କ ସମେତ ଅନେକ ନେତା କର୍ମୀ ଉପସ୍ଥିତ ଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିକାଶ ମୂଳକ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ଭାଜପାରେ ମିଶିଥିବା କହିଛନ୍ତି। ସେହିପରି ଆଗାମୀ ଦିନରେ ଭଦ୍ରକ ବିଧାନସଭା ନିର୍ବାଚନ ମଣ୍ଡଳୀ ର ଅନେକ କର୍ମୀ ମିଶିବେ ବୋଲି କହିଛନ୍ତି ଅଭିମନ୍ୟୁ। ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧରେ ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ବୋଲି କହିଛନ୍ତି ବିଧାନସଭା ପ୍ରାର୍ଥୀ ସୀତାଂଶୁ ।


Enter your email to get our daily news in your inbox.

All Right Reserved By Dharitri.Com

ହିଞ୍ଜିଳିରେ ରାଜନୈତିକ ଉଷ୍ମତା: ନବୀନଙ୍କ ଆଗରେ କଣ୍ଟା ବିଦ୍ରୋହୀ ସ୍ବାଧୀନ ପ୍ରାର୍ଥୀ

ହିଞ୍ଜିଳିକାଟୁ, ୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ରାଜ୍ୟ ବିକାଶର ପ୍ରୟୋଗଶାଳା, ଦୁର୍ନୀତି, ଓଡ଼ିଆ ଅସ୍ମିତା, ସ୍ଥାନୀୟ ବାସିନ୍ଦା ତଥା ଅନ୍ୟାନ୍ୟ ଇସ୍ୟୁକୁ ନେଇ ହିଞ୍ଜିଳି ନିର୍ବାଚନ ମାହୋଲ...

ଘସିପୁରାରୁ ସ୍ଵାଧୀନ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର,୩।୫: ଘସିପୁରା ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ। ଶୁକ୍ରବାର ଆନନ୍ଦପୁରରେ ସମର୍ଥକଙ୍କ ସହ ବୈଠକ ପରେ ତାଙ୍କ ନିଷ୍ପତ୍ତି...

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ, ବଢ଼ିଲା ବିଜେଡି-ଭାଜପା ଚିନ୍ତା

ଭୁବନେଶ୍ୱର,୩।୫: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ...

ମହିଳାଙ୍କ ଗୋଡ଼ରେ ଚଢ଼ିଗଲା ବସ୍‌ ଚକା

ହିଞ୍ଜିଳିକାଟୁ,୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଶେରଗଡ଼ ବ୍ଲକ ଅଧୀନ ପିତଳ ଛକଠାରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ୍‌ ଚକା ଜଣେ...

ଶକ୍ତି ପ୍ରଦର୍ଶନ କଲା ଭାଜପା, ଅନନ୍ତ-ମୋହନ-ଅଖିଳ କଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭାଜପାର ଏମପି ପ୍ରାର୍ଥୀ ଅନନ୍ତ ନାଏକଙ୍କ ସହ କେନ୍ଦୁଝର ସଦର ଏବଂ ପାଟଣା ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ମୋହନ...

ମ୍ୟାଜିକ ଶୋ’ରେ ବିଜେଡିର ନିର୍ବାଚନ ପ୍ରଚାର

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ତାରିଖ ଯେତିକି ପାଖେଇ ଆସୁଛି, ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ନିଆରା...

ନାମାଙ୍କନ ଭରିଲେ ଭାଜପା ପ୍ରାର୍ଥୀ ଗୋକୁଳାନନ୍ଦ

ପୋଲସରା,୩।୫(ସୁବ୍ରତ ବେହେରା): ଗଞ୍ଜାମ ଜିଲା ପୋଲସରା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ...

ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା

ଜଳେଶ୍ୱର,୩।୫(ନବୀନ ସାହୁ): ଚିକିତ୍ସାରେ ଅବହେଳାକୁ କେନ୍ଦ୍ର କରି ଜଳେଶ୍ୱର ଜି.କେ.ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏପରିକି ରୋଗୀଙ୍କ ସମ୍ପର୍କୀୟ ମେଡ଼ିକାଲ ଇନ୍‌ଚାର୍ଜ ଦିଲୀପ ପାତ୍ରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri