Posted inଖେଳ

କବିର ହଂସଙ୍କୁ ଡବଲ ଟାଇଟଲ

ଭୁବନେଶ୍ୱର, ୧୩।୨ (କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଉତ୍କଳ ଓପନ ଟେନିସ ଟୁର୍ନାମେଣ୍ଟରେ କବିର ହଂସ ଡବଲ ଟାଇଟଲ ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ସିଙ୍ଗଲ୍ସ ଫାଇନାଲରେ ସେ ଆଦିତ୍ୟ ଶତପଥୀଙ୍କୁ ୬-୩, ୬-୨ ସେଟ୍‌ରେ ପରାସ୍ତ କରିଛନ୍ତି।

ସେହିପରି କବିର ଓ ଶିମନ ଶାସ୍ତ୍ରୀଙ୍କ ଯୋଡ଼ି ଡବଲ୍ସ ଫାଇନାଲରେ ଆଦିତ୍ୟ ଶତପଥୀ ଓ ସତୀର୍ଥ ପଟ୍ଟନାୟକଙ୍କୁ ୬-୦, ୬-୦ ସେଟ୍‌ରେ ହରାଇ ଦେଇଛନ୍ତି। ପ୍ରଥମଥରପାଇଁ ସାମିଲ ହୋଇଥିବା ୧୨ ବର୍ଷରୁ କମ୍‌ ବାଳକ ବିଭାଗ ଫାଇନାଲରେ ସୂର୍ଯ୍ୟପ୍ରତାପ ନାଏକ ୬-୦, ୬-୧ ସେଟ୍‌ରେ ସୂର୍ଯ୍ୟ ଦାସଙ୍କୁ ହରାଇ ଟାଇଟଲ ଜିତିଛନ୍ତି। ସେହିପରି ୧୪ ବର୍ଷରୁ କମ୍‌ ବାଳକ ସିଙ୍ଗଲ୍ସ ଫାଇନାଲରେ ସାଇ ସ୍ବସ୍ତିକ ମହାନ୍ତି ୬-୩, ୫-୭ (୧୦/୨) ସେଟ୍‌ରେ ଆଦିତ୍ୟ ବିକ୍ରମ ଆଚାର୍ଯ୍ୟଙ୍କୁ ପରାସ୍ତ କରିଛନ୍ତି। ୧୪ ବର୍ଷରୁ କମ୍‌ ବାଳିକା ଫାଇନାଲରେ ଆହାନ ୬-୨, ୬-୧ ସେଟ୍‌ରେ କ୍ରିଷ୍ଣା ରାଜଙ୍କୁ ହରାଇ ଚାମ୍ପିୟନ ହୋଇଛନ୍ତି।

ରାଜ୍ୟର ବିଭିନ୍ନ ଅଞ୍ଚଳରୁ ପାଖାପାଖି ୨୫୦ ଖେଳାଳି ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ଏମ୍‌ଏସ୍‌ଏମ୍‌ଇ ବିଭାଗର ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର ମୁଖ୍ୟ ଅତିଥିଭାବେ ଯୋଗଦେଇ ପୁରସ୍କାର ବିତରଣ କରିଥିଲେ। ସିନିୟର ଆଇଏଫ୍‌ଏସ୍‌ ଅଫିସର ଦେବୀଦତ୍ତ ବିଶ୍ୱାଳ, ଉତ୍କଳ ବିଲ୍ଡର୍ସର ପ୍ରତିଷ୍ଠାତା ଭନଓ୍ବାରଲାଲ ବୈଦ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗ୍ୟ ଭୋଟରଙ୍କ ନାମ ତାଲିକାରୁ ବାଦ ପ୍ରସଙ୍ଗରେ ଗର୍ଜିଲା ବିଜେଡି

ଧାମନଗର,୧।୯(ସନ୍ତୋଷ କୁମାର ମହାପାତ୍ର): ଫର୍ମ-୭ର ଅପବ୍ୟବହାର କରି ପ୍ରାୟ ୩ ହଜାରରୁ ଊଦ୍ଧର୍‌ବ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୋଗ୍ୟ ଭୋଟରଙ୍କ ନାମ ତାଲିକାରୁ ବାଦ ଦେବା ପ୍ରସଙ୍ଗରେ ଧାମନଗର…

ସମୁଦ୍ରରେ ବୁଡ଼ିଯିବେ କୋଟି କୋଟି ଲୋକ! ନେପାଳ ବିତ୍ପାତ ପରେ ଭାରତର ୨ଟି ସହରକୁ UNର ଭୟଙ୍କର ଚେତାବନୀ?

ନୂଆଦିଲ୍ଲୀ,୧।୯: ସମୁଦ୍ର ପତନ ବୃଦ୍ଧି ପାଇବା ଯୋଗୁଁ କୋଲକାତା ଏବଂ ମୁମ୍ୱାଇର ଲକ୍ଷ ଲକ୍ଷ ଲୋକ ପ୍ରଭାବିତ ହୋଇପାରନ୍ତି ବୋଲି ମିଳିତ ଜାତିସଂଘର ରିପୋର୍ଟରେ ଚେତାବନୀ ଦିଆଯାଇଛି।…

ଚିନିକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ସେପ୍ଟେମ୍ୱର ୧୫ରୁ…

ନୂଆଦିଲ୍‌ଲୀ,୧।୯: ଚିନିର କଳାବଜାରୀ ରୋକିବା ପାଇଁ ସରକାର ଆଉ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏବେ ଚିନି ଡିଲରମାନେ ୨,୦୦୦ କ୍ୱିଣ୍ଟାଲରୁ ଅଧିକ ଚିନି ଷ୍ଟକରେ…

ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ଜନ୍ତରମନ୍ତର ଆନ୍ଦୋଳନରେ ଛାତ୍ରଙ୍କ ବିରୋଧରେ ହୋଇଥିବା ସବୁ ଏଫଆଇଆର ରଦ୍ଦ

ନୂଆଦିଲ୍ଲୀ,୧।୯: ସୁପ୍ରିମକୋର୍ଟ ଯନ୍ତରମନ୍ତର ଆନ୍ଦୋଳନ ସମୟରେ ପ୍ରଦର୍ଶନକାରୀ ଛାତ୍ରୀଛାତ୍ରଙ୍କ ବିରୋଧରେ ରୁଜୁ ହୋଇଥିବା ଏଫଆଇଆରକୁ ରଦ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଶୁଣାଣି ସମୟରେ ପ୍ରଧାନ ବିଚାରପତି (ସିଜେଆଇ)…

ମଇଦାନ କମ୍ପାଇଲେ ବୈଭବ! ସେମିଫାଇନାଲରେ କଲେ ଏମିତି କାରନାମା, ପଡିଗଲା ଚହଳ

ନୂଆଦିଲ୍ଲୀ,୧।୯: ଭାରତୀୟ କ୍ରିକେଟରେ ଏବେ ସବୁଠାରୁ ଅଧିକ ଚର୍ଚ୍ଚାରେ ଅଛନ୍ତି ୧୫ ବର୍ଷୀୟ ଯୁବ କ୍ରିକେଟର୍‌ ବୈଭବ ସୂର୍ଯ୍ୟବଂଶୀ। ପ୍ରତିଯୋଗିତାମୂଳକ କ୍ରିକେଟରେ ପାଦ ଦେବା ପରଠାରୁ ନିଜର…

ମୋଦିଙ୍କ ଫଟୋକୁ ହଟାଇଦେଲା ପାକିସ୍ତାନ: ଲଜ୍ଜାଜନକ କାମ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ଇସଲାମାବାଦ୍‌,୧।୯: ପାକିସ୍ତାନ ପୁଣି ଥରେ ବିଶ୍ୱ ସମ୍ମୁଖରେ ଏକ ଲଜ୍ଜାଜନକ ମନୋଭାବ ପ୍ରଦର୍ଶନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ SCO ଶିଖର ସମ୍ମିଳନୀ ୨୦୨୬ ଗ୍ରୁପ ଫଟୋରୁ…

ପଶ୍ଚିମବଙ୍ଗରେ ଚାଞ୍ଚଲ୍ୟ! ମମତା ବାନାର୍ଜୀଙ୍କ ଝିଆରୀଙ୍କ ଆତ୍ମହତ୍ୟା, ସନ୍ଦେହଜନକ ଅବସ୍ଥାରେ…

କୋଲକାତା,୧।୯: ପଶ୍ଚିମବଙ୍ଗର ଟିଏମସି ସୁପ୍ରିମୋ ମମତା ବାନାର୍ଜୀଙ୍କ ଝିଆରୀଙ୍କ ଆତ୍ମହତ୍ୟା। ତାଙ୍କର ମୃତଦେହ ମଙ୍ଗଳବାର ବୀରଭୂମ ଜିଲାର ରାମପୁରହାଟରେ ରହସ୍ୟଜନକ ପରିସ୍ଥିତିରେ ଉଦ୍ଧାର ହୋଇଥିବା ପୋଲିସ କହିଛି।…

ବକ୍ରୀରୁ ମାର୍ଗୀ ହେବେ ଶନି: ଏହି ୪ ରାଶିଙ୍କୁ ଛପରଫାଡ଼ି ଧନ ଦେବେ ଶନି! ଚାକିରିରେ ପ୍ରମୋଶନ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଦେବ ବର୍ତ୍ତମାନ ବକ୍ରୀ ଅବସ୍ଥାରେ ଗତି କରୁଛନ୍ତି। ୨୭ ଜୁଲାଇ ୨୦୨୬ରୁ ଶନି ବକ୍ରୀ ଚଳନରେ ଥିବା ବେଳେ ୧୧ ଡିସେମ୍ବରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri