Posted inଫୁରସତ

କରଜରୁ ବଞ୍ଚିବା ପାଇଁ ମୃତ୍ୟୁର ନାଟକ

ଜାକର୍ତ୍ତା: ଜଣେ ମହିଳା ତାଙ୍କ ପୁଅ ଜରିଆରେ ନିଜକୁ ମୃତ ଘୋଷଣା କରି ଏକ ଫଟୋ ସୋସିଆଲ ମିଡିଆରେ ଶେୟାର କରିଥିଲେ। ଫଟୋରେ ମହିଳାଙ୍କ ନାକରେ ତୁଳା ଲାଗିଥିବା ଦେଖିବାକୁ ମିଳିଛି। ଇଣ୍ଡୋନେସିଆର ବାସିନ୍ଦା ଲିଜା ଦେୱି ପ୍ରମିତା ନାମ୍ନୀ ଏହି ମହିଳା ୪.୨ ମିଲିୟନ୍‌ ଇଣ୍ଡୋନେସିଆ ରୁପି ଅର୍ଥାତ୍‌ ୨୨ ହଜାର ଟଙ୍କା କରଜ କରିଥିଲେ। ଏହି କରଜ ସେ ଠିକ୍‌ ସମୟରେ ଶୁଝି ନ ପାରିବାରୁ କରଜଦାରଙ୍କୁ ସ ଅଧିକ ସମୟ ମାଗଥିଲେ। ସେତେବେଳେ କରଜରୁ ବଞ୍ଚିବା ଲାଗି ତାଙ୍କ ମନକୁ ଏକ ଚିନ୍ତା ଆସିଥିଲା। ସେ ତାଙ୍କ ନାକରେ ତୁଳା ରଖି କିଛି ଫଟୋ ଉଠାଇଲେ ଏବଂ ସେହି ଫଟୋକୁ ତାଙ୍କ ପୁଅ ଜରିଆରେ ଫେସବୁକ୍‌ରେ ଶେୟାର କରିଦେଲେ। ପ୍ରଥମେ ମହିଳାଙ୍କ ଉପରେ କୌଣସି ସନ୍ଦେହ ହୋଇ ନ ଥିଲା। ପରେ ଘରଠାରୁ ବହୁ ଦୂରରେ ତାଙ୍କ ଅନ୍ତିମ ସଂସ୍କାର କଥା ଜଣା ପଡ଼ିବାରୁ ସନ୍ଦେହ ଜାତ ହେଲା। ଏଥିନେଇ ତାଙ୍କ ପୁଅକୁ ସାମ୍ନାସାମ୍ନୀ ବସାଇ ପଚରାଉଚରା କରିବାକୁ ଏସବୁ ନାଟକ ଥିବା ଜଣାପଡ଼ିଥିଲା। ଏତେ ସବୁ ପରେ ମଧ୍ୟ ମହିଳାଙ୍କ ପତ୍ତା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକୃତି ରଚିଲା ପ୍ରଳୟ: ଝଡ଼ ଚାଲିଗଲା, ଦୁଃଖ ରହିଗଲା

ବରଗଡ଼,୩୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଲୋକେ କେବଳ ବର୍ଷା ବିପତ୍ାତ୍‌ର ସମ୍ମୁଖୀନ ହୋଇଥିଲେ, ତାହା ନୁହେଁ। ମଙ୍ଗଳବାର ସନ୍ଧ୍ୟାରେ ହୋଇଥିବା ଝଡ଼ ତୋଫାନ ଯୋଗୁ ଜିଲାର ବରଗଡ଼ ବ୍ଲକ…

ବନ୍ୟାରେ ୨୪ ଘଣ୍ଟା ଧରି ତାଳ ଗଛରେ ଆଶ୍ରୟ ନେଇଥିଲେ ଚାଷୀ, ତା’ପରେ ଘଟିଲା…

ଧାମନଗର,୩୧ା୭(ସନ୍ତୋଷ କୁମାର ମହାପାତ୍ର):ବିଲକୁ ଯାଇ ବନ୍ୟାରେ ଘରକୁ ଫେରିପାରିଲେନି। ଭୟଙ୍କର ବନ୍ୟାରେ ନିଜ ଜୀବନ ବଞ୍ଚାଇବାକୁ ଯାଇ ୨୪ ଘଣ୍ଟା ଏକ ତାଳଗଛରେ ଆଶ୍ରୟ ନେଇଥିଲେ ଜଣେ…

ଭୋଜଶାଳା ମାମଲା: ଦରଘା ଜମିରେ ନମାଜ ପାଠ ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି

ନୂଆଦିଲ୍ଲୀ, ୩୧।୭: ମଧ୍ୟପ୍ରଦେଶର ଧାର ଜିଲାରେ ଅବସ୍ଥିତ ବିବାଦୀୟ ଭୋଜଶାଳା ପରିସର ସଂଲଗ୍ନ ଦରଘା ପରିସରରେ ମୁସଲମାନ ସମ୍ପ୍ରଦାୟକୁ ଶୁକ୍ରବାର ନାମାଜ ପାଠ କରିବାକୁ ସୁପ୍ରିମକୋର୍ଟ ଅନୁମତି…

E୨୦ ପେଟ୍ରୋଲକୁ ନେଇ ୭ ବଡ଼ ପ୍ରଶ୍ନ, ସଂସଦରେ ତଥ୍ୟ ସହ ଜବାବ ଦେଲେ ସରକାର

ନୂଆଦିଲ୍ଲୀ,୩୧।୭: E୨୦ ପେଟ୍ରୋଲକୁ ନେଇ ସୋସିଆଲ ମିଡିଆ ଓ ବିଭିନ୍ନ ମାଧ୍ୟମରେ ଉଠୁଥିବା ପ୍ରଶ୍ନ ମଧ୍ୟରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ସଂସଦରେ ବିସ୍ତୃତ ସ୍ପଷ୍ଟୀକରଣ…

୧୫୦ ବର୍ଷ ପରେ ଲାଇବ୍ରେରିକୁ ଫେରିଲା ବହି: ଜରିମାନା କାଟିଲେ ହେବ ୧୬ ଲକ୍ଷ ଟଙ୍କା, ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଲବୋର୍ନ, ୩୧ା୭ (ଏ.ପି.):ଲାଇବ୍ରେରିରୁ ନେଇଥିବା ବହି ଫେରାଇବାରେ ସପ୍ତାହେ କିମ୍ବା ମାସେ ବିଳମ୍ବ ହେବା ସାଧାରଣ କଥା। ମାତ୍ର ଅଷ୍ଟ୍ରେଲିଆର ଏକ ସାର୍ବଜନୀନ ଲାଇବ୍ରେରିରେ ଏମିତି ଏକ…

ପ୍ରବଳ ଝଡ଼ବର୍ଷା ସମ୍ଭାବନା: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର, ୩୧ା୭ (ବନ୍ଦନା ସେଠୀ):ଗଭୀର ଅବପାତ ଦୁଇଦିନ ହେବ ଛତିଶଗଡ଼ ଉପରେ ଗତି କରୁଛି। ଏହା ଶୁକ୍ରବାର ସୁଦ୍ଧା ପଶ୍ଚିମ ଦିଗକୁ ଅଗ୍ରସର ହୋଇ କ୍ରମଶଃ ଦୁର୍ବଳ…

ରାହୁଲ ଗାନ୍ଧୀଙ୍କ ପରେ ଅମିତ ଶାହାଙ୍କ ଇସ୍ତଫା ଦାବି କଲେ ଅଭିଜିତ ଦୀପକେ, କହିଲେ ବଳ..

ନୂଆଦିଲ୍ଲୀ,୩୧।୭ ଦିଲ୍ଲୀରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପେଲେଟ୍ ଗନ୍ ବ୍ୟବହାରକୁ ନେଇ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ…

ସିଜେପି ଆନ୍ଦୋଳନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ନାହିଁ: ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୩୧।୭: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଗତ ଜୁଲାଇ ୨୦ରେ ଦିଲ୍ଲୀର ଯନ୍ତରମନ୍ତରଠାରୁ ସଂସଦ ଭବନ ଅଭିମୁଖେ ହୋଇଥିବା ରାଲିରେ ଭାଗନେଇଥିବା ସାଧାରଣ ନାଗରିକ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri