Posted inଜାତୀୟ

ଭୂସ୍ଖଳନରେ ଗୋଟିଏ ପରିବାରର ଚାଲିଗଲା ୫ ଜୀବନ

ଥିରୁଭାନନ୍ତପୁରମ୍‌,୨୯।୮: କେରଳର ଥୋଡୁପୁଜାରେ ଏକ ଅଭାବନୀୟ ଘଟଣା ଘଟିଛି। ଭୂସ୍ଖଳନରେ ଗୋଟିଏ ପରିବାରର ୫ ଜଣଙ୍କର ମୃତ୍ୟୁ ହୋଇଛି। ଇଡୁକି ଜିଲାର ଥୋଡୁପୁଜା ନିକଟ କଞ୍ଜର ଗ୍ରାମରେ ଏହି ଘଟଣା ଘଟିଥିବା ପୋଲିସ କହିଛି। ପ୍ରବଳ ବର୍ଷା ଯୋଗୁ ଭୁସ୍ଖଳନ ହୋଇଥିବା ଜଣାପଡିଛି। ପୋଲିସର ସୂଚନାନୁସାରେ, ଭୂସ୍ଖଳନରେ କଞ୍ଜର ବାସିନ୍ଦା ଧନ୍ୟବାଦମା (୮୦), ପୁଅ ସୋମାନ (୫୨), ସ୍ତ୍ରୀ ଶାଜି (୫୦),ଝିଅ ସୀମା (୩୦) ଏବଂ ଦେବାନନ୍ଦ (୫)ଙ୍କ ମୃତ୍ୟୁ ଘଟିଛି।
କେରଳର ପାହାଡ଼ିଆ ଅଞ୍ଚଳରେ ଗତ ଦୁଇ ଦିନ ଧରି ଲଗାତାର ବର୍ଷା ହେଉଛି। ଫଳରେ ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୱେବ ପୋର୍ଟାଲ, ୟୁଟ୍ୟୁବ ଚ୍ୟାନେଲକୁ ନେଇ ଚିନ୍ତା ପ୍ରକଟ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨ ।୯: ସୁପ୍ରିମ କୋର୍ଟ ୱେବ ପୋର୍ଟାଲ, ୟୁଟ୍ୟୁବ ଚ୍ୟାନେଲ ଓ ସୋସିଆଲ ମିଡିଆରେ ପ୍ରସାରିତ ହେଉଥିବା ମିଛ ଖବରକୁ ନେଇ ଚିନ୍ତା ପ୍ରକଟ...

ମୋଦି ଦିଅନ୍ତୁ ଇସ୍ତଫା, ଶାହା ହୁଅନ୍ତୁ ଦେଶର ପ୍ରଧାନମନ୍ତ୍ରୀ: ଟି.ଏସ. ସିଂ ଦେଓ…

ରାୟପୁର,୨୭।୭ : ମଣିପୁର ପ୍ରସଙ୍ଗରେ ସାରା ଦେଶରେ ଉତ୍ତେଜନା ଦେଖାଦେଇଛି। ସଂସଦରେ ବିରୋଧୀ ଦଳର ମିଳିତ ମେଣ୍ଟ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉତ୍ତର ମାଗି...

ବଜେଟ୍‌ ପୂର୍ବରୁ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଅଭିଭାଷଣ ରଖିଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୯।୧: ବଜେଟ ଅଧିବେଶନର ପ୍ରଥମ ଦିନରେ ଶୁକ୍ରବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ନିଜର ଅଭିଭାଷଣ ରଖିଛନ୍ତି। କରୋନା ମହାମାରୀ ସମୟରେ ଏହି ଅଧିବେଶନ ଗୁରୁତ୍ୱପୂର୍ଣ୍ଣ ବୋଲି...

ଅର୍ଥ ମନ୍ତ୍ରଣାଳୟକୁ ନେଇ ଟ୍ରିପଲ ଇଞ୍ଜିନ ସରକାରରେ ଟଣାଓଟରା…

ମୁମ୍ବାଇ,୧୦।୭ : ମହାରାଷ୍ଟ୍ରରେ ଚାଲିଥିବା ବିବାଦ ପରେ ପାଓ୍ବାର ଗେମ ରାଜନୀତି ଆରମ୍ଭ ହୋଇଛି। ଏନସିପିର ଅଜିତ ପାୱାର ସରକାରରେ ଯୋଗ ଦେବାପରେ ବର୍ତ୍ତମାନ ବିଭାଗକୁ...

ଯୋଗୀ ସରକାରଙ୍କ ଉପରେ ବର୍ଷିଲେ ପ୍ରିୟଙ୍କା

ରାଏବରେଲି,୨୨।୧୦: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଉପରେ ଖୁବ୍‌ ବର୍ଷିଛନ୍ତି। ସେ କହିଛନ୍ତି ଉତ୍ତର ପ୍ରଦେଶରେ ଅପରାଧ...

ନିଜ ଜୀବନକୁ ବାଜି ଲଗାଇ ୩ ଜୀବନ ବଞ୍ଚାଇଲେ ସୁରକ୍ଷାକର୍ମୀ

ନୂଆଦିଲ୍ଲୀ,୨୩।୪: ରେଲଓ୍ବେ ସୁରକ୍ଷାକର୍ମୀ ନିଜର ମୃତ୍ୟୁ ପୂର୍ବରୁ ମାନବିକତାର ଏକ ଉଦାହରଣ ସୃଷ୍ଟି କରିଛନ୍ତି। ଦିଲ୍ଲୀର ଆଜାଦପୁର ଅଞ୍ଚଳରେ ଜଣେ ସୁରକ୍ଷାକର୍ମୀ ୩ଜଣଙ୍କ ଜୀବନ ବଞ୍ଚାଇବା...

ଓମ୍‌ ପ୍ରକାଶଙ୍କୁ ମିଳିଲା ଓ୍ବାଇ ସୁରକ୍ଷା

ଲକ୍ଷ୍ନୌ,୨୨।୭: ଉତ୍ତରପ୍ରଦେଶର ଜହୁରାବାଦର ବିଧାୟକ ତଥା ଏସ୍‌ବିଏସ୍‌ପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଓମ୍‌ ପ୍ରକାଶ ରାଜଭରଙ୍କୁ ‘ଓ୍ବାଇ’ ବର୍ଗର ସୁରକ୍ଷା ପ୍ରଦାନ କରାଯାଇଛି। ୟୁପି ସରକାରଙ୍କ ନିର୍ଦ୍ଦେଶକ୍ରମେ...

ଟିଭି ଚ୍ୟାନେଲ ଉପରେ ସରକାରୀ କଟକଣା

ନୂଆଦିଲ୍ଲୀ,୨୪।୪ (ପି.ଟି.): ୟୁକ୍ରେନ୍‌-ରୁଷିଆ ଯୁଦ୍ଧ ଏବଂ ଦିଲ୍ଲୀ ଦଙ୍ଗାକୁ ନେଇ ଘରୋଇ ଟିଭି ଚ୍ୟାନେଲଗୁଡ଼ିକରେ ପ୍ରସାରିତ କେତେକ ବିତର୍କରେ ଉତ୍ତେଜକ ତଥା ସାମାଜିକ ଦୃଷ୍ଟିରୁ ଗ୍ରହଣଯୋଗ୍ୟ...

Advertisement
Archives

Model This Week