ଗାଁକୁ ଫେରିଲେ ଗୋଟିଏ ପରିବାର

ପିପିଲି,୯।୯(ଡି.ଏନ୍‌.ଏ.): ପିପିଲି ବ୍ଲକ ଅନ୍ତର୍ଗତ ଚନ୍ଦ୍ରାଦେଇପୁର ବ୍ରାହ୍ମଣଶାସନ ଗ୍ରାମରେ ନାଲି ପିମ୍ପୁଡ଼ି ଆତଙ୍କରେ ୩ ପରିବାର ଗାଁ ଛାଡିଥିଲେ। ସେଥିମଧ୍ୟରୁ ଗୁରୁବାର ଗୋଟେ ପରିବାର ଗ୍ରାମକୁ ଫେରି ଆସିଛନ୍ତି। ନାଲି ପିମ୍ପୁଡ଼ିଙ୍କ ଆତଙ୍କ ଟିକେ କମିଥିବାବେଳେ ଲୋକଙ୍କ ମନରୁ ଭୟ ଦୂର ହୋଇନାହିଁ। ଗତ ୫ ତାରିଖରେ ପିପିଲି ବିଡିଓ ରଶ୍ମିତା ନାଥଙ୍କ ନେତୃତ୍ୱରେ ୨ଟି ଟିମ୍‌ ଗ୍ରାମକୁ ଯାଇ ନାଲି ପିମ୍ପୁଡ଼ିକୁ ଘଉଡାଇବାକୁ ଗ୍ରାମର ରାସ୍ତା ଏବଂ ଲୋକଙ୍କ ଘର ସମ୍ମୁଖରେ ଔଷଧ ସିଞ୍ଚନ କରିଥିଲେ। ଏହାପରେ ପିମ୍ପୁଡ଼ିଙ୍କ ଆତଙ୍କ କିଛି ମାତ୍ରାରେ କମିଥିବା ଜଣାପଡିଛି। ଔଷଧ ସିଞ୍ଚନ ପରଦିନ ବର୍ଷା ଫଳରେ ଔଷଧ ଧୋଇ ହୋଇଯାଇଥିବାରୁ ଗ୍ରାମରେ ଆଉଥରେ ଔଷଧ ସିଞ୍ଚନ ପାଇଁ ୱାର୍ଡ ସଭ୍ୟ ରାଜ ପ୍ରସାଦ ଦାଶ ପ୍ରଶାସନ ପାଖରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାଙ୍ଗଷ୍ଟର ହାଇଦରଙ୍କୁ ଏନ୍‌କାଉଣ୍ଟର

ଭୁବନେଶ୍ୱର,୨୪ା୭(ବ୍ୟୁରୋ): କୁଖ୍ୟାତ ଅପରାଧୀ ହାଇଦରଙ୍କୁ ଶନିବାର ଅପରାହ୍ନରେ ଏନ୍‌କାଉଣ୍ଟର ହୋଇଛି। ବାରିପଦା ନିକଟରେ ଏହି ଏନ୍‌କାଉଣ୍ଟର ହୋଇଥିବା ସୂଚନା ମିଳିଛି। ତାଙ୍କୁ ଚୌଦ୍ୱାର ଜେଲ୍‌ରୁ ବାରିପଦା...

ଆୟୁଷ୍ମାନ ଭାରତ ଯୋଜନା: ରାଜି କରାଇବାକୁ ଆସିବେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର,୪।୬(ବ୍ୟୁରୋ): ନିର୍ବାଚନ ସରିଯାଇଛି। ଆଉ ମତଭେଦ ନାହିଁ। ମିଳିମିଶି ରାଜ୍ୟ ତଥା ଦେଶର ବିକାଶ କରିବାକୁ କେନ୍ଦ୍ର ସରକାର ଆହ୍ବାନ ଦେଇଛନ୍ତି। କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ...

ବାଇକ୍‌ ଡିକିରୁ ୧ ଲକ୍ଷ ଲୁଟ୍‌, ମିଳିଛି ସିସିଟିଭି ଫୁଟେଜ୍‌; ମିଳୁନି ସୁରାକ

ବ୍ରହ୍ମପୁର ଅଫିସ,୧୩।୩: ଜଣେ ଲୋକଙ୍କ ବାଇକ୍‌ ଡିକିରୁ ଗତ ୬ ତାରିଖ ସ୍ପଷ୍ଟ ଦିବାଲୋକରେ ୧ ଲକ୍ଷରୁ ଅଧିକ ଟଙ୍କା ଲୁଟ୍‌ ହୋଇଥିଲା। ପୋଲିସ ଘଟଣାସ୍ଥଳରୁ...

ସଡକ ଦୁର୍ଘଟଣାରେ ୨ବାଇକ ଆରୋହୀ ମୃତ

ମୁରିବାହାଲ, ୧୮ା୧୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ମୁରିବାହାଲ ଥାନା ଅନ୍ତର୍ଗତ ଜୁଆଡିପାଲି ନିକଟରେ ବୁଧବାର ସନ୍ଧ୍ୟାରେ ଏକ ଅଜଣା ଗାଡି ଧକ୍କାରେ ଏକ ବାଇକରେ ଥିବା ୨...

ରାଜ୍ୟରେ ସୁସ୍ଥ ହେଲେ ଆଉ ୬୦୭ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୮।୭(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ  ୬୦୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୭୯ ଜଣ ସୁସ୍ଥ ହୋଇଥିବାବେଳେ ଯାଜପୁରରୁ ୮୪, ଖୋର୍ଦ୍ଧାରୁ ୫୦, କଟକରୁ...

ଜଳିଗଲା ପୂଜା ସାମଗ୍ରୀ ଦୋକାନ

ଆଠଗଡ଼,୨୧।୦୫: କଟକ ଜିଲା ଖୁଣ୍ଟୁଣି ଥାନା ବଜାର ପେଟୋଲ ପମ୍ପ ପଛପାଖରେ ଥିବା ଏକ ପୂଜା ସାମଗ୍ରୀ ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ବିଦ୍ୟୁତ୍‌ ଶଟ ସର୍କିଟ...

୮ ଶିଳ୍ପୀ ପାଇବେ ‘ରାଜ୍ୟ ଚାରୁକଳା ପୁରସ୍କାର’

ଭୁବନେଶ୍ୱର,୧୫।୯(ବ୍ୟୁରୋ): ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ ୨୦୨୨ ମସିହା ପାଇଁ ‘୪୦ତମ ରାଜ୍ୟ ଚାରୁକଳା ପୁରସ୍କାର’ ବୁଧବାର ଘୋଷଣା କରାଯାଇଛି। ୮ଜଣ ଶିଳ୍ପୀ ଏହି...

ମହାସିଂହ ପଞ୍ଚାୟତରେ ୨୯ଲକ୍ଷ ଟଙ୍କା ଘୋଟାଲା

ଫୁଲବାଣୀ ଅଫିସ, ୫ା୩- କନ୍ଧମାଳ ଜିଲାକୁ ଦୁର୍ନୀତି ପିଛା ଛାଡୁନାହିଁ । ସବୁଠୁ ବଡକଥା ଦୁର୍ନୀତି ନେଇ ଅଭିଯୋଗ ଆସିଲାପରେ ତଦନ୍ତ ହେଉଛି କିନ୍ତୁ କାର୍ଯ୍ୟାନୁଷ୍ଠାନ...

Advertisement
Archives

Model This Week