ଯୁବକଙ୍କୁ ଅର୍ଦ୍ଧଲଗ୍ନ କରି ଗଛରେ ବାନ୍ଧି ଛେଚିଦେଇ ଗଲେ…

ଭୁବନେଶ୍ୱର,୨।୧୧: ନୟାଗଡ଼ ଜିଲା ଫତେଗଡ଼ ଥାନା ଅଧୀନ ବଡ଼ସହରା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ସୀମା ଟପିଛି ବର୍ବରତା। ଜଣେ ଯୁବକଙ୍କୁ ଅର୍ଦ୍ଧଉଲଗ୍ନ କରି ରାସ୍ତା କଡ଼ ଗଛରେ ବାନ୍ଧି ଅତି ନିର୍ଦ୍ଦୟ ଭାବେ ୩ରୁ ୪ଜଣ କାଠ ଫାଳିଆରେ ମରଣାନ୍ତକ ଆକ୍ରମଣ କରିଛନ୍ତି। ଏହାର ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି।

ଅନ୍ୟପକ୍ଷେ ଯୁବକ ଜଣକ ଗୁରୁତର ଅବସ୍ଥାରେ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି। ହେଲେ ଯୁବକଙ୍କୁ ଦେଢଶୁରଙ୍କ ପରିବାର ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷେ ଆହତ ଯୁବକ ଜଣକ ଗାଳିଗୁଳଜ କରିଥିବା ସନ୍ଦେହରେ ଏହି ଆକ୍ରମଣ ହୋଇଥିବା ସୂଚନା ମିଳିଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ପୋଲିସ ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରେ ମାଟି ତଳ ପାଇପ୍ ଲାଇନ୍‌ରୁ ତେଲ ଲିକ୍, ବିପୁଳ ପରିମାଣର ପେଟ୍ରୋଲ ନଷ୍ଟ

ପାରାଦୀପ,୨୨।୫ (ଶରତ ରାଉତ): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳର ୧ ନଂ ଗେଟ୍ ନିକଟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ସାଉଥ୍ ଅଏଲ ବର୍ଥ ଜେଟିରୁ ଆଇଓସିଏଲ ଟର୍ମିନାଲ…

ବିଶ୍ୱର ସବୁଠାରୁ ଉତ୍ତପ୍ତ ୧୦୦ ସହର ମଧ୍ୟରେ ଭାରତର ୯୭! ୪୮ ଡିଗ୍ରୀ ଟପିଲାଣି ଓଡ଼ିଶାର ତାପମାତ୍ରା

ନୂଆଦିଲ୍ଲୀ,୨୨।୫: ଭାରତର ଅଧିକାଂଶ ରାଜ୍ୟର ଲୋକମାନେ ପ୍ରବଳ ଗରମ ଯୋଗୁ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଶୁକ୍ରବାର ଅପରାହ୍ନରେ ପ୍ରକାଶିତ ତଥ୍ୟ ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି; ବିଶ୍ୱର…

ତିଲକ ବର୍ମାଙ୍କ ପରେ, ଏବେ ଏହି ଖେଳାଳିଙ୍କ ମଜା ଉଡାଇଲେ ଅର୍ଶଦୀପ ସିଂହ; ଭିଡିଓ ଭାଇରାଲ ପରେ ତୀବ୍ର ହେଲାଣି ବିବାଦ

ନୂଆଦିଲ୍ଲୀ,୨୨।୫: ଅର୍ଶଦୀପ ସିଂହ ପୁଣି ଥରେ ବିବାଦରେ ଫସିଥିବା ଦେଖାଯାଉଛି। IPL 2026 ରେ ପଞ୍ଜାବ କିଙ୍ଗସ ପାଇଁ ଖେଳୁଥିବା ଏହି ଭାରତୀୟ ଦ୍ରୁତ ବୋଲର ପୂର୍ବରୁ…

ଥୁଆମୂଳ ରାମପୁରରେ ତୈଳ ସଙ୍କଟ:  ପମ୍ପ ବନ୍ଦ, ‘ଲୋକ ଦେଖି’ ତେଲ ବଣ୍ଟନ ଅଭିଯୋଗ; ବାସ୍ତବତାକୁ ଏଡ଼ାଇ ସବୁ ସ୍ୱାଭାବିକ ଥିବା….

ଥୁଆମୂଳ ରାମପୁର, ୨୨/୦୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ସ୍ତରରେ ଇରାନ-ଆମେରିକା ଯୁଦ୍ଧକାଳୀନ ସ୍ଥିତି ଯୋଗୁ ସୁଦୂର ଗ୍ରାମାଞ୍ଚଳରେ ଇନ୍ଧନ ସଙ୍କଟ…

ଲୁଚିଛପି ବିବାହ କରିଦେଲେ କି କଙ୍ଗନା: ମଙ୍ଗଳସୁତ୍ର ପିନ୍ଧି…

ହିମାଚଳ ପ୍ରଦେଶର ମଣ୍ଡିର ଭାଜପା ଏମ୍‌ପି ତଥା ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କୁ ଏକ ଭିନ୍ନ ଲୁକ୍‌ରେ ଦେଖାଯାଇଛି। ଅଭିନେତ୍ରୀ ବିବାହିତ ମହିଳାଙ୍କ ପରି ବେକରେ ମଙ୍ଗଳସୁତ୍ର,…

ରେଳ ବିଭାଗ କଲା ବଡ଼ ଘୋଷଣା: ଖୁସିରେ ରେଲୱେ ଷ୍ଟେଶନରେ ବିଜୟ ଉତ୍ସବ ପାଳିଲେ ବିଜେଡିର କର୍ମକର୍ତ୍ତା, ଜନସାଧାରଣ

ବଲାଙ୍ଗୀର, ୨୨।୫ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନଠାରେ ବିଜେଡିର ଶତାଧିକ କର୍ମକର୍ତ୍ତା, ବିଭିନ୍ନ ସଙ୍ଗଠନର ସଦସ୍ୟ ଓ ଜନସାଧାରଣ ଶୁକ୍ରବାର ବିଜୟ ଉତ୍ସବ ପାଳନ…

‘ମୁହୂର୍ତ୍ତରେ ଶେଷ ହୋଇଯିବ ଆମେରିକା-ଇରାନ ଯୁଦ୍ଧ ’: ଯୁଦ୍ଧର ମୁକାବିଲା ପାଇଁ ଜେଫ୍ରିସ ପ୍ରକାଶ କଲେ ମେଗା ଯୋଜନା!

ତେହରାନ,୨୨।୫: ମଧ୍ୟପ୍ରାଚ୍ୟରେ ଆମେରିକା-ଇରାନ ବିବାଦ, ହର୍ମୁଜ ପ୍ରଣାଳୀ ଚାରିପାଖରେ ଥିବା ଅସ୍ଥିରତା ସହିତ, ସମଗ୍ର ବିଶ୍ୱକୁ ପ୍ରଭାବିତ କରିଛି। ଅଶୋଧିତ ତୈଳ ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି…

ରାଜ୍ୟରେ ସାର ସଙ୍କଟ ନାହିଁ: ମନ୍ତ୍ରୀ

ଭୁବନେଶ୍ୱର,୨୨।୫: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ ଖୁବ ଶୀଘ୍ର ସାର ଉତ୍ପାଦନ ସ୍ବାଭାବିକ ହେବା ନେଇ ମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri