ବାପା-ଝିଅ ପବିତ୍ର ସମ୍ପର୍କରେ କଳଙ୍କ: ୭ ବର୍ଷର ଶିଶୁ କନ୍ୟାକୁ ବଳାତ୍କାର କରି ଗିରଫ ବାପା

ପାଟଣା,୮।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ମଦ ନିଶାରେ ଜଣେ ବାପା ୭ ବର୍ଷର ଶିଶୁ କନ୍ୟାକୁ ସୋମବାର ବଳାତ୍କାର କରିଛନ୍ତି। ଏ ନେଇ ତାଙ୍କ ମା’ ମଙ୍ଗଳବାର ଥାନାରେ ଅଭିଯୋଗ କରିଥିଲେ। ଏହିଘଟଣାରେ ବୁଧବାର ବାପାଙ୍କୁ ଥାନା ଅଧିକାରୀ ସୋମନାଥ ଜେନା ଗିରଫ କରି କୋର୍ଟଚାଲାଣ କରିଛନ୍ତି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।
ସୂଚନାଯୋଗ୍ୟ, ମା’ ବିଲକୁ କାମ କରିବାକୁ ଯାଇଥିବା ବେଳେ ବାପା ମଦ ନିଶାରେ ଏଭଳି କାଣ୍ଡ ଘଟାଇଥିବା ନିଜେ ମା’ ଥାନାରେ ଅଭିଯୋଗ କରିଥିଲେ। ଥାନାରେ କେସ ନଂ. ୧୦୧/୨୦ରେ ଏକ ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହାପ୍ରଭୁଙ୍କ ଜମି ନିଜ ନାଁରେ କରୁଛନ୍ତି ସରକାର

ପୁରୀ ଅଫିସ,୨୧।୧୨: ମଠ ସମ୍ପତ୍ତିର ମାଲିକ ହେଲେ ମହାପ୍ରଭୁ ଶ୍ରୀଜଗନ୍ନାଥ। ହେଲେ ଜଗନ୍ନାଥ ସମ୍ପତ୍ତିର ମାଲିକ କିଏ? ରାଜ୍ୟ ସରକାର ଜଗନ୍ନାଥ ସମ୍ପତ୍ତିକୁ ଶାଗମାଛ ଦରରେ...

ଜୀବନ ପ୍ରଦୀପ ଦାସ ବିଜେଡିରୁ ନିଲମ୍ବିତ

ଭୁବନେଶ୍ୱର,୫।୧୧(ବ୍ୟୁରୋ): ବାଲେଶ୍ୱରର ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ ଗୁରୁବାର ବିଜେଡିରୁ ସସ୍‌ପେଣ୍ଡ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ତାଙ୍କୁ ନିଲମ୍ବନ କରାଯାଇଛି। ବିଜେଡି...

ଏପ୍ରିଲ ୧୭ରେ ପିପିଲି ଉପନିର୍ବାଚନ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ବାଜିଲା ବିଗୁଲ। ବହୁ ଚର୍ଚ୍ଚିତ ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଏପ୍ରିଲ ୧୭ ତାରିଖରେ ଏହି ଉପନିର୍ବାଚନ...

CORONAVIRUS UPDATE: ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩ ଛୁଇଁଲା

ଭୁବନେଶ୍ୱର,୧।୫ (ବ୍ୟୁରୋ)- ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩ରେ ପହଁଚିଛି। ଆକ୍ରାନ୍ତ ବ୍ୟକ୍ତି ଜଣକ...

ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା

ଭୁବନେଶ୍ୱର,୨୦।୨(ବ୍ୟୁରୋ) : ରାଜ୍ୟ ପାଣିପାଗରେ ହଠାତ୍‌ ପରିବର୍ତ୍ତନ ଦେଖାଦେଇଛି। ଆନ୍ଧ୍ରର ଉତ୍ତର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଶନିବାର ରାଜ୍ୟର କିଛି ଜିଲାରେ ପାଗ...

ହୀରାକୁଦ ଡ୍ୟାମ୍‌ର ୮ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୩୧।୭(ବ୍ୟୁରୋ): ଶୁକ୍ରବାର ସନ୍ଧ୍ୟା ୬ଟା ସୁଦ୍ଧା ମିଳିଥିବା ରିପୋର୍ଟ ଅନୁସାରେ ହୀରାକୁଦ ଡ୍ୟାମ୍‌ର ୮ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି। ଜଳଭଣ୍ଡାରର ଜଳସ୍ତର ୬୦୫.୧୦...

୫୨ କି.ମି. ଦୂରତାରେ ପାଣିକୋଇଲି-ମଙ୍ଗୁଳି ଟୋଲଗେଟ୍‌ : ବେଆଇନ ଭାବେ କୋଟି କୋଟି ଟଙ୍କା ଆଦାୟ

ଯାଜପୁର ଅଫିସ,୩୦ା୯: ସମ୍ପ୍ରତି କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ପାଳନ କରିବାକୁ ଯାଇ ରାଜ୍ୟ ସରକାର ନୂଆ ପରିବହନ ଆଇନକୁ କଡାକଡ଼ି କରିଛନ୍ତି। ଆରଟିଓରେ ନିୟୋଜିତ ଦଲାଲଙ୍କୁ...

ଆଳୁ, ପିଆଜ ଦର ଅଣାୟତ୍ତ

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): କରୋନା ମହାମାରୀ ଲୋକଙ୍କ ରୋଜଗାର ଛଡ଼ାଇ ନେଇଥିବାବେଳେ ରାଜ୍ୟରେ ଆଳୁ, ପିଆଜ ଓ ପନିପରିବା ଦର ବୋଝ ଉପରେ ନଳିତାବିଡ଼ା ହୋଇଛି। ଗତ ଦୁଇମାସ...

Advertisement


Archives

Model This Week