ଯବାନଙ୍କ ଗୁଳିରେ ମହିଳା ମାଓବାଦୀ ମୃତ

ଭବାନୀପାଟଣା/ଫୁଲବାଣୀ,୨୩।୪: କନ୍ଧମାଳ-କଳାହାଣ୍ଡି ସୀମାନ୍ତ ଲୁବେନଗଡ଼ ଅଞ୍ଚଳରେ ଶୁକ୍ରବାର ଯବାନ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଯବାନଙ୍କ ଗୁଳିରେ ଜଣେ ମହିଳା ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, କନ୍ଧମାଳ-କଳାହାଣ୍ଡି ସୀମାନ୍ତରେ ମାଓବାଦୀମାନେ ରହିଥିବା ପୋଲିସକୁ ଖବର ମିଳିଥିଲା। ଏନେଇ ଏସ୍‌ଓଜି ଏବଂ ଡିଭିଏଫ୍‌ ଯବାନ ପକ୍ଷରୁ ସର୍ଚ୍ଚ ଅପରେଶନ ଆରମ୍ଭ କରାଯାଇଥିଲା। ସେତିକିବେଳେ ମାଓବାଦୀମାାନେ ଯବାନଙ୍କ ଉପରକୁ ଗୁଳିମାଡ଼ କରିଥିଲେ। ଏହାର ପାଲଟା ଜବାବ ଦେଇଥିଲେ ଯବାନ। ଏଥିରେ ଭୟଭିତ ହୋଇ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିଲେ। ଯବାନଙ୍କ ତଲାସି ବେଳେ ଜଣେ ମହିଳା ମାଓବାଦୀଙ୍କ ମୃତଦେହ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବର୍ଦ୍ଧିତ ହେଲେ କରୋନା ଯୋଦ୍ଧା

ଢେଙ୍କାନାଳ ଅଫିସ, ୧୯।୪ – ଢେଙ୍କାନାଳ ପୌରାଞ୍ଚଳର ସିମିଳିଆ ଅଞ୍ଚଳର ନାରୀଶକ୍ତି ସଂଘ ପକ୍ଷରୁ କରୋନା ଯୋଦ୍ଧାଙ୍କୁ ଶନିବାର ସମ୍ବର୍ଦ୍ଧିତ କରାଯାଇଛି। ପୋଲିସ, ଅଙ୍ଗନୱାଡି କର୍ମୀ,...

ଛେଣ୍ଡିପଦା ଥାନାରେ ନୂତନ ଅଧିକାରୀଙ୍କ ଯୋଗଦାନ

ଛେଣ୍ଡିପଦା,୨୭।୬(ଡି.ଏନ୍‌.ଏ.)- ଅନୁଗୋଳ ଜିଲା ପୋଲିସ ପ୍ରଶାସନ ପକ୍ଷରୁ ଛେଣ୍ଡିପଦା ଥାନାର ନୂତନ ଅଧିକାରୀ ଭାବେ ଇନସ୍ପେକ୍ଟର ସତ୍ୟବ୍ରତ ରାଉତ ଗୁରୁବାର ଯୋଗଦାନ କରିବା ସହ କାର୍ଯ୍ୟଭାର...

ଉଚ୍ଛେଦ ଯୋଗୁ ଫାଟୁଛି ପାଖ ଘର

ପୁରୀ ଅଫିସ, ୩୦ା୧: ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ରେ ଉଚ୍ଛେଦ ଅଭିଯାନ ଜାରି ରହିଛି। ମେଘନାଦ ପାଚେରି କଡ଼ରୁ ୭୫ ମିଟର ପରିଧି ମଧ୍ୟରେ ଥିବା ନିର୍ମାଣ...

ହକି ତାରକା ବୀରେନ୍ଦ୍ର ଲାକ୍ରାଙ୍କୁ ଆଶ୍ୱସ୍ତି

ଭୁବନେଶ୍ୱର,୨୫।୨(ବ୍ୟୁରୋ): ବହୁଚର୍ଚ୍ଚିତ ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲାରେ କମିଶନରେଟ ପୋଲିସ ତଦନ୍ତ କରିଛି। ଇନ୍‌ଫୋସିଟି ଥାନା ପୋଲିସ ପକ୍ଷରୁ ଶୁକ୍ରବାର ଭୁବନେଶ୍ୱର ଜେଏମ୍‌ଏଫ୍‌ସି-୨ଙ୍କ କୋର୍ଟରେ ମାମଲା...

ପୋଲିସ କଲା ରାଜପଥ ମରାମତ

କାମାକ୍ଷାନଗର,୧।୬(ଡି.ଏନ.ଏ.) ମହାମାରୀ ସମୟରେ ଆଗଧାଡ଼ିର ଯୋଦ୍ଧା ଭାବେ ଦିନରାତି କାର୍ଯ୍ୟ କରୁଥିବା ପୋଲିସ ରାଜପଥ ମରାମତି ପରି କାର୍ଯ୍ୟ କରି ବେଶ୍‌ ପ୍ରଶଂସା ସାଉଣ୍ଟିଛି। ଏହି...

ସୋସିଆଲ ମିଡିଆରେ ଧର୍ମୀୟ ଭାବନାକୁୁ ଆଘାତ: ଏସ୍‌ପିଙ୍କୁ ଭେଟିଲେ ମହିଳା ମୋର୍ଚ୍ଚା

ଭଦ୍ରକ ଅଫିସ,୨୬।୮: ସାମାଜିକ ଗଣମାଧ୍ୟମ ଫେସ୍‌ବୁକରେ ଜଣେ ବ୍ୟକ୍ତି ହିନ୍ଦୁ ଧର୍ମୀୟ ଭାବନାକୁ ଆଘାତ ଦେଲା ଭଳି ପୋଷ୍ଟ କରିଥିବା ନେଇ ଭାଜପା ମହିଳା ମୋର୍ଚ୍ଚା...

୧୪୭ ଫେରନ୍ତା ଶ୍ରମଜୀବୀ ପଞ୍ଜୀକୃତ

ବଇଣ୍ଡା,୨୫।୩(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ପ୍ରଶାସନ ଓ ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ରରେ ରାଜ୍ୟ ବାହାରୁ ଫେରିଥିବା ୧୪୭ ଶ୍ରମଜୀବୀ ବୁଧବାର ନାମ ପଞ୍ଜୀକରଣ କରିଛନ୍ତି। ସେମାନେ...

ଜାତୀୟ ପରେଡ୍‌ରେ ଓଡ଼ିଶା ପ୍ରଜ୍ଞାପନ ମେଢ଼ ଦ୍ୱିତୀୟ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ଆୟୋଜିତ ଜାତୀୟ ପରେଡ୍‌ରେ ମୁଖ୍ୟ ଆକର୍ଷଣ ସାଜିଥିଲା ଓଡ଼ିଶାର ପ୍ରଜ୍ଞାପନ ମେଢ଼। ପରେଡ୍‌ରେ ୧୬ ରାଜ୍ୟ ଓ କେନ୍ଦ୍ରଶାସିତ...

Advertisement
Archives

Model This Week