Posted inଫୁରସତ

ମନ୍ଦିରରେ ମାଙ୍କଡ଼-ମହିଳାଙ୍କ ମଧ୍ୟରେ ଘମାଘୋଟ ଲଢ଼େଇ , ଆଉ ଶେଷରେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଏକ ମନ୍ଦିରରେ ମାଙ୍କଡ଼ ଓ ମହିଳାଙ୍କୁ ଝିଡ଼ା ହୋଇଥିବା ଦେଖିବାକୁ ମିଳୁଛି। ମାଙ୍କଡ଼ ହଠାତ୍‌ ମହିଳାଙ୍କ ଆଖିରେ ଚଷମା ଦେଖି ତାହାକୁ ଟାଣି ନେଉଛି। ଏହାକୁ ଆଣିବା ପାଇଁ ମହିଳା ଓ ମାଙ୍କଡ଼ ମଧ୍ୟରେ ଝଗଡ଼ା ହେଉଛି। ମାଙ୍କଡ଼ ଚଷମା ନ ଦେବାକୁ ପ୍ରସ୍ତୁତ ଆଉ ମହିଳା ଆଣିବାକୁ। ଏଭିତରେ ଉଭୟଙ୍କ ମଧ୍ୟରେ ଖୁବ୍‌ ଝଗଡ଼ା ହେଉଛି । ଶେଷରେ ମାଙ୍କଡ଼ ହାତରୁ ଚଷମା ପଡ଼ିଯାଇଛି। ମହିଳା ଜଣକ ଚଷମା ଆଣୁଛନ୍ତି। ଭିଡିଓକୁ ସଞ୍ଜୁ-.୧୨୯୦ ଟୁଇଟର ହ୍ୟାଣ୍ଡେଲରେ ଶେୟାର କରାଯାଇଛି। ଭିଡିଓଟି ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

୨୪ ଘଣ୍ଟାରେ ୨୬୦୦୦ ବସ୍‌ ଉଠ୍‌ ହୋଇ ଗିନିଜ ଓ୍ବାର୍ଲଡ ରେକର୍ଡ

ପିଲାଦିନେ ସ୍କୁଲରେ ପାଠ ପଢି ନ ଥିଲେ ଦଣ୍ଡ ଆକାରରେ ସାର୍‌ କହୁଥିଲେ ବସ୍‌ ଉଠ୍‌ ହେବା ପାଇଁ। ୩୦ ଥର ବସ୍‌ ଉଠ୍‌ ହେଲା...

ଉଛୁଳା ଭକ୍ତିର ଅନ୍ତରାଳେ….

ମା’ଛେଉଣ୍ଡ ମାଧବ ବାବୁ ଭଦ୍ରଲୋକରେ ଗଣାହେଲେ, ଯେବେଠୁଁ କଷ୍ଟକରି ଉଚ୍ଚଶିକ୍ଷା ଲାଭ କଲା ପରେ ଉଚ୍ଚ ପଦବୀଯୁକ୍ତ ଚାକିରି ପାଇଲେ। ତାଙ୍କର ସବୁଗୁଣ ଭଲ l...

ନିମାପଡ଼ାର ‘ମାଇପି ମେଳା’

ଗୁହାରିଆ ପଡ଼ିଲେ ମାନସିକ ପୂରଣ ହୋଇଥାଏ l ଅନ୍ଧବିଶ୍ୱାସ ହେଉ କି ବିଶ୍ୱାସ, ଏଭଳି ଏକ ପ୍ରଥା କିନ୍ତୁ ପ୍ରଚଳିତ ହୋଇଆସୁଅଛି କାହିଁ କେବେଠୁ। ପୁରାଣ...

ପ୍ରଥମ ରୋଜଗାର ବୋଉକୁ ଦେଇଥିଲି: ଲଳିତ କୁମାର

ମୋର ଜନ୍ମ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ନନ୍ଦଳା ଗ୍ରାମରେ। ମାତା ପାର୍ବତୀ ସ୍ବାଇଁ ଓ ପିତା ଭିକାରୀ ସ୍ବାଇଁଙ୍କର ତିନିପୁଅଙ୍କ ଭିତରେ ମୁଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri