ସକାଳୁ ସକାଳୁ ରେଲୱେ ଷ୍ଟେଶନରେ ଲାଗିଲା ନିଆଁ: ଚାରିଆଡେ ବ୍ୟାପିଲା… 

ଝାରସୁଗୁଡା,୧୩।୧(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ମୁଖ୍ୟ ରେଲୱେ ଷ୍ଟେଶନରେ ମଙ୍ଗଳବାର ଅଗ୍ନିକାଣ୍ଡ ଘଟିଛି। ବିଦ୍ୟୁତ୍‌ ଶର୍ଟସର୍କିଟ ଯୋଗୁ ଏହି  ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି।
ସୂଚନାନୁସାରେ, ମଙ୍ଗଳବାର ସକାଳୁ ଝାରସୁଗୁଡା ମୁଖ୍ୟ ରେଲୱେ ଷ୍ଟେଶନ ପ୍ଲାଟଫର୍ମ ନମ୍ବର ୧ରେ ବିଦ୍ୟୁତ ମରାମତି କାର୍ଯ୍ୟ ଚାଲିଥିବା ବେଳେ ଏକ ବିଦ୍ୟୁତ ତାର ଛିଣ୍ଡି ଯାଇଥିଲା। ଯାହାଫଳରେ ଶର୍ଟସର୍କିଟ ହୋଇ ପ୍ଲାଟଫର୍ମ ମଧ୍ୟରେ  ଏବଂ ପ୍ଲାଟଫର୍ମ ବାହାରେ ବହୁ ଧୂଆଁ ବାହାରିଥିଲା। ପରେ ରେଲୱେ ବିଭାଗର ବିଦ୍ୟୁତ କର୍ମଚାରୀ ଏବଂ ଅଗ୍ନିଶମ ବିଭାଗ ଆସି ନିଆଁକୁ ଆୟତ୍ତ କରିଥିଲେ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପର୍ବପର୍ବାଣୀରେ ଛୁଟି ପାଉନାହାଁନ୍ତି ପୋଲିସ, ଜିଲାକୁ ମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ରହୁଥିବାରୁ…ସରକାରଙ୍କୁ ତେର୍ଚ୍ଛାବାଣ ମାରିଲେ କିରାଣୀ

ପାଟଣା,୧୩।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ହାଇସ୍କୁଲର କିରାଣୀ, ଭାଷ୍ୟକାର ତଥା ସାମାଜିକ ଗଣମାଧ୍ୟମରେ ସକ୍ରିୟ ଥିବା ସଚିଦାନନ୍ଦ ମହାକୁଡ଼ ସୋମବାର...

୧୭ ଯାଏଁ ଶୀତ!: ୧୮ରୁ ବଢ଼ିବ

ଭୁବନେଶ୍ୱର,୧୩।୧: ରାଜ୍ୟରେ ୧୭ ତାରିଖ ଯାଏଁ ଜାରି ରହିବ ଶୀତ। ସୂଚନା ଦେଲେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ। ପଶ୍ଚିମାଝଡ଼ ପ୍ରଭାବରେ ୧୮ରୁ ତାପମାତ୍ରା ବୃଦ୍ଧି...

ଡାକ୍ତର ସାର୍ ମୋତେ ଏହି ସାପ କାମୁଡ଼ିଛି… ନାଗକୁ ପକେଟରେ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ

ଲକ୍ଷ୍ନୌ,୧୩।୧:  ଉତ୍ତର ପ୍ରଦେଶର ମଥୁରାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବ୍ୟକ୍ତିଙ୍କୁ ଏକ ନାଗ ସାପ କାମୁଡ଼ି ଦେଇଥିଲା ଏବଂ ସେ...

ବିଜେଡିକୁ ପୁଣି ବଡ଼ ଝଟ୍‌କା: ପଦ୍ମ ଧରିଲେ ବ୍ଳକ ଅଧ୍ୟକ୍ଷା, ସରପଞ୍ଚ

ରାଇକିଆ,୧୩।୧(ପ୍ରଦୀପ ବେହେରା): ପଦ୍ମ ଧରିଲେ କନ୍ଧମାଳ ଜିଲା ରାଇକିଆ ବ୍ଳକ ଅଧ୍ୟକ୍ଷା ରିନା ପ୍ରଧାନ ଓ ରାଇକିଆ ସରପଞ୍ଚ ଗୀତାଞ୍ଜଳୀ ନାୟକ। ମଙ୍ଗଳବାର ରାଇକିଆଠାରେ ଅନୁଷ୍ଠିତ...

ଜଙ୍ଗଲ ଭିତରେ ଚାଲିଥିଲା ଦେଶୀ ମଦ ଭାଟି: ଅଚାନକ ପହଞ୍ଚିଲା ଅବକାରୀ ଟିମ-ପୋଲିସ, ଦେଖିକି ମାଫିଆମାନେ…

ପରଜଙ୍ଗ, ୧୩।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗର ବିଭିନ୍ନ ଅଞ୍ଚଳରେ ମଙ୍ଗଳବାର ଭୋର୍‌ ସମୟରେ ପ୍ରାୟ ୮୦ରୁ ଉର୍ଦ୍ଧ୍ୱ ସ୍ଥାନରେ ପୋଲିସ ଏବଂ ଅବକାରୀ ଟିମ,...

ଆସିଗଲା ତାରିଖ: ଏହି ଦିନ ମିଳିବ ସୁଭଦ୍ରା ଟଙ୍କା, ଏକାଥରେ ୧୦ ହଜାର

ଭୁବନେଶ୍ୱର,୧୩।୧: ସୁଭଦ୍ରା ଟଙ୍କାକୁ ନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଆସନ୍ତା ୧୮ ତାରିଖ ସୁଦ୍ଧା ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ୪...

ପଞ୍ଚାୟତ- ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର: ଯୋଗଦେଲେ ୧୨ ଜିଲାର…

ସମ୍ବଲପୁର, ୧୩।୧(ପ୍ରମୋଦ ବହିଦାର):ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ସମ୍ବଲପୁରରେ ଡିଭିଜନାଲ ଜିଲାପାଳ ସମ୍ମିଳନୀ ହୋଇଛି। ରାଜ୍ୟ ନିର୍ବାଚନ କମିଶନରଙ୍କ...

ରାତି ପାହିଲେ ମକର ବୁଡ଼ ପକାଇବେ ମୁଖ୍ୟମନ୍ତ୍ରୀ: ବଣ୍ଟା ଗଲା…

ପାଟଣା,୧୩।୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ରଘୁନାଥ ଜୀଉ ମଠ ସଂଲଗ୍ନ ବୈତରଣୀ ନଦୀ ଘାଟରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri