ଯାତ୍ରୀବାହୀ ବସ୍‌ରେ ନିଆଁ

ଉଦଳା,୧୦।୪: ମୟୂରଭଞ୍ଜ ଜିଲା ଉଦଳା ବସ୍‌ଷ୍ଟାଣ୍ଡଠାରୁ ୧ କି.ମି. ଦୂର ଉଦଳା-କପ୍ତିପଦା କେନାଲ ଛକ ନିକଟରେ ଶନିବାର ଏକ ଯାତ୍ରୀବାହୀ ବସ୍‌ରେ ନିଆଁ ଲାଗି ଯାଇଥିଲା। ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ବେଳେ ୨୦ରୁ ଅଧିକ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ୨୦ରୁ ଅଧିକ ଯାତ୍ରୀଙ୍କୁ ଧରି ଉଦଳାରୁ ପଦ୍ମପୋଖରୀ, ଔପଦା ଅଭିମୁଖେ ଯାଉଥିବା ‘ଜୟ ଜଗନ୍ନାଥ’ ନାମକ ଏକ ଘରୋଇ ବସ୍‌ରେ ନିଆଁ ଲାଗି ଧୂଆଁ ବାହାରିଥିଲା । ଏହା ଦେଖି ଯାତ୍ରୀମାନେ ଭୟଭୀତ ହୋଇ ଗାଡ଼ିରୁ ଓହ୍ଲାଇ ପଡ଼ିଥିଲେ। ଖବର ପାଇ ଉଦଳା ଦମକଳ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଶର୍ଟ୍‌ ସର୍କିଟରୁ ବସ୍‌ରେ ନିଆଁ ଲାଗିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବିରରୁ ହୋଲି ପାର୍ଟି

ଭୁବନେଶ୍ୱର,୯।୩(ବ୍ୟୁରୋ): ନବରାତ୍ର ହେଉ କି ହୋଲି, ଦୀପାବଳି। ଦେଶର ବିଭିନ୍ନ ପ୍ରାନ୍ତରେ ଏହି ଉତ୍ସବକୁ ଭିନ୍ନ ଶୈଳୀରେ ପାଳନ କରାଯାଉଥିବା ଦେଖିବାକୁ ମିଳିଥାଏ। ହେଲେ ବର୍ତ୍ତମାନର...

ଉପନିର୍ଦ୍ଦେଶକ, ପ୍ରାଣୀଧନ ନିରୀକ୍ଷକ ପଦ ଖାଲି

ସୋନପୁର,୧୨।୧୧(ନି.ପ୍ର.) କୃଷି ପ୍ରଧାନ ସୁବର୍ଣ୍ଣପୁର ଜିଲାରେ ଅଧିବାସୀଙ୍କ ଦ୍ୱିତୀୟ ମୁଖ୍ୟ ଜୀବିକା ପ୍ରାଣୀ ସମ୍ପଦ ପାଳନ। ସଂଖ୍ୟାଧିକ ଲୋକ ଗାଇ, ବଳଦ, ମଇଁଷି, ମେଣ୍ଡା, ଛେଳି...

ଘୁଞ୍ଚିଲା ୟୁପିଏସ୍‌ସି ପରୀକ୍ଷା: ଜୁନ୍‌ ୫ ବୈଠକରେ ପରବର୍ତ୍ତୀ ନିଷ୍ପତ୍ତି

ଭୁବନେଶ୍ୱର,୨୦ା୫(ବ୍ୟୁରୋ): କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍‌ସି) ଦ୍ୱାରା ହେବାକୁ ଥିବା ସମସ୍ତ ପରୀକ୍ଷା ଓ ସାକ୍ଷାତ୍‌କାରକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ଘୁଞ୍ଚାଇ ଦିଆଯାଇଛି। ତୃତୀୟ ପର୍ଯ୍ୟାୟ...

‘ପଖାଳ’ ପ୍ରତିଟି ଓଡ଼ିଆଙ୍କ ପସନ୍ଦ

ବାରିପଦା ଅଫିସ,୨୦ା୩ (ରଞ୍ଜନ କୁମାର ପଧାନ)- ରୋଷେଇ ଘରର ୪ କାନ୍ଥରେ ଅଟକି ଯାଇନି ପଖାଳ ଭାତ। ଓଡ଼ିଆ ଲୋକଙ୍କ ଅତି ଆପଣାର ପ୍ରିୟ ଖାଦ୍ୟ...

୬ ନାବାଳିକା, ୨୦ ନାବାଳକ ଉଦ୍ଧାର

ଫୁଲବାଣୀ ଅଫିସ, ୪ା୮ -ଫୁଲବାଣୀ ଟାଉନ ଥାନା ପୋଲିସ ପରି-୩ର କାର୍ଯ୍ୟକ୍ରମରେ ଶନିବାର ବିଭିନ୍ନ ସ୍ଥାନରେ ଚଢାଉ କରିଛି ା ଏହି କ୍ରମରେ ଫୁଲବାଣୀ ପୌର...

ବିଦ୍ୟୁତ୍‌ ଉତ୍ପାଦନ ପାଇଁ କୋଇଲା ମିଳୁନି: ଏନ୍‌ଟିପିସିର ୪, ଟିଟିପିଏସ୍‌ର ୫ ୟୁନିଟ୍‌ ବନ୍ଦ

ତାଳଚେର,୪ା୮ (ନି.ପ୍ର.)-ଏମ୍‌ସିଏଲ୍‌ର ଭରତପୁର କୋଇଲା ଖଣି ଦୁର୍ଘଟଣା ପରେ ଜାରି ରହିଥିବା ଆନ୍ଦୋଳନ ଯୋଗୁ ତାଳଚେର କୋଲ୍‌ ଫିଲଡ୍ସରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଫଳରେ ଏହାର...

‘ମହିଳାଙ୍କ ସମ୍ମାନ ଅକ୍ଷୁର୍ଣ୍ଣ ରହୁ’

ରୂପସା, ୯ା୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅନ୍ତର୍ଗତ ବସ୍ତା ଭାଜପା ମହିଳା ମୋର୍ଚ୍ଚ ପକ୍ଷରୁ ବିଶ୍ୱ ମହିଳା ଦିବସ ଅବସରରେ ‘ମହିଳାଙ୍କ ସମ୍ମାନ ଅକ୍ଷୁର୍ଣ୍ଣ ରହୁ’ ଶୀର୍ଷକ ଆଲୋଚନାଚକ୍ର...

ଲୁନାକୁ ଧକ୍କା ଦେଲା ବାଇକ୍‌: ଜଣେ ମୃତ

ପାଟଣା,୧୨।୧୨(ସ୍ବ.ପ୍ର.) : କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ମଲ୍ଲାରପଦା ଗ୍ରାମ ରାସ୍ତାରେ ବୁଧବାର ସନ୍ଧ୍ୟାରେ ଲୁନାକୁ ଏକ ବାଇକ୍‌ ଧକ୍କା ଦେବାରୁ ୬୫ ବର୍ଷୀୟ ଜଣେ...

Advertisement


Archives

Model This Week