ଏମ୍‌କେସିଜି ମେଡିକାଲ କଲେଜ ପ୍ରଶାସନିକ କୋଠାରେ ଅଗ୍ନିକାଣ୍ଡ

ବ୍ରହ୍ମପୁର ଅଫିସ,୨ା୫: ଏମ୍‌କେସିଜି ମେଡିକାଲ କଲେଜ ପ୍ରଶାସନିକ କୋଠାରେ ସୋମବାର ସକାଳେ ଅଗ୍ନିକାଣ୍ଡ ଘଟିଛ। ବିଦ୍ୟୁତ୍‌ ଶଟ୍‌ସର୍କିଟ୍‌ ଯୋଗୁ ଅଧ୍ୟକ୍ଷଙ୍କ କୋଠରି ନିକଟରେ ଥିବା ଏଷ୍ଟାବ୍ଲିସମେଣ୍ଟ ବିଭାଗରେ ନିଆଁ ଲାଗି କିଛି ଫାଇଲ ଓ ଆସବାବପତ୍ର ପୋଡ଼ିଯାଇଛି। କାନ୍ଥରେ ଲାଗିଥିବା ଏକ ଫ୍ୟାନ ସମ୍ପୂର୍ଣ୍ଣ ନଷ୍ଟ ହୋଇ ତଳେ ପଡ଼ିଥିବା ବେଳେ ସେଥିରୁ ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି। ଖବର ପାଇ ଏମ୍‌କେସିଜି ଅଗ୍ନିଶମ କେନ୍ଦ୍ର ଅଧିକାରୀ ପ୍ରଦୀପ ପଟ୍ଟନାୟକ ଓ ଅନ୍ୟ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈତରଣୀ ନଦୀରୁ ନାବାଳକଙ୍କ ଗଳିତ ମୃତଦେହ ଜବତ, ପରିଚୟ ଖୋଜୁଛି ତୁରୁମୁଙ୍ଗା ପୋଲିସ

ପାଟଣା, ୧୩।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ଜୁମେଇଁ ଗ୍ରାମ ନିକଟ ବୈତରଣୀ ନଦୀର ସିନ୍ଦୁରିଗୌରୀ ଘାଟରୁ ମଙ୍ଗଳବାର ଦିନ ଜଣେ…

ଦାରିଙ୍ଗବାଡିରେ ପୋଲିସ ପାଟ୍ରୋଲିଂ ବେଳେ ଧରାପଡ଼ିଲେ ଗଞ୍ଜେଇ ବେପାରୀ; ୨୩ କେଜିରୁ ଅଧିକ ଗଞ୍ଜେଇ ଜବତ

ଦାରିଙ୍ଗବାଡି, ୧୩।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ଏକ ବଡ଼ଧରଣର ଗଞ୍ଜେଇ ଜବତ କରାଯାଇଛି। ପାଟ୍ରୋଲିଂ ବେଳେ ପୋଲିସ ୨୩…

ଗଞ୍ଜେଇ ସହ ବାଇକ ଜବତ: ଅଭିଯୁକ୍ତ ଗଲେ ଜେଲ             

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧୭ ନଂ.ରାଜ୍ୟ ରାଜପଥ କଡ଼ରେ ଥିବା ପଥପାର୍ଶ୍ଵ ସୁବିଧାକେନ୍ଦ୍ର ନିକଟରୁ ମଙ୍ଗଳବାର ପୂର୍ବାହ୍ନ ସାଢେ ୬…

ତେଜିଲା ଆନ୍ଦୋଳନ, ବିଦ୍ୟାଳୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ

ବୈଶିଙ୍ଗା,୧୩।୧୦(ରତନ ଦାଶ): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ତଥା ବୈଶିଙ୍ଗା ଥାନା ଅନ୍ତର୍ଗତ ବଣଦାମଦରପୁର ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀଙ୍କ ବଦଳି ନିର୍ଦ୍ଦେଶକୁ ଗ୍ରାମବାସୀ ବିରୋଧ କରିଛନ୍ତି।…

ନିର୍ବାଚନ ବାତିଲକୁ ନେଇ କେସିଙ୍ଗା କଲେଜରେ ରାଜନୈତିକ ଝଡ଼

କେସିଙ୍ଗା, ୧୩।୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବାକୁ ନେଇ ରାଜନୈତିକ ଉତ୍ତେଜନା ଦେଖାଦେଇଛି। ଏହାର ପ୍ରତିବାଦରେ ବିଜେଡି…

ହୃଦ୍‌ଘାତରେ ଚାଲିଗଲା ଡାକ୍ତରଙ୍କ ଜୀବନ

ଖଡିଆଳ,୧୩ା୧୦ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଚଲାନପଡ଼ା ଗ୍ରାମର ଆୟୁଷ ଡାକ୍ତର ଚିତ୍ତରଞ୍ଜନ ରାଉତ (୫୫)ଙ୍କ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ବୋଡ଼େନ ବ୍ଲକ…

ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବାର ମାଧ୍ୟମ ‘ସୁରଭି’

ଦାରିଙ୍ଗବାଡ଼ି,୧୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକସ୍ତରୀୟ ‘ସୁରଭି-୨୦୨୬’ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ଥିବା ଲୁକ୍କାୟିତ…

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?