ଶିବ ମନ୍ଦିର ବଟ ବୃକ୍ଷରେ ଲାଗିଲା ନିଆଁ

ମାଲକାନଗିରି, ୨।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମା ପୁରୁଣା ମେଡିକାଲ ନିକଟରେ ଏକ ପୂରାତନ ଶିବ ମନ୍ଦିରକୁ ଲାଗିଥିବା ବଟ ଗଛରେ ନିଆଁ ଲାଗି ମନ୍ଦିରର କିଛି ଅଂଶ କ୍ଷତି ହୋଇଛି। ଏହି ମନ୍ଦିର ସର୍ବ ପୂରାତନ ଏବଂ ବଟ ବୃକ୍ଷଟି ମଧ୍ୟ ବହୁବର୍ଷ ଧରି ଏଠାରେ ରହିଛି। ଜିଲା ସ୍ବାସ୍ଥ୍ୟ କେନ୍ଦ୍ରକୁ ଆସୁଥିବା ରୋଗୀମାନେ ପ୍ରଥମେ ଶିବ ମନ୍ଦିର ସହ ବଟ ବୃକ୍ଷକୁ ପ୍ରଣାମକରି ଆରୋଗ୍ୟ କାମନା କରିଥାନ୍ତି। କିଛିଦିନ ପୂର୍ବେ ମନ୍ଦିର ନିକଟରେ ଥିବା ଏହି ବଟ ବୃକ୍ଷର ଦୁଇଟି ବିରାଟକାୟ ଶାଖା ଭାଙ୍ଗି ମନ୍ଦିର ପରିସରରେ ପଡିଥିଲା। ଏହାକୁ ତୁରନ୍ତ ଉଠାଇବା ପାଇଁ ଜନସାଧାରଣ ଦାବି କରିଥିଲୋ କିନ୍ତୁ ମଙ୍ଗଳବାର ସକାଳେ ହଠାତ୍‌ ବଟ ବୃକ୍ଷରେ ନିଆଁ ଲାଗି ଜଳି ଯାଉଥିବା ଲୋକେ ଦେଖିବାକୁ ପାଇଥିଲେ। ସେମାନେ ନିଆଁକୁ ଆୟତ କରିବାକୁ ଚେଷ୍ଟା କରିଥିଲେ ମଧ୍ୟ ଆୟତ କରି ପାରି ନ ଥିଲେ। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିବା ବେଳେ ମନ୍ଦିରର ପଛଭାଗ ଆଂଶିକ କ୍ଷତି ଘଟିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମ ଏକ୍ସପ୍ରେସରୁ ୪୩ କେଜି ଗଞ୍ଜେଇ ଜବତ

ଭଦ୍ରକ ଅଫିସ, ୨୫।୪: ରେଲୱେ ବିଭାଗର ଅପରେଶନ ସତର୍କ ନାର୍କୋସ୍‌ ଅଧୀନରେ ଆର୍‌ପିଏଫ୍‌ ଏସ୍‌ କର୍ଟିଂ ପାର୍ଟି ଚେକିଂ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ପୁରୁଷୋତ୍ତମ...

ଘରୁ କେଉଁଆଡ଼େ ଗଲେଯେ ଆଉ ଫେରିଲେନି, ବିଲରୁ ମିଳିଲା ମୁଣ୍ଡବିହୀନ ମୃତଦେହ

ଆରଡ଼ି,୧୭।୭ (ଡି.ଏନ୍‌.ଏ. ): ଭଦ୍ରକ ଜିଲା ଅସୁରାଳି ନିକଟସ୍ଥ କାକୁଡ଼ିଗଡିଆ ନିକଟରୁ ଜଣେ ଯୁବକଙ୍କ ମୁଣ୍ଡବିହୀନ ଗଳିତ ମୃତଦେହ ଜବତ ହୋଇଛି। ଉକ୍ତ ମୃତଦେହ ଧୂଷୁରୀ...

ଧାମନଗର ଉପନିର୍ବାଚନ:ଆଜି ଭର୍ଚୁଆଲ ମୋଡ୍‌ରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ଭଦ୍ରକ ଜିଲାର ଧାମନଗର ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସଙ୍କ ପାଇଁ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରୁ ଭର୍ଚୁଆଲ ମୋଡ୍‌ରେ ପ୍ରଚାର କରିବେ।...

ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ବ୍ରହ୍ମପୁର ଆମ୍ବ ମାର୍କେଟ

ବ୍ରହ୍ମପୁର ଅଫିସ,୧୧ା୫: ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ ଅଭିଯୋଗରେ ବ୍ରହ୍ମପୁର ମହାନଗର ନିଗମ ସୋମବାରଠାରୁ ଆମ୍ବ ମାର୍କେଟ୍‌କୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ କରିଛି। ଗଞ୍ଜାମ...

୩ ଗ୍ରାମବାସୀଙ୍କ ଭୋଟ ବର୍ଜନ

ଫୁଲବାଣୀ ଅଫିସ, ୧୭।୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ବୁଧବାର ହୋଇଛିା କ.ନୂଆଗଁା ବ୍ଲକର ଜିରିଡିକିଆ ପଞ୍ଚାୟତରେ ସାମିଲ ହୋଇଥିବା ୩ ଗ୍ରାମବାସୀ...

କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ମରଣାନ୍ତକ ଆକ୍ରମଣ : ଜଣେ ଅଟକ

ଆନନ୍ଦପୁର,୧୨।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଜଣେ ଅଟକ ଥିବା ଜଣାପଡ଼ିଛି। ଗୁରୁବାର...

ଟାଟା ଏସି ଗାଡି ଚାଳକ ଜରିମାନା ଦେଲେ ୩୮ ହଜାର ୫ଶହ

ଭଦ୍ରକ ଅଫିସ,୭।୯: ଭଦ୍ରକ ଚରମ୍ପାରେ ନୂଆ ମୋଟର ଯାନ ନିୟମ ନେଇ ଶନିବାର ମଧ୍ୟାହ୍ନରେ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ କରାଯାଇଥିଲା। ଓଭରବ୍ରିଜ୍‌ ନିକଟରେ...

କରୋନାରେ ପୁଅର ମୃତ୍ୟୁ ଖବର ଶୁଣି ଆଖିବୁଜିଲେ ମା’: ଛୁଇଁଲେନି ଜ୍ଞାତି କୁଟୁମ୍ବ ଶେଷରେ…

ନିଶ୍ଚିନ୍ତକୋଇଲି,୧୦।୫(ସ୍ବ.ପ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକରେ କରୋନାର ବିଭୀଷିକା ଉଗ୍ରରୂପ ନେଉଛି। ସଂକ୍ରମିତଙ୍କ ସଂଖ୍ୟା ଯେଉଁଭଳି ବଢିଚାଲିଛି ସେହିଭଳି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି।...

Advertisement
Archives

Model This Week