ଚାଇନା ଇଞ୍ଜିନିୟରଙ୍କ କ୍ୟାମ୍ପ୍‌ରେ ଲାଗିଲା ନିଆଁ

ଇସଲାମାବାଦ,୫ା୪: ଉତ୍ତର ପଶ୍ଚିମ ପାକିସ୍ତାନରେ ଜଳ ବିଦ୍ୟୁତ୍‌ ଡ୍ୟାମ୍‌ ପରିଚାଳନା କରୁଥିବା ଏକ ଚାଇନା କମ୍ପାନୀର ଆବାସିକ ଶିବିରରେ ବଡ଼ ଧରଣର ଅଗ୍ନିକାଣ୍ଡ ହୋଇଥିବା ବୁଧବାର ସୂଚନା ମିଳିଛି।

କୋହିସ୍ତାନର ବାର୍ସିନ ଅଞ୍ଚଳରେ ଚାଇନାର ଇଞ୍ଜିନିୟର ତଥା ଜଳ ବିଦ୍ୟୁତ୍‌ ପ୍ରକଳ୍ପର ଶ୍ରମିକମାନଙ୍କ ଗୋଡାଉନ ଏବଂ ଆବାସିକ ଶିବିରରେ ମଙ୍ଗଳବାର ଅଗ୍ନିକାଣ୍ଡ ଘଟିଥିଲା। ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ। ପୋଲିସ କହିଛି, ନିଆଁକୁ ସମ୍ପୂର୍ଣ୍ଣ ଭାବେ ଆୟତ୍ତ କରିବାକୁ ୫ ଘଣ୍ଟା ସମୟ ଲାଗିଥିଲା ଏବଂ ଶଟ୍‌ସର୍କିଟ ଯୋଗୁ ଏହି ନିଆଁ ଲାଗିଥିବା ଜଣାପଡ଼ିଛି।

ଅଗ୍ନିକାଣ୍ଡରେ କୌଣସି ଜୀବନ କିମ୍ବା ସମ୍ପତ୍ତି ନଷ୍ଟ ହୋଇ ନ ଥିବା ପୋଲିସ କହିଛି। ଜରୁରିକାଳୀନ ଅଧିକାରୀ ଖାଲିକ ଦାଦ୍‌ କହିଛନ୍ତି, ଏହି ଅଗ୍ନିକାଣ୍ଡ ସମଗ୍ର ଅଞ୍ଚଳକୁ ବ୍ୟାପିଥିଲା। କ୍ୟାମ୍ପ ଏବଂ ଗୋଡାଉଗୁଡ଼ିକ ସମ୍ପୂର୍ଣ୍ଣ ଭାବେ ଜଳିଯାଇଛି। ସେ କହିଛନ୍ତି, ଚାଇନାର ଇଞ୍ଜିନିୟର ଏବଂ ଶ୍ରମିକମାନଙ୍କୁ ନିକଟସ୍ଥ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri