ପୁରୀ ରେଳଷ୍ଟେଶନ କୋଚିଂ ଡିପୋରେ ଲାଗିଲା ନିଆଁ

ପୁରୀ,୧୪l୧୧: ପୁରୀ ରେଳଷ୍ଟେଶନ କୋଚିଂ ଡିପୋରେ ଥିବା ଏକ ଟ୍ରେନ୍‌ରେ ମଙ୍ଗଳବାର ନିଆଁ ଲାଗିଯାଇଛି। ହେଲେ ନିଆଁ ଲାଗିବାର କାରଣ ଜଣାପଡିନାହିଁ। ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁଲିଭା କାର୍ଯ୍ୟ ଆରମ୍ଭ କରିଛନ୍ତି। ହେଲେ ଅଗ୍ନିକାଣ୍ଡରେ ମୃତାହତ ସମ୍ପର୍କରେ ଜଣାପଡିନାହିଁ। ଶଟ୍‌ ସର୍କିଟ୍‌ରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି।କେଉଁ ପରିସ୍ଥିତିରେ ଏହି ଅଗ୍ନିକାଣ୍ଡ ଘଟିଛି ଏହାର ତଦନ୍ତ କରାଯିବ ବୋଲି ରେଲଓ୍ବେ ପକ୍ଷରୁ କୁହାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ: ସ୍ବାଧୀନତା ଦିବସରେ ଦେଲେ ଯୁଦ୍ଧ ଧମକ

ଇସଲାମାବାଦ୍‌,୧୪।୮: ପାକିସ୍ତାନ ସ୍ବାଧୀନତା ଦିବସରେ ମଧ୍ୟ ଭାରତ ଧିରୋଧରେ ବିଷ ଓଗାଳିଥିଲା। ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ସ୍ବରୂପ ଭାରତର ‘ଅପରେଶନ ସିନ୍ଦୁର’ ଦ୍ୱାରା ଆରମ୍ଭ ହୋଇଥିବା…

ଆମେରିକାର ବଡ଼ ଅଭିଯୋଗ; ଚାଇନାକୁ ଟାରିଫ୍‌ରୁ ବଞ୍ଚାଉଛି ଭାରତ!

ଓ୍ବାଶିଂଟନ,୧୪।୮: ଆମେରିକା ପୁଣିଥରେ ଟାରିଫ୍‌ ପ୍ରସଙ୍ଗରେ ଭାରତକୁ ନେଇ ବଡ଼ ଅଭିଯୋଗ ଆଣିଛି। ଆମେରିକାର ଅଭିଯୋଗ ଅନୁସାରେ, ଭାରତ ସମେତ ୪୦ରୁ ଅଧିକ ଦେଶ କଥିତ ଭାବେ…

ଯନ୍ତ୍ରଣାଦାୟକ ସ୍ମୃତି ବଖାଣିଲେ ପ୍ରଧାନମନ୍ତ୍ରୀ ମୋଦି: ଭାବପ୍ରବଣ ପୋଷ୍ଟ କରି ଲେଖିଲେ…

ନୂଆଦିଲ୍ଲୀ,୧୪।୮:୧୪ ଅଗଷ୍ଟ ଅର୍ଥାତ୍‌ ଆଜି ଭାରତରେ ‘ବିଭାଜନ ବିଭୀଷିକାର ସ୍ମୃତି ଦିବସ’ ପାଳନ କରାଯାଉଛି। ୧୯୪୭ ବିଭାଜନ ସମୟରେ ଯେଉଁମାନେ ପ୍ରାଣ ହରାଇଥିଲେ ଏବଂ ଅକଳ୍ପନୀୟ ଯନ୍ତ୍ରଣା…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

ରାଗରେ ସ୍ବାମୀଙ୍କୁ ମୁଣ୍ଡକୁ ଲୁହା ତାଓ୍ବାରେ ପିଟିଦେଲେ ସ୍ତ୍ରୀ: ଆଉ ତା’ପରେ ଯାହା ଘଟିଲା…

ଲକ୍ଷ୍ନୌ,୧୪।୮: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ସ୍ବାମୀ-ସ୍ତ୍ରୀଙ୍କ ସମ୍ପର୍କର ପବିତ୍ରତାକୁ ଭାଙ୍ଗି ଦେଉଥିବା ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜାନକୀପୁରମର ଆନନ୍ଦ ବିହାର କଲୋନୀରେ, ଜଣେ…

ଫୁକେଟ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନ ଘଟଣା; ବ୍ଲାକ୍ ବକ୍ସରେ ବଡ଼ ଖୁଲାସା, ୪ ସେକେଣ୍ଡ ପାଇଁ ଫେଲ୍‌ ହୋଇଥିଲା…

ନୂଆଦିଲ୍ଲୀ,୧୪।୮: ଫୁକେଟ୍‌ରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ (AI-2379) ହଠାତ୍ ୨୫୦ ଫୁଟ୍ ତଳକୁ ଖସିଯିବା ଏବଂ ଏକ ଭୟଙ୍କର ଟର୍ବୁଲେନ୍ସ (Turbulence) ସୃଷ୍ଟି…

ଏଗ୍ରିଷ୍ଟାକ୍‌ ଉଚ୍ଛେଦ ନେଇ ଲିଖିତ ନିର୍ଦ୍ଦେଶ ଦିଅ: ସରକାରଙ୍କଠାରେ ସଂଯୁକ୍ତ କୃଷକ ସଙ୍ଗଠନର ଦାବି

ବରଗଡ଼,୧୪।୮(ପ୍ରେମାନନ୍ଦ ଖମାରୀ):ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାର ପ୍ରତିବର୍ଷ ଗୋଟିଏ ପରେ ଗୋଟିଏ ନୂଆଁ କଟକଣା ଆଣୁଛନ୍ତି। ଧାନ କିଣାବିକାରେ ସ୍ବଚ୍ଛତା ଆଣିବା ଲକ୍ଷ୍ୟ ନେଇ ସେଭଳି…

ଘାତକ ସାଜୁଛି ଚାନ୍ଦିପୁରା ଭାଇରସ୍! ୪୧ ଆକ୍ରାନ୍ତ, ୨୭ ମୃତ

ଅହମ୍ମଦାବାଦ,୧୪।୮: ସ୍ବାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ ଜୁନ ୩୦ରୁ ଅଗଷ୍ଟ ୧୨ ମଧ୍ୟରେ ଗୁଜରାଟରେ ୨୩୮ଟି ସନ୍ଦିଗ୍ଧ ଚାନ୍ଦିପୁରା ଭୂତାଣୁ ମାମଲା ଏବଂ ୪୧ଟି ଲାବୋରେଟୋରି-ନିଶ୍ଚିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri