Advertisement

ଗୁନ୍ଦିଆ-ଝାରସୁଗୁଡ଼ା ପାସେଞ୍ଜର ଟ୍ରେନ୍‌ ଇଞ୍ଜିନ୍‌ରେ ଲାଗିଲା ନିଆଁ, କାରଣ ଅସ୍ପଷ୍ଟ

ଝାରସୁଗୁଡ଼ା ଅଫିସ,୧୮।୧୦:ଗୁନ୍ଦିଆରୁ ଝାରସୁଗୁଡ଼ା ଆସୁଥିବା ଜେଡି ନାମକ ୦୮୮୬୧ନଂ ପାସେଞ୍ଜର ଟ୍ରେନ୍‌ ମଙ୍ଗଳବାର ରାତି ସାଢେ ୮ଟାରେ ବ୍ରଜରାଜନଗର ରେଳଷ୍ଟେଶନର ୩ନଂ ପ୍ଲାଟଫର୍ମରେ ପହଞ୍ଚତ୍ବା ପରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଏହା ଜଣାପଡିବା ପରେ ଲୋକ ପାଇଲଟ୍‌ ତଳକୁ ଓହ୍ଲାଇପଡି ଦୁର୍ଘଟଣାରୁ ରକ୍ଷା ପାଇଯାଇଥିଲେ। ଏ ସମ୍ପର୍କରେ ଷ୍ଟେଶନ କର୍ତ୍ତୃପକ୍ଷ ଖବରପାଇ ଗ୍ୟାସ୍‌ ସିଲିଣ୍ଡର ମାଧ୍ୟମରେ ନିଆଁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ। ପରେ ଦମକଳ ଗାଡି ପହଞ୍ଚତ୍ ନିଆଁ ଲିଭାଇଥିଲା। ଇଞ୍ଜିନରେ ନିଆଁ କିଭଳି ଲାଗିଲା ତାହା ଜଣାପଡି ନାହିଁ। ଖବରପାଇ ରେଲଓ୍ବେ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚତ୍ ଏହାର ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତର ଓ ସ୍ବାସ୍ଥ୍ୟ ସେବିକାଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ୩ ଘଣ୍ଟା ଧରି ରୋଗୀସେବା ବ୍ୟାହତ

ବାରିପଦା ଅଫିସ, ୩୦।୬- ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ହସ୍‌ପିଟାଲରେ ଚିକତ୍ସା ସେବା ନ ମିଳିବା ଘଟଣାକୁ ନେଇ ଶନିବାର...

୧୭ ଯାଏ ଓଏଚ୍‌ଆର୍‌ସିକୁ ସର୍ବସାଧାରଣ ପ୍ରବେଶ ମନା

ଭୁବନେଶ୍ୱର, ୧ା୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଓଡିଶା ମାନବାଧିକାର କମିଶନ(ଓଏଚ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟରେ ସାଧାରଣ ଲୋକଙ୍କ ପ୍ରବେଶକୁ ବନ୍ଦ କରାଯାଇଛି।...

ସାପ କାମୁଡାରେ ନାବାଳିକାଙ୍କ ମୃତ୍ୟୁ

କାଲିମେଳା,୨୬।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ଗମ୍ଫାକୋଣ୍ଡା ପଞ୍ଚାୟତ ଏମ୍‌ଭି-୧୦୫ ଗ୍ରାମରେ ଗୁରୁବାର ସାପ କାମୁଡାରେ ଜଣେ ନାବାଳିକାଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଉକ୍ତ...

କୁଟିଆ କନ୍ଧଙ୍କ ବିକାଶ ନାଁରେ ହରିଲୁଟ

ଫୁଲବାଣୀ ଅଫିସ, ୨୩।୧୧: କନ୍ଧମାଳ ଜିଲାରେ ଆଦିମ ଜନଜାତି (ପିଭିଟିଜି) କୁଟିଆ କନ୍ଧଙ୍କ ବିକାଶ ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର...

ଆନ୍ଧ୍ରକୁ ଋଷିକୂଲ୍ୟା ନଦୀରୁ ବାଲି ଚୋରା ଚାଲାଣ: ଚଢାଉରେ ୩୦ ଗାଡ଼ି ଜବତ

ଛତ୍ରପୁର,୧।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଋଷିକୁଲ୍ୟା ନଦୀରୁ ଆନ୍ଧ୍ରପ୍ରଦେଶକୁ ବେଆଇନ ଭାବେ ବାଲି ଚୋରା ଚାଲାଣ ହେଉଛି। ଏହି ଚୋରା ଚାଲାଣ ପ୍ରାୟ ରାତ୍ର ସମୟରେ ଚାଲୁଥିବା...

ସପ୍ତାହନ୍ତ ଶଟ୍‌ଡାଉନ୍‌ ବେଳେ ଘଣ୍ଟାଏ କୋହଳ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ଦିନକୁ ଦିନ ଚିନ୍ତା ବଢ଼ାଇବାରେ ଲାଗିଛି କରୋନା ସଂକ୍ରମଣ। ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି ସପ୍ତାହନ୍ତ ଶଟ୍‌ଡାଉନ୍‌। ଶନିବାର ଓ ରବିବାର ଦୁଇ ଦିନ...

ଉଜୁଡ଼ିଛି ଶିକ୍ଷା ଭିତ୍ତିଭୂମି: ବାଧାପ୍ରାପ୍ତ ହେବ ପାଠପଢ଼ା

ପୁରୀ ଅଫିସ,୪।୬: ବାତ୍ୟା ‘ଫନୀ’ ଯୋଗୁ ପୁରୀ ଜିଲାରେ ବ୍ୟାପକ କ୍ଷତି ଘଟିଛି। ଏଥିରୁ ବର୍ତ୍ତିପାରିନି ସ୍କୁଲ, କଲେଜ। ଅଧିକାଂଶ ଶିକ୍ଷାନୁଷ୍ଠାନ କ୍ଷତିଗ୍ରସ୍ତ ହୋଇଛି। କାହାର...

‘୫-ଟି’କୁ ଆସୁ କପିଳାସ ପୀଠ

ଢେଙ୍କାନାଳ ଅଫିସ, ୧୦।୮ ଐତିହ୍ୟସମ୍ପନ୍ନ ମଠ ମନ୍ଦିରଗୁଡ଼ିକର ବିକାଶ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ଦୃଷ୍ଟି ଦେଉଛନ୍ତି। ପ୍ରାଚୀନ, କିମ୍ବଦନ୍ତୀପୂର୍ଣ୍ଣ ପୀଠକୁ ‘୫-ଟି’ ଅନ୍ତର୍ଭୁକ୍ତ କରାଯାଇ...

Advertisement
Archives

Model This Week