ଗୁନ୍ଦିଆ-ଝାରସୁଗୁଡ଼ା ପାସେଞ୍ଜର ଟ୍ରେନ୍‌ ଇଞ୍ଜିନ୍‌ରେ ଲାଗିଲା ନିଆଁ, କାରଣ ଅସ୍ପଷ୍ଟ

ଝାରସୁଗୁଡ଼ା ଅଫିସ,୧୮।୧୦:ଗୁନ୍ଦିଆରୁ ଝାରସୁଗୁଡ଼ା ଆସୁଥିବା ଜେଡି ନାମକ ୦୮୮୬୧ନଂ ପାସେଞ୍ଜର ଟ୍ରେନ୍‌ ମଙ୍ଗଳବାର ରାତି ସାଢେ ୮ଟାରେ ବ୍ରଜରାଜନଗର ରେଳଷ୍ଟେଶନର ୩ନଂ ପ୍ଲାଟଫର୍ମରେ ପହଞ୍ଚତ୍ବା ପରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଏହା ଜଣାପଡିବା ପରେ ଲୋକ ପାଇଲଟ୍‌ ତଳକୁ ଓହ୍ଲାଇପଡି ଦୁର୍ଘଟଣାରୁ ରକ୍ଷା ପାଇଯାଇଥିଲେ। ଏ ସମ୍ପର୍କରେ ଷ୍ଟେଶନ କର୍ତ୍ତୃପକ୍ଷ ଖବରପାଇ ଗ୍ୟାସ୍‌ ସିଲିଣ୍ଡର ମାଧ୍ୟମରେ ନିଆଁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ। ପରେ ଦମକଳ ଗାଡି ପହଞ୍ଚତ୍ ନିଆଁ ଲିଭାଇଥିଲା। ଇଞ୍ଜିନରେ ନିଆଁ କିଭଳି ଲାଗିଲା ତାହା ଜଣାପଡି ନାହିଁ। ଖବରପାଇ ରେଲଓ୍ବେ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚତ୍ ଏହାର ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋଗ ଉଜାଡ଼ିଦେଲା ସୁଖ, ଦୟନୀୟ ସ୍ଥିତିରେ ଜୀବନ: ଦୁଇ ଦିବ୍ୟାଙ୍ଗ ପୁଅର ସେବା କରୁଛନ୍ତି ବୃଦ୍ଧବାପା

ଜୟପୁର,୭ା୯(ନି.ପ୍ର.) ପୁଅ ଜନ୍ମ ହେଲେ ବୃଦ୍ଧକାଳରେ ସାହା ହେବ। ଏହି ଆଶାରେ ବଞ୍ଚତ୍ଥିବା ବାପ କିନ୍ତୁ ପରିଣତ ବୟସରେ ଏବେ ଦୁଇ ଜଣ ଦିବ୍ୟାଙ୍ଗ ପୁଅଙ୍କ...

ଆସନ୍ତାକାଲି ଝଡ଼ବର୍ଷା, ୨୦ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୪ା୫(ବ୍ୟୁରୋ): ଆସନ୍ତାକାଲି ଅର୍ଥାତ୍‌ ମେ’ ୫ରୁ ରାଜ୍ୟର ଅଧିକାଂଶ ଜିଲାରେ ଝଡ଼ବର୍ଷା ହେବା ସହ କିଛି ସ୍ଥାନରେ କୁଆପଥର ମାଡ଼ ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ...

୬ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଚୋରା ବେପାରୀ ଗିରଫ

ବାଲେଶ୍ୱର ଅଫିସ,୧୧।୭- ବାଲେଶ୍ୱର ଜିଲା ସୋର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ବସ୍‌ଷ୍ଟାଣ୍ଡ ନିକଟରେ କଟକରୁ ଆସିଥିବା ଅବକାରୀ ବିଭାଗର ଫ୍ଲାଇଙ୍ଗ ସ୍କ୍ବାଡ...

ଆବାସ ଯୋଜନା କାହା ଲାଗି : ଏସ୍‌ଇସିସି ତାଲିକାକୁ ନେଇ ସନ୍ଦେହ

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୧୯ା୫-କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକରେ ଆବାସ ଯୋଜନା ସମ୍ପୂର୍ଣ୍ଣ ଦିଗହରା। ଏହି ବ୍ଲକରେ ବ୍ୟାପକ ଭାବେ ଇନ୍ଦିରା ଆବାସ ଦୁର୍ନୀତି ହୋଇଥିବା ନେଇ...

ନିର୍ବାଚନ ସରିଲା, ତେଲ ଦର ବଢ଼ିଲା

ଭୁବନେଶ୍ୱର,(ବ୍ୟୁରୋ) ନୂଆଦିଲ୍ଲୀ,୫ା୫: ଦେଶବାସୀ ଯାହା ଆଶଙ୍କା କରୁଥିଲେ ତାହା ବର୍ତ୍ତମାନ ସତ ହୋଇଛି। ପଶ୍ଚିମବଙ୍ଗ ସମେତ ୪ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ...

ଦିଲ୍ଲୀ ରାଜପଥରେ ୭୧ତମ ସାଧାରଣତନ୍ତ୍ର ଦିବସ: ଗଡ଼ିଲା ଓଡ଼ିଶାର ରୁକୁଣା ରଥର ପ୍ରଜ୍ଞାପନ ମେଢ଼

ପୁରୁଣା ଭୁବନେଶ୍ୱର, ୨୬। ୧ (ଡି.ଏନ.ଏ.): ଦିଲ୍ଲୀରେ ଅନୁଷ୍ଠିତ ସାଧାରଣତନ୍ତ୍ର ଦିବସରେ ଓଡ଼ିଶାର ଏକାମ୍ର କ୍ଷେତ୍ରର ଆରାଧ୍ୟ ଦେବତା ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ରୁକୁଣା ରଥ ପ୍ରଜ୍ଞାପନ...

ବ୍ରଜରାଜନଗରର ବିଭିନ୍ନ ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା କଲା ପ୍ରଶାସନ

ଝାରସୁଗୁଡ଼ା ଅଫିସ,୩୦ା୪: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ମ୍ୟୁନିସିପାଲିଟିର ବୁଢ଼ିଜାମ ଅଞ୍ଚଳରେ ବୁଧବାର ଜଣେ ଯୁବତୀଙ୍କ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲା। ଏହା ପରେ ଜିଲା ପ୍ରଶାସନ...

ବ୍ରାହ୍ମଣୀ ନଦୀରୁ ମିଳିଲା ମହିଳାଙ୍କ ମୃତଦେହ,ପରିଚୟ ଖୋଜୁଛି ପୋଲିସ

ବରୀ,୧୯।୯(ଡି.ଏନ.ଏ): ରବିବାର ମଧ୍ୟାହ୍ନରେ ବ୍ରାହ୍ମଣୀ ନଦୀର ବାମ ପାର୍ଶ୍ୱରେ ଏକ ମୃତଦେହ ଭାସୁଥିଲା। ରାମଚନ୍ଦ୍ରପୁର ନିକଟସ୍ଥ ରାମେଶ୍ୱର ମନ୍ଦିର ନିକଟରେ ଏହି ଘଟଣା ଘଟିଛି। ମୃତଦେହ...

Advertisement
Archives

Model This Week