ଗାଡ଼ି ଶୋ’ ରୁମ୍‌ରେ ଲାଗିଲା ନିଆଁ

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ): ରାଜଧାନୀରେ ରବିବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଫାୟାର ଷ୍ଟେଶନ ପାଖରେ ଥିବା ପିଜିଏଲ ହୋଣ୍ଡା ଶୋ’ରୁମ୍‌ରେ ନିଆଁ ଲାଗି ଯାଇଥିଲା।

ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଶଟ୍‌ସର୍କିଟରୁ ନିଆଁ ଲାଗିଥିବା ପ୍ରାଥମିକ ସୂଚନାରୁ ଜଣାପଡ଼ିଛି। ଶୋ’ରୁମ୍‌ ପାଖରେ ଏକ ଇଲେକ୍ଟ୍ରି ଟ୍ରାନ୍ସଫର୍ମର ରହିଛି। ଏଥିରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୨୬,୭୨୨ ଏସ୍‌ଏଚ୍‌ଜିକୁ ୧୦୦୧ କୋଟିର ଋଣ

ଭୁବନେଶ୍ୱର,୭ା୧(ବ୍ୟୁରୋ): ଓଡ଼ିଶାର ମିଶନ ଶକ୍ତି କାର୍ଯ୍ୟକ୍ରମରେ ଆରମ୍ଭ ହୋଇଛି ଏକ ସ୍ବର୍ଣ୍ଣିମ ଅଧ୍ୟାୟ। ଏଥିରେ ସହଯୋଗର ହାତ ବଢ଼ାଇଛି ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ। ଏହି ବ୍ୟାଙ୍କ...

ରାଜଧାନୀରେ ଶିଶୁକନ୍ୟାଙ୍କୁ ବଳାତ୍କାର ମାମଲା:୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବିରେ ଏନ୍‌ଏଚ୍‌ଆର୍‌ସିରେ ପିଟିଶନ

ଭୁବନେଶ୍ୱର,୨୨ା୮(ବ୍ୟୁରୋ)- ଗତ ମଙ୍ଗଳବାର ରାଜଧାନୀରେ ଘଟିଥିଲା ଏକ ଲୋମଟାଙ୍କୁରା ଘଟଣା। ଚନ୍ଦ୍ରଶେଖରପୁର ଥାନା ନିଳାଦ୍ରିବିହାର ଅଞ୍ଚଳରେ ଜଣେ ୬ବର୍ଷର ଶିଶୁକନ୍ୟାଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ମାମଁୁ...

ଚାକିରିରୁ ବିଦା ହେଲେ ବରିଷ୍ଠ ଆଇଏଏସ୍‌ ଅଫିସର ବିନୋଦ କୁମାର

ଭୁବନେଶ୍ୱର,୨।୨(ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଆଇଏଏସ୍‌ ଅଫିସର ତଥା ଓଡ଼ିଶା ଗ୍ରାମ୍ୟ ଗୃହ ନିର୍ମାଣ ନିଗମର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ବିନୋଦ କୁମାର ଚାକିରିରୁ ବହିଷ୍କାର...

ବିଭିନ୍ନ ଯୋଜନାର ସମୀକ୍ଷା କଲେ ଏମ୍‌ପି

ଜଟଣୀ, ୧ା୧୨(ଡି.ଏନ୍‌.ଏ.) ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଜଟଣୀ ବ୍ଲକ ସଭାଗୃହରେ ଶନିବାର ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ଓ ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି। ଏହି...

ବିପଦପୂର୍ଣ୍ଣ ଅବସ୍ଥାରେ ୩୩ କେଭି ତାର

କଣିହାଁ, ୧୧ା୨(ଡି.ଏନ.ଏ.) – ବିଦ୍ୟୁତ୍‌ ବିଭାଗର ଚରମ ଅବହେଳା ଯୋଗୁ ନିରୀହ ଜୀବନ ଯାଉଥିଲେ ହେଁ ଚେତୁନାହାନ୍ତି ଅଧିକାରୀ। ବିଭିନ୍ନ ସ୍ଥାନରେ ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌...

ବନ୍ଦରେ ସ୍ବାଭାବିକ ରହିବ ମୋ ବସ୍‌ ଚଳାଚଳ

ଭୁବନେଶ୍ୱର, ୭ା୧ (ବ୍ୟୁରୋ)- ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ), ଦରଦାମ ବୃଦ୍ଧି ଓ ବେକାରି ପ୍ରଭୃତି ସମସ୍ୟାକୁ ନେଇ କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସ୍ବାଧୀନ ଫେଡେରେଶନ୍‌...

ଉଠା ଦୋକାନୀଙ୍କ ବିରୋଧ, ଆଜିଠାରୁ ଉଚ୍ଛେଦ ବନ୍ଦ

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ହକି ବିଶ୍ୱକପ୍‌ ପାଇଁ ବିଏମ୍‌ସି, ବିଡିଏ ଓ ପୋଲିସ ପ୍ରଶାସନ ପକ୍ଷରୁ ଚାଲିଥିବା ଉଚ୍ଛେଦକୁ ଜୋର୍‌ଦାର ବିରୋଧ କରିଛି ନିଖିଳ ଓଡ଼ିଶା ରାସ୍ତାପାର୍ଶ୍ୱ...

ପୁରୀ ଦେଶର ଦ୍ୱିତୀୟ ସ୍ବଚ୍ଛ ବେଳାଭୂମି

ଭୁବନେଶ୍ୱର,୪ା୧(ବ୍ୟୁରୋ): ପୁରୀ ଦେଶର ଦ୍ୱିତୀୟ ସବୁଠାରୁ ପରିଷ୍କାର ବା ସ୍ବଚ୍ଛ ବେଳଭୁମୀ । ଏଥିସହିତ ଗଞ୍ଜାମ ଜିଲାର ଗୋପାଳପୁର ବେଳାଭୁମି ଚତୁର୍ଥ ସଫା ବେଳାଭୂମି ମାନ୍ୟତା...

Advertisement
Archives

Model This Week