ପ୍ରଥମ ଶ୍ରେଣୀ ଛାତ୍ରଙ୍କୁ ଫାଟକରେ ବାନ୍ଧି ନିର୍ଯାତନା

ମାର୍ଶାଘାଇ,୬।୧୨(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅଞ୍ଚଳରେ ଥିବା ଏକ ଘରୋଇ ଇଂରାଜୀ ମାଧ୍ୟାମିକ ବିଦ୍ୟାଳୟରେ ଜଣେ ପ୍ରଥମ ଶ୍ରେଣୀ ଛାତ୍ରଙ୍କୁ ବିଦ୍ୟାଳୟର ଫାଟକରେ ବନ୍ଧା ଯାଇଥିବା ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହା କେଉଁଦିନର ଘଟଣା ଜଣାପଡ଼ିନାହିଁ।

ଭିଡିଓରେ ଛାତ୍ରଙ୍କ ବେଲ୍ଟକୁ ଦଉଡିରେ ଲଗାଇ ଫାଟକରେ ବନ୍ଧା ଯାଇଥିବା ଦେଖିବାକୁ ମିଳୁଛି। ଏ ସମ୍ପର୍କରେ ମାର୍ଶାଘାଇ ଥାନାରେ ଅଭିଯୋଗ ହୋଇ ନ ଥିବା ଜଣାଯାଇଛି। ଏ ନେଇ ମାର୍ଶାଘାଇ ବ୍ଲକ ଶିକ୍ଷାଧିକାରୀ ପ୍ରଫୁଲ୍ଲ କୁମାର ସ୍ବାଇଁଙ୍କୁ ପଚାରିବାରୁ ଖବରଦାତାମାନଙ୍କଠାରୁ ସେ ଏ କଥା ଜାଣୁଛନ୍ତି। ତଦନ୍ତ ପରେ ଯାହା କିଛି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଉକ୍ତ ବିଦ୍ୟାଳୟର କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିର ୩ ବର୍ଷୀୟ ବିସ୍ମୟ ବାଳକ ମୋକ୍ଷିତ: ଜାତୀୟ ସ୍ତରରେ ସୃଷ୍ଟି କଲେ ଇତିହାସ

ଦିଗପହଣ୍ଡି,୯।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣେ ମାତ୍ର ୩ ବର୍ଷ ବୟସର ଶିଶୁ ପୁଅ ଜାତୀୟ ସ୍ତରରେ ରେକର୍ଡ ସୃଷ୍ଟି କରି ସାରା...

ନୂଆପଡ଼ା ଉପନିର୍ବାଚନ ପ୍ରଚାର ଶେଷ: ଫେରିଲେ କନ୍ଧମାଳ ଭାଜପା ନେତା, କର୍ମୀ

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରଚାରର ରବିବାର ଥିଲା ଶେଷ ଦିନ। ଏହି ଅବସରରେ କନ୍ଧମାଳ ଜିଲାର ବହୁ ଭାଜପା ନେତା ଓ କର୍ମୀ...

ଗୋଟିଏ ଦିନ ପରେ ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣୀ

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦଭୂଷଣ ଏବଂ ଏଏସପି ହରିଶ ବିସିଙ୍କ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଦାରିଙ୍ଗବାଡ଼ି ବ୍ଲକ୍ ସଭାଗୃହ ପରିସରରେ ଅନୁଷ୍ଠିତ...

ଦାରିଙ୍ଗବାଡ଼ିକୁ ବିଳମ୍ବରେ ଆସିଲା ଶୀତ: ଖସୁଛି ପାରଦ, ଘନ କୁହୁଡ଼ି ଯୋଗୁଁ ଯାତାୟାତ ବାଧାପ୍ରାପ୍ତ

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ‘ଓଡ଼ିଶାର କାଶ୍ମୀର’ ଭାବେ ପରିଚିତ ଦାରିଙ୍ଗବାଡ଼ିରେ ଚଳିତ ବର୍ଷ ଶୀତ ଆସିବାରେ ବିଳମ୍ବ ହୋଇଥିବା ବେଳେ ଗତ ଦୁଇ ଦିନ ହେବ ତାପମାତ୍ରା...

ଛାଡ଼ଖାଇରେ କରୁଥିଲେ ଛେଳି ଚୋରି : ନିର୍ଧୁମ ଛେଚିଲେ ଗ୍ରାମବାସୀ

ଆନନ୍ଦପୁର,୯ା୧୧(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଚକ୍ରତୀର୍ଥ ନିକଟରୁ ଏକ ଛେଳିକୁ ବାଇକରେ ନେଇଯାଉଥିବା ବେଳେ ଗ୍ରାମବାସୀ ୨ ଜଣକୁ କାବୁ...

୩ ସନ୍ତାନ ପ୍ରସବ କଲେ ମହିଳା

ମୋହନା,୯ା୧୦(ମନ୍ମଥ ମିଶ୍ର ): ଗଜପତି ଜ଼ିଲା ମୋହନା ବ୍ଲକ ଖାରିଗୁଡା ପଞ୍ଚାୟତ ଅନ୍ତର୍ଗତ ବନ୍ଦ୍ରିରି ଗାଁର ଜଣେ ମହିଳା ରବିବାର ୩ଟି ସନ୍ତାନ ପ୍ରସବ କରିଛନ୍ତି...

ଦିଗପହଣ୍ଡି ନିକଟରୁ ବିପୁଳ ପରିମାଣର ଗଞ୍ଜେଇ ଜବତ: ଜଣେ ଅଟକ

ଦିଗପହଣ୍ଡି,୯।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପୋଡ଼ାମାରି ଗ୍ରାମ ପୋଲିସ ଫାଣ୍ଡି ନିକଟରୁ ରବିବାର ସକାଳ ପ୍ରାୟ ସାଢ଼େ ୯ଟାରେ ଏକ...

ଦିଗପହଣ୍ଡିରେ ଜାତୀୟ ଆଇନ ସେବା ଦିବସ ପାଳିତ

ଦିଗପହଣ୍ଡି,୯।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକା ଆଇନ ସହାୟତା କମିଟି ପକ୍ଷରୁ ରବିବାର ଆଙ୍କୋରଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଜାତୀୟ ଆଇନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri