Posted inଜାତୀୟ

ମହାରାଷ୍ଟ୍ରରେ ଭୁଷୁଡିଲା ୪ ମହଲା କୋଠା

ମୁମ୍ବାଇ,୨ ।୧୦: ମହାରାଷ୍ଟ୍ର ନାଭି ମୁମ୍ବାଇରେ ଥିବା କୋପର ଖୈରାନେ ଅଞ୍ଚଳର ବୋଙ୍କୋଡେ ଗ୍ରାମରେ ଶନିବାର ରାତି ପ୍ରାୟ ୧୦ଟା ୩୦ରେ ଏକ ୪ ମହଲା କୋଠା ଭୁଷୁଡି ପଡିଛି । ଏହି କୋଠାରେ ପ୍ରାୟ ୩୨ ଜଣ ଲୋକ ରହୁଥିବା ବେଳେ କୋଠାଟି ଭୁଷୁଡିବା ପୂର୍ବରୁ ଏମାନେ ବାହାରକୁ ଚାଲି ଆସିଥିଲେ । ବାକି ରହିଯାଇଥିବା ୮ ଜଣଙ୍କୁ ତୁରନ୍ତ ଉଦ୍ଧାର କରାଯାଇଛି । ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ ବିଭାଗ କର୍ମଚାରୀମାନେ ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରି ଦେଇଥିବାରୁ ବିଶେଷ କିଛି କ୍ଷତି ହୋଇ ନ ଥିବା ଜଣାପଡିଛି । ତେବେ କୋଠାଟି ପୁରୁଣା ହୋଇଥିବା କୁହାଯାଉଥିବା ବେଳେ ଉଦ୍ଧାର କାରୀ ଦଳ ସେଠାରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଥିବା କହିଛନ୍ତି ଅଗ୍ନିଶମ ବିଭାଗ ଅଧିକାରୀ ପୁୁରୁଷୋତ୍ତମ ଯାଦବ ।


Enter your email to get our daily news in your inbox.

All Right Reserved By Dharitri.Com

ଦୀପକ ବକ୍ସରଙ୍କୁ ମେକ୍ସିକୋରୁ ଦିଲ୍ଲୀ ଅଣାଗଲା

ନୂଆଦିଲ୍ଲୀ, ୬।୪: ମୋଷ୍ଟ ଓ୍ବାଣ୍ଟେଡ୍‌ ପଳାତକ ଦୀପକ ବକ୍ସରଙ୍କୁ ବୁଧବାର ଦିଲ୍ଲୀ ପୋଲିସର ସ୍ବତନ୍ତ୍ର ଟିମ୍‌ ମେକ୍ସିକୋରୁ ଦିଲ୍ଲୀ ଆଣିଛି। ଦୀପକଙ୍କୁ ଧରିବା ପାଇଁ ଦିଲ୍ଲୀ...

ପ୍ରଥମ ଥର ୧୦୦ ବିଲିୟନ ଡଲାର କ୍ଲବରେ ସାମିଲ ହେଲେ ଜୁକରବର୍ଗ

ନୂଆଦିଲ୍ଲୀ,୮।୮: ଫେସ୍‌ବୁକର ପ୍ରତିଷ୍ଠାତା ମାର୍କ ଜୁକରବର୍ଗ ପ୍ରଥମ ଥର ୧୦୦ ବିଲିୟନ ଡଲାର ସମ୍ପତ୍ତିର ବ୍ୟବସାୟୀଙ୍କ ତାଲିକାରେ ସାମିଲ ହୋଇଛନ୍ତି। ଫେସ୍‌ବୁକର ଇଙ୍କ୍‌ ଶେୟାରର ବୃଦ୍ଧି...

ପଦାରେ ପଡିଲା ଆମ ଆଦମୀ ପାର୍ଟିର ମିଥ୍ୟା ଅଭିଯୋଗ

ଅହମ୍ମଦାବାଦ,୧୬।୧୧: ଗୁଜରାଟ ବିଧାନସଭା ନିର୍ବାଚନ ରୋଚକ ହେବାରେ ଲାଗିଛି। ଆମ ଆଦମୀ ପାର୍ଟି(ଏଏପି)ର ସୁରଟ (ପୂର୍ବ) ପ୍ରାର୍ଥୀ କାଞ୍ଚନ ଜରିୱାଲା ବୁଧବାର ତାଙ୍କ ନାମାଙ୍କନ ପ୍ରତ୍ୟାହାର...

କଂଗ୍ରେସରେ ଯୋଗ ଦେବେନି ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୨୬।୪: କଂଗ୍ରେସରେ ଯୋଗ ଦେବାକୁ ମନା କଲେ ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋର। ଏ ନେଇ କଂଗ୍ରେସ ମୁଖପାତ୍ର ରଣଦୀପ ସୂର୍ଯଓ୍ବୋଲା ମଙ୍ଗଳବାର ଟୁଇଟ୍‌ କରି...

ସଡ଼କ ଉପରେ ପର୍ଯ୍ୟଟକଙ୍କ କାର ସହ ଖେଳିଲେ ଗଜରାଜ

ରାମନଗର,୨୮।୬: ଆକ୍ସନ ମୁଡରେ ଗଜରାଜ। ଉତ୍ତରାଖଣ୍ଡର ରାମନଗର ନିକଟରେ ଥିବା ଭାକ୍ରାକୋଟରେ କିଛି ହାତୀ ପଲ ଉତ୍ପାତ ମଚାଇଛନ୍ତି। ରାସ୍ତାରେ ଠିଆ ହୋଇଥିବା ପର୍ଯ୍ୟଟକଙ୍କ ଗାଡ଼ିକୁ...

ଦେଶରେ ହ୍ରାସ ପାଇଛି ଦୈନିକ ସଂକ୍ରମଣ, ଆଜି ୨,୫୫,୮୭୪ ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ,୨୫।୧: ଦେଶରେ ଦୈନିକ ସଂକ୍ରମଣ ଧିରେ ଧିରେ କମୁଛି। ଗତ ୨୪ ଘଣ୍ଟାରେ ସଂକ୍ରମିତଙ୍କ ସଂଖ୍ୟା ୨,୫୫,୮୭୪ ଥିବା ଜଣାପଡିଛି । ଗତକାଲି ଠାରୁ ୫୦...

ଯୁବକଙ୍କୁ ଫାଶୀ ଦଣ୍ଡାଦେଶ

ମୁମ୍ବାଇ, ୨୦ା୨(ପି.ଟି.): ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟାକରିବା ଅଭିଯୋଗରେ ମହାରାଷ୍ଟ୍ରର ପରଭାଣୀ ଜିଲା କୋର୍ଟ ଦୋଷୀ ବିଷ୍ଣୁ ଗୋରେ(୩୦)ଙ୍କୁ ବୁଧବାର ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି।...

ସନ୍ଦେହଜନକ ଅବସ୍ଥାରେ ମିଳିଲା ପ୍ରସିଦ୍ଧ ବଙ୍ଗୀୟ ଲେଖକ ସୁଜନ ଦାସଗୁପ୍ତାଙ୍କ ମୃତଦେହ

କୋଲକାତା,୧୮।୧: ପ୍ରସିଦ୍ଧ ବଙ୍ଗୀୟ ଲେଖକ ସୁଜନ ଦାସଗୁପ୍ତାଙ୍କ ମୃତଦେହ ତାଙ୍କ ଘରୁ ସନ୍ଦେହଜନକ ଅବସ୍ଥାରେ ଉଦ୍ଧାର କରାଯାଇଛି। କୋଲକାତାରେ ଥିବା ତାଙ୍କ ଫ୍ଲାଟ୍‌ର ଗାଧୁଆଘରେ ବୁଧବାର...

Advertisement
Archives

Model This Week