ପାଠପଢ଼ା ଚାପରେ ଜୀବନ ହାରିଲେ ୪ର୍ଥ ଶ୍ରେଣୀ ଛାତ୍ରୀ

ଭବାନୀପାଟଣା,୩୧।୧: ଭବାନୀପାଟଣା ସହରସ୍ଥିତ ରାମନଗରପଡ଼ାରେ ଜଣେ ୪ର୍ଥ ଶ୍ରେଣୀ ଛାତ୍ରୀ ବେକରେ ଶାଢ଼ି ଲଗାଇ ଆତ୍ମହତ୍ୟା କରିଛନ୍ତି। ପୋଲିସ ସୂଚନା ମୁତାବକ, ଛାତ୍ରୀଙ୍କ ମା’ କୌଣସି କାମରେ ବାହାରକୁ ଯାଇଥିଲେ। ସେତିକିବେଳେ ସେ ଘରେ ଏକୁଟିଆ ରହିଥିଲେ। ମା’ କାମ ସାରି ଘରକୁ ଫେରି ଝିଅର ମୃତଦେହ ଝୁଲନ୍ତା ଅବସ୍ଥାରେ ଦେଖି ଟାଉନ ଥାନାକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ ଟାଉନ ଥାନା ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ଘଟଣା ସଂକ୍ରାନ୍ତରେ ଟାଉନ ଥାନା ଆଇଆଇସି ସତ୍ୟ ନନ୍ଦଙ୍କୁ ପଚାରିବାରୁ ଛାତ୍ରୀଙ୍କ ମା’ ତାଙ୍କୁ ପଢ଼ିବା ପାଇଁ ତାଗିଦା କରୁଥିଲେ। ଫଳରେ ସେ ମାନସିିକ ଚାପରେ ଆତ୍ମହତ୍ୟା କରିଥାଇ ପାରନ୍ତି ବୋଲି ପୋଲିସ ପକ୍ଷରୁ ଅନୁମାନ କରାଯାଉଛି। ଏନେଇ ଅଧିକ ତଦନ୍ତ ଚାଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?