Posted inରାଜ୍ୟ

ଭାଜପା ସରକାରକୁ ପୂରିଲା ମାସେ, ଏହି ୩୦ ଦିନରେ…

ଭୁବନେଶ୍ୱର,୧୨।୭: ଆଜି ଭାଜପା ସରକାରକୁ ପୂରିଲା ମାସେ। ୨୪ ବର୍ଷର ବିଜେଡି ସରକାରକୁ ହଟାଇ ଜୁନ୍‌ ୧୨ ତାରିଖରେ ରାଜ୍ୟରେ ଭାଜପା ଶପଥ ଗ୍ରହଣ କରିଥିଲା । ମୋହନ ଚରଣ ମାଝିଙ୍କ ନେତୃତ୍ୱରେ ପ୍ରଥମଥର ପାଇଁ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିଥିଲା।
ନିର୍ବାଚନୀ ପ୍ରତିଶ୍ରୁତି ପୂରଣ ପ୍ରଥମ ଦିନରୁ ହିଁ ସରକାରଙ୍କ ଆଗରେ ଚ୍ୟାଲେଞ୍ଜିଂ ଥିଲା । ପ୍ରଥମ ଦିନରେ କ୍ୟାବିନେଟ ବୈଠକ ବସିଥିଲା । ୧୦୦ ଦିନିଆ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ ହୋଇଥିଲା। ଏହି ୧୦୦ ଦିନ ମଧ୍ୟରୁ ୩୦ ଦିନ ଶେଷ ହୋଇଥିବା ବେଳେ ହାତରେ ଆଉ ୭୦ ଦିନ ବାକି ରହିଛି । ତେବେ ମାସକ ମଧ୍ୟରେ ମୋହନ ମାଝିଙ୍କ ସରକାର କଣ ସବୁ ପଦକ୍ଷେପ ନେଇଛନ୍ତି, ତାହା ଉପରେ ରାଜ୍ୟବାସୀଙ୍କର ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା କଂଗ୍ରେସ ପ୍ରାର୍ଥୀକୁ ନେଇ ଭକ୍ତଙ୍କ ବଡ଼ ଘୋଷଣା, ଲିଷ୍ଟରେ ରଖିଲେ ଏହି ୫ ଜଣଙ୍କ ନାଁ, ଜାଣନ୍ତୁ କିଏ…

ଭୁବନେଶ୍ୱର,୨୭।୨: ରାଜ୍ୟ ସଭା ନିର୍ବାଚନକୁ କସରତ ଚାଳିଛି। ଏହି ସମୟରେ ପିସିସି ସଭାପତି ଭକ୍ତ ଚରଣ ଦାସ ଦିଲ୍ଲୀ ଯାଇଛନ୍ତି। ଦିଲ୍ଲୀ ଯିବା ପୂର୍ବରୁ ଭକ୍ତ ଦାସ…

ବଦ୍‌ଲା ନେଲେ ତାଲିବାନ ସରକାର: ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଡ୍ରୋନ ଆକ୍ରମଣ!

ଇସଲାମାବାଦ୍‌,୨୭।୨: ଆଫଗାନିସ୍ତାନର ତାଲିବାନ ସରକାର ପାକିସ୍ତାନ ଉପରେ ପ୍ରତିଶୋଧ ନେଇଛନ୍ତି। ତାଲିବାନ ପ୍ରତିରକ୍ଷା ମନ୍ତ୍ରଣାଳୟର ଉପ ମୁଖପାତ୍ର ହମଦୁଲ୍ଲା ଫିତରତ ଦାବି କରିଛନ୍ତି, ଫୈଜାବାଦରେ ପାକିସ୍ତାନ ପ୍ରଧାନମନ୍ତ୍ରୀ…

ଦିନ ଦ୍ୱିପ୍ରହରେ ହେଲମେଟ୍‌ ଚୋରି, ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦେଖନ୍ତୁ ଭିଡିଓ…

ଗଞ୍ଜାମ,୨୮।୨(ବିଦ୍ୟାଧର ସାହୁ ): ଆଉ ଦୁଇ ଦିନ ପରେ ଗଞ୍ଜାମ ସହରରେ ଅନୁଷ୍ଠିତ ହେବ ଐତିହାସିକ ଦୋଳ ପୂର୍ଣ୍ଣମୀ ଯାତ୍ରା । ବର୍ତ୍ତମାନ ସାହି ଗୁଡିକରେ ଏହି…

ଜନଶୁଣାଣିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଅଧାରୁ ସ୍ଥଗିତ ରହିଲା କାର୍ଯ୍ୟକ୍ରମ

ଜଳେଶ୍ୱର,୨୭ା୨(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅଧିନସ୍ଥ ସେଖସରେଇ (କ) ବାଲି ସୈରାତ ପାଇଁ ଆୟୋଜିତ ଜନଶୁଣାଣି ରଣକ୍ଷେତ୍ରରେ ପରିଣତ ହୋଇଛି। ବାଲି ଖନନ ପାଇଁ…

ଶିକ୍ଷକଙ୍କ ଘର ତାଲା ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ

ଗୁଡ଼ାରି,୨୭ା୨(ପ୍ରମୋଦ କୁମାର ପତି): ଦୀର୍ଘଦିନର ବ୍ୟବଧାନ ପରେ ଗୁଡ଼ାରି ସହରରେ ଚୋରି ଦେଖିବାକୁ ମିଳିଛି। ସହରର ୯ ନମ୍ବର ଓ୍ବାର୍ଡ ତଥା ଶ୍ରୀରାମ ନଗରରେ ବାସ କରୁଥିବା…

ଜିମ୍ବାୱେ ବିପକ୍ଷରେ ଟିମ୍‌ ଇଣ୍ଡିଆର ବିଶ୍ୱ ରେକର୍ଡ, ଜାଣନ୍ତୁ କ’ଣ

ନୂଆଦିଲ୍ଲୀ,୨୭।୨: ଜିମ୍ବାୱେ ବିପକ୍ଷ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଏକ ଚମତ୍କାର ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଟିମ୍‌ ଇଣ୍ଡିଆ ICC T20 ବିଶ୍ୱକପ 2026ର ଦ୍ୱିତୀୟ ସୁପର-୮ମ୍ୟାଚରେ…

ସାଉଦି ଆରବର ଶରଣ ପଶିଲାଣି ପାକିସ୍ତାନ! ତାଲିବାନ ଆକ୍ରମଣ ଆଶଙ୍କାରେ ରିୟାଦ ସହ ଯୋଗାଯୋଗ କଲାଣି ପାକ୍‌

ଇସଲାମାବାଦ,୨୭।୨: ତାଲିବାନ ସହିତ ଶତ୍ରୁତା ଆରମ୍ଭ ହେବା ପରେ, ପାକିସ୍ତାନ ସାଉଦି ଆରବ ସହିତ ଯୋଗାଯୋଗ କରିଛି। ପାକିସ୍ତାନର ଉପ-ପ୍ରଧାନମନ୍ତ୍ରୀ ଏବଂ ବୈଦେଶିକ ମନ୍ତ୍ରୀ ଇସାକ ଡାର…

ଲାଞ୍ଚ ନେଇ ଧରାପଡ଼ିଲେ ଆର୍‌ଆଇ, ପଟ୍ଟା ସଂଶୋଧନ କରିବାକୁ ନେଉଥିଲେ…

ରାଜନଗର,୨୭ା୨(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ତହସିଲ ଅନ୍ତର୍ଗତ କୋରଡ଼ାଗଡ଼ ସର୍କଲ ରାଜସ୍ବ ନିରୀକ୍ଷକ ପ୍ରଦ୍ୟୁମ୍ନ କୁମାର ବେହେରା ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି। ଏକ ପଟ୍ଟାକୁ ସଂଶୋଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri