Posted inଫୁରସତ

ଡ୍ୟାନ୍ସ କରୁକରୁ ପଡ଼ିଗଲେ କୁନିଝିଅ, ପରେ ଯାହା ହେଲା ଭିଡିଓ ଦେଖିଲେ…

ଦୁନିଆରେ ପ୍ରତିଭାର ଅଭାବ ନାହିଁ। ଲୋକମାନେ ପ୍ରତ୍ୟେକ କୋଣରେ ନିଜ ଭିତରେ ପ୍ରତିଭା ଲୁଚାଇ ବସିଛନ୍ତି। ସୋସିଆଲ ମିଡିଆ ଯୋଗୁ ଏହି ପ୍ରତିଭାମାନେ ଆଗକୁ ଆସିବାର ସୁଯୋଗ ପାଇଛନ୍ତି। ଅନେକ ଲୋକ ଅଛନ୍ତି, ଯେଉଁମାନେ କେବଳ ସୋସିଆଲ ମିଡିଆ ଯୋଗୁ ପ୍ରସିଦ୍ଧ ହୋଇଛନ୍ତି। ଏହି ଯେମିତି ରାନୁ ମଣ୍ଡଳ। ସୋସିଆଲ ମିଡିଆ ପାଇଁ ତାଙ୍କର ପରିଚୟ ସୃଷ୍ଟି ହୋଇଥିଲା। ଏହା ପରେ ଜଣଙ୍କ ପରେ ଜଣେ ନିଜର ପ୍ରତିଭା ଦେଖାଇବା ପାଇଁ ସୋସିଆଲ ମିଡିଆକୁ ବାଛି ନେଇଛନ୍ତି।

ନିକଟରେ ଏକ କୁନି ଝିଅର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। କୁନି ଝିଅ ଜଣଙ୍କ କେଶ ମୁକୁଳା କରି ଡ୍ୟାନ୍ସ କରୁଥିବା ଦେଖିବାକୁ ମିଳିଛି। କିନ୍ତୁ ଡ୍ୟାନ୍ସ କରିବା ସମୟରେ ହଠାତ୍‌ ତାଙ୍କ ଗୋଡ଼ ଖସିଗଲା ଆଉ ସେ ତଳେ ପଡ଼ିଗଲେ। ଏହା ପରେ କୁନିଝିଅ ପୁଣି ଥରେ ଉଠି ନାଚିବା ଆରମ୍ଭ କଲେ। କିନ୍ତୁ ସେ ତା’ଙ୍କ ପିଠିକୁ ବୁଲାଇବା ମାତ୍ରେ ପ୍ରବଳ ଯନ୍ତ୍ରଣା ଅନୁଭବ କରି କାନ୍ଦିବାକୁ ଲାଗିଲେ।

ଭିଡିଓ ଶେୟାର ହେବା ମାତ୍ରେ ସଙ୍ଗେ ସଙ୍ଗେ ତୀବ୍ର ବେଗରେ ଭାଇରାଲ ହୋଇଛି। ଝିଅଙ୍କ ଡ୍ରେସ ଖରାପ ହେବା ସହ ଯନ୍ତ୍ରଣା ମଧ୍ୟ ଅନୁଭବ କରିଥିଲେ। ଅନେକ ଲୋକ ଝିଅଙ୍କୁ ସାନ୍ତ୍ୱନା ଦେବାବେଳେ ତା’ଙ୍କ ଡ୍ୟାନ୍ସକୁ ପ୍ରଶଂସା କରିଛନ୍ତି। ଜଣେ ୟୁଜର ଲେଖିଛନ୍ତି, କାନ୍ଦିବା ବନ୍ଦ କର। ତୁମର ଡ୍ୟାନ୍ସ କମାଲ କରିଛି। ଦାଗ ଭଲ ବୋଲି ଜଣେ ୟୁଜର ମନ୍ତବ୍ୟ ଦେଇଛନ୍ତି। ଅନେକେ ହସିବା ବନ୍ଦ ନ କରିପାରୁନାହାନ୍ତି ବୋଲି ଲେଖିଛନ୍ତି। ଏହି ଭିଡିଓ ଏପର୍ଯ୍ୟନ୍ତ ଲକ୍ଷାଧିକ ଥର ଦେଖାସରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବେଚ୍ଛାଚାରୀ ଶାସକ ଭାବେ ପରିଚିତ ହିଟଲର୍‌ଙ୍କୁ ବି ହୋଇଥିଲା ପ୍ରେମ: ଜାଣନ୍ତୁ ତାଙ୍କ ରୋଚକ ପ୍ରେମକାହାଣୀ

ସତରେ ! ପ୍ରେମ କାହାକୁ ବି ହୋଇପାରେ, ସେଇଥିପାଇଁ ବୋଧେ ସମଗ୍ର ବିଶ୍ୱରେ କ୍ରୁର ଓ ସ୍ବେଚ୍ଛାଚାରୀ ଶାସକଭାବେ ପରିଚିତ ହିଟଲର୍‌ ବି ଏଥିରୁ ବାଦ୍‌ ଯାଇ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

‘ଆତଙ୍କବାଦ ଉପରେ ଦୋମୁହାଁ ମନୋଭାବ…,’ ମାଲେସିଆରେ ଏମିତି କହିଲେ ମୋଦି, ଶୁଣିଲେ ଉଡିବ ପାକିସ୍ତାନର ନିଦ

ନୂଆଦିଲ୍ଲୀ,୮।୨: ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସହ ଏକ ମିଳିତ ପ୍ରେସ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଭାରତ ଏବଂ ମାଲେସିଆ ସେମାନଙ୍କର ସମ୍ପର୍କକୁ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri