ଫ୍ଲଟିଂ କରିବାରେ ଓସ୍ତାଦ ଏହି ନାମଧାରୀ ମହିଳା

ଜ୍ୟୋତିଶ ଶାସ୍ତ୍ର ଅନୁସାରେ ନାମ ଯେପରି ଗୁରୁତ୍ୱପୂର୍ଣ୍ଣ ନାମର ପ୍ରଥମ ଅକ୍ଷର ମଧ୍ୟ ଠିକ୍‌ ସେହିପରି। ନାମର ପ୍ରଥମ ଅକ୍ଷର ଆମ ଜୀବନର ଅନେକ ରହସ୍ୟ ଖୋଲିଥାଏ। ଜାଣିବା ‘ପି’ ଅକ୍ଷରରୁ ଆରମ୍ଭ ନାମଧାରୀ ମହିଳାଙ୍କ ବିଷୟରେ।

ସମସ୍ତ ସମ୍ପର୍କ ଭଲଭାବେ ତୁଲାଇଥାନ୍ତି: ଏହି ନାମଧାରୀ ଝିଅମାନେ ବହୁତ ଭାଗ୍ୟବାନ ହୋଇଥାନ୍ତି। ଏମାନେ ନିଜ ପରିବାର ଏବଂ ସ୍ବାମୀଙ୍କୁ ସବୁବେଳେ ଖୁସିରେ ରଖିଥାନ୍ତି। ଏମାନଙ୍କ ପାଇଁ ନିଜ ପରିବାର ସବଠୁ ବେଶି ଗୁରୁତ୍ୱପୂର୍ଣ୍ଣ। ଯେତେ ବି ଦାୟିତ୍ୱ ଦିଆଯାଉ ଏମାନେ ସବୁକୁ ଭଲରେ ତୁଲାଇଥାନ୍ତି।
ଶୀଘ୍ର ମିଳେ ସଫଳତା: ଏହି ଝିଅମାନଙ୍କୁ ଖୁବ୍‌ଶୀଘ୍ର ସଫଳତା ମିଳିଥାଏ। କାରଣ ଏମାନେ କୌଣସି କାମକୁ ଅସମ୍ପୂର୍ଣ୍ଣ ଛାଡି ନ ଥାନ୍ତି। ସଫଳତା ପାଇବା ପାଇଁ ଏମାନେ ଦିନରାତି କାମ କରିଥାନ୍ତି।
ଦ୍ରୁତ ମସ୍ତିଷ୍କ: ଏହି ଝିଅମାନଙ୍କ ମସ୍ତିଷ୍କ ବହୁତ ଶକ୍ତ। ଏମାନଙ୍କୁ ସହଜରେ କେହି ନିଜ ଜାଲରେ ପକାଇପାରନ୍ତି ନାହିଁ। ଖୁବ୍‌ କମ୍‌ ସମୟ ମଧ୍ୟରେ ଏମାନେ ସମସ୍ତ ନିଷ୍ପତ୍ତି ନେଇପାରନ୍ତି। ଏମାନେ ବହୁତ ଚାଲାକ ।
ମନରେ ରଖନ୍ତି ସବୁ କଥା: ଏମାନେ ଯେତେବେଳେ ବିରକ୍ତ ହୋଇଯାଆନ୍ତି ମନର କଥାକୁ କହାସହ ବାଣ୍ଟନ୍ତି ନାହିଁ। ମନ ଭିତରେ ଚାପି ରଖନ୍ତି।
ଫ୍ଲର୍ଟ କରିବାରେ ଓସ୍ତାଦ: ପି ନାମଧାରୀ ମହିଳାମାନେ ପରିବେଶ ଅନୁଯାୟୀ ନିଜକୁ ଗଢ଼ିତୋଳନ୍ତି। ଏମାନେ ଫ୍ଲର୍ଟ କରିବାକୁ ଭଲପାଉଥିବା ବେଳେ ରୋମାଣ୍ଟିକ୍‌ ମଧ୍ୟ ଅଟନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri