Posted inଫୁରସତ

ଗୋଲାପି ରଙ୍ଗ ପସନ୍ଦ ବୋଲି ୯୨ ହଜାର ଡଲାର ଖର୍ଚ୍ଚ କରି କଲେ ଏଭଳି, ଏବେ ସବୁ…

ବ୍ରାଜିଲର ବ୍ରୁନାଙ୍କୁ ବେଶ୍‌ ପସନ୍ଦ ପିଙ୍କ୍‌ ବା ଗୋଲାପୀ ରଙ୍ଗ। ତାଙ୍କୁ ଏହି ରଙ୍ଗ ଏତେ ପସନ୍ଦ ଯେ, ସେ ଏହାକୁ ନିଜ ଜୀବନର ଏକ ଅଂଶରେ ପରିଣତ କରିଦେଇଛନ୍ତି। ଅର୍ଥାତ୍‌ ଘରର ରଙ୍ଗଠାରୁ ଆରମ୍ଭ କରି ଆସବାବପତ୍ର, ବାସନକୁସନ, ପୋଷାକ ସବୁକିଛି ତାଙ୍କର ଗୋଲାପୀ ରଙ୍ଗର। ସେଥିପାଇଁ ତାଙ୍କ ପ୍ରକୃତ ନାମ ବ୍ରୁନା କାରୋଲେନା ପେରେସ୍‌ ହୋଇଥିଲେ ହେଁ ଅନେକେ ତାଙ୍କୁ ବ୍ରୁନା ବାର୍ବି ବୋଲି କହନ୍ତି। ଛୋଟ ବେଳରୁ ହିଁ ତାଙ୍କର ଗୋଲାପୀ ରଙ୍ଗ ପ୍ରତି ଦୁର୍ବଳତା ଆସିଥିଲା। ସବୁବେଳେ ଗୋଲାପୀ ରଙ୍ଗର ଡ୍ରେସ୍‌ ପିନ୍ଧୁଥିଲେ। ବ୍ରୁନା ନିଜ ଘରକୁ ଗୋଲାପୀ ରଙ୍ଗର ସ୍ବର୍ଗ କରିବା ଲାଗି ଖର୍ଚ୍ଚ କରିଛନ୍ତି ୯୨,୦୦୦ ଡଲାର। ଘରର ଇଣ୍ଟେରିୟର୍‌, ପୁଲ୍‌, ଘର ଚାରିକଡ଼ ବାଡ ସବୁକିଛି ଗୋଲାପୀ ରଙ୍ଗର। ୨୦୧୩ରୁ ବ୍ରୁନା ନିଜ ପିଙ୍କ୍‌ ଲାଇଫ୍‌ ଷ୍ଟାଇଲ୍‌ର ଫଟୋ ସୋସିଆଲ ମିଡିଆରେ ଶେୟାର୍‌ କରିବା ଆରମ୍ଭ କରିଥିଲେ। ଆଉ ଧୀରେ ଧୀରେ ତାଙ୍କର ଫଲୋୟର୍‌ ବଢ଼ି ଚାଲିଲେ। ଆଉ ସେ ପାଲଟିଗଲେ ସୋସିଆଲ ମିଡିଆ ଇନ୍‌ଫ୍ଲୁଏନ୍ସର।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି କୋଣାର୍କ ପଠାଇଥିଲେ ରାଜାଭିଷେକ, ବିବାହ ବେଳର ୧,୫୧,୬୫୧ ମାଢ଼ ସୁନା

ଗତ ସଂଖ୍ୟାରେ ଆମେ ସାମ୍ରାଜ୍ୟ କେଉଁଠୁ, କେଉଁମାନେ ମନ୍ଦିର ନିର୍ମାଣ ପାଇଁ କେତେ ସହଯୋଗ କରିଥିଲେ ତା’ର ଏକ ଚିତ୍ର ଦେବାକୁ ଆରମ୍ଭ କରିଥିଲୁ। ଓଡ଼ିଆମାନେ ମନ୍ଦିର…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

ପ୍ରେମ ପାଇଁ ଦିନ ନୁହେଁ, ମନଟିଏ ଲୋଡ଼ା

ଆଜି ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଦିବସ। ମନର ମଣିଷ ସହ ହଜେଇବାର ଦିନଟିଏ। ପ୍ରେମୀଯୁଗଳଙ୍କ ପାଇଁ ସ୍ବପ୍ନ ଓ ସମ୍ଭାବନାର ମୁହୂର୍ତ୍ତ। ପାଶ୍ଚାତ୍ୟ ଦେଶରୁ ଆରମ୍ଭ ହୋଇଥିବା…

ନିଆରା ଟ୍ରେନ: ଲାଲ୍‌ ସିଗ୍‌ନାଲ୍‌ ନୁହେଁ, ହାତରେ ଯାଏ ଅଟକି

ପ୍ରତିଦିନ ହଜାର ହଜାର ଟ୍ରେନ ଦେଶସାରା ସିଗନାଲ ଅନୁସାରେ ଚାଲିଥାଏ। ସିଗନାଲ ଗ୍ରୀନ୍‌ ହେଲେ ଆରମ୍ଭ ହୁଏ ଏବଂ ସିଗନାଲ ଲାଲ ହେଲେ ବନ୍ଦ ହୋଇଯାଏ। ଭାରତରେ…

ଭାରତର ପ୍ରଥମ ଟ୍ରେନ୍‌, ଜାଣନ୍ତୁ ଏହା ବିଷୟରେ କିଛି ଆକର୍ଷଣୀୟ କଥା…

ଭାରତରେ ଅଧିକାଂଶ ଲୋକ ଟ୍ରେନ୍‌ରେ ଯାତ୍ରା କରିବାକୁ ପସନ୍ଦ କରନ୍ତି। ଭାରତରେ ରେଳ ଯାତ୍ରାକୁ ସୁଲଭ ଏବଂ ଆରାମଦାୟକ ବୋଲି ବିବେଚନା କରାଯାଏ। ଏହି କାରଣରୁ ଭାରତୀୟ…

ଗୁଗ୍‌ଲକୁ ପଚାରିଲେ ଚୋରି କରିବାର ଉପାୟ, ଲୁଟେରା ପରେ ଯାହା କଲେ ଜାଣିଲେ…

ଜୟପୁର,୧୧ା୨: ଅନେକ ସମୟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା କାହାଣୀଗୁଡ଼ିକ ସିଧାସଳଖ କୌଣସି ଫିଲ୍ମର ସିନ୍‌ ପରି ମନେହୁଏ। ଜୟପୁରରଏକି ଚୋରି ଘଟଣା ଠିକ୍‌ ଫିଲ୍ମର କାହାଣୀ…

କେଉଁଦିନ ହେବ ମହାବିନାଶକାରୀ ରାତି? ଜଣାପଡିଲା ପ୍ରଳୟର ତାରିଖ!

ବିଶ୍ୱାସ, ଇତିହାସ ଏବଂ ରାଜନୀତି ଉପରେ ହେଉଥିବା ବିତର୍କରେ ପ୍ରାୟତଃ ବିନାଶକାରୀ ରାତିର ଉଲ୍ଲେଖ କରାଯାଏ। ସମ୍ପ୍ରତି, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି ଯେ…

ପାରାକୁ ଖାଇବାକୁ ଦେଇ ଫସିଲେ ମହିଳା: ଲାଗିଲା ୨ ଲକ୍ଷ ଟଙ୍କା ଜରିମାନା

ସାଧାରଣତଃ ପଶୁ ଏବଂ ପକ୍ଷୀମାନଙ୍କୁ ଖାଇବାକୁ ଦେବା ଭଲ ବୋଲି ବିବେଚନା କରାଯାଏ। କିନ୍ତୁ ଯଦି ଏଥିପାଇଁ ଜଣଙ୍କ ଉପରେ ଜରିମାନା ଲଗାଯିବ, ତେବେ ଏହା ନିହାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri