Posted inଜାତୀୟ

ଦିଲ୍ଲୀ-ଲକ୍ଷ୍ନୌ ସମେତ ଅନ୍ୟ ସହରରେ ମହାଜାଗତିକ ବିରଳ ଦୃଶ୍ୟ…

ନୂଆଦିଲ୍ଲୀ,୨୫।୧୦ : ବର୍ଷର ଦ୍ୱିତୀୟ ତଥା ଶେଷ ସୂର୍ଯ୍ୟ ପରାଗ ଆରମ୍ଭ ହୋଇଛି। ଏହା ଏକ ଆଂଶିକ ସୂର୍ଯ୍ୟ ପରାଗ। ଏହତ ମହାଜାଗତିକ ଦୃଶ୍ୟ ଭାରତ ସମେତ ବିଶ୍ୱର ବହୁ ଦେଶରେ ଦେଖାଯାଇଛି।
ଭାରତରେ ଏହି ସୂର୍ଯ୍ୟ ଗ୍ରହଣ କେବଳ ଏକ ଘଣ୍ଟା ୪୫ ମିନିଟ ପାଇଁ ଦେଖାଯାଇଛି। ଏହା ଦେଶର ନୂଆଦିଲ୍ଲୀ, ମୁମ୍ବାଇ, ଅହମ୍ମଦାବାଦ, ସୁରଟ, ପୁଣେ, ଜୟପୁର, ଇନ୍ଦୋର, ଥାଣେ, ଭୋପାଳ, ଲୁଧିଆନା, ଆଗ୍ରା, ଚଣ୍ଡିଗଡ଼, ଉଜ୍ଜୟନୀ, ମଥୁରା, ପୋରବନ୍ଦର, ଗାନ୍ଧିନଗର, ସିଲଭାସା, ସୁରଟ, ପାନଜୀରେ ଦେଖିବାକୁ ମିଳିଛି। ଏହା ସହିତ ହାଇଦ୍ରାବାଦ, ବେଙ୍ଗାଲୁରୁ, ଚେନ୍ନାଇ, ଲକ୍ଷ୍ନୌ, କାନପୁର, ନାଗପୁର, ବିଶାଖାପଟ୍ଟନମ, ପାଟନା, ମାଙ୍ଗାଲୁରୁ, କୋଏମ୍ବାଟୁର, ଓଟି, ବାରାଣାସୀ ଏବଂ ଥିରୁବନନ୍ତପୁରମ ଆଦିଠାରେ ଏହି ମହାଜାଗତିକ ଦୃଶ୍ୟ ଏକ ଘଣ୍ଟାରୁ କମ ସମୟ ପର୍ଯ୍ୟନ୍ତ ଦୃଶ୍ୟମାନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ…

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?