Posted inରାଜ୍ୟ

ଲାଇନ୍‌ଚ୍ୟୁତ ହେଲା ମାଲ୍‌ବାହୀ ଟ୍ରେନ, ୨ ଆହତ

ରାଉରକେଲା,୨୨।୧୨: ବିମଳାଗଡ଼ ରେଲୱେ ୟାର୍ଡ ନିକଟରେ ମଙ୍ଗଳବାର ସାରେ ଏକ ଟ୍ରେନ ଦୁର୍ଘଟଣା ଘଟିଛି। ସନ୍ଧ୍ୟା ୭ଟାରେ ଲୁହାପଥର ନେଇ ଏକ ମାଲବାହୀ ଟ୍ରେନ ବରସୁଆଁରୁ ରାଉରକେଲା ଅଭିମୁଖେ ବାହାରିଥିଲା। କିଛି ବାଟ ଯିବା ପରେ ଟ୍ରେନ ୧୧୦ କିମି ବେଗ ଧରିଥିଲା। ଦ୍ରୁତ ଗତି ଯୋଗୁ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଟ୍ରେନର ୪ଟି ବଗି ଲାଇନଚ୍ୟୁତ ହୋଇଥିବାବେଳେ ଏହି ଘଟଣାରେ ଦୁଇ ଜଣ ଆହତ ହୋଇଛନ୍ତି। ଏଥି ଯୋଗୁ ରାଉରକେଲା-ବିମଳାଗଡ଼ ରୁଟରେ ବ୍ୟାହତ ହୋଇଛି ଟ୍ରେନ ଚଳାଚଳ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ବିଭାଗ ସହ ନିର୍ଦ୍ଦେଶାଳୟ ମିଶ୍ରଣ ପ୍ରସଙ୍ଗ:ପ୍ରଶାସନିକ ତତ୍ପରତା ଆରମ୍ଭ

ଭୁବନେଶ୍ୱର,୪-୯(ବ୍ୟୁରୋ):ରାଜ୍ୟରେ ଥିବା ସରକାରୀ ବିଭାଗ ଓ ସଂପୃକ୍ତ ନିର୍ଦ୍ଦେଶାଳୟଗୁଡିକର ମିଶ୍ରଣ କରାଯିବ। ଏହି ମିଶ୍ରଣ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ ପ୍ରଶାସନ ଅଣ୍ଟା ଭିଡିଛି। ସେହିକ୍ରମରେ...

ଡରାଉଛି ସମ୍ଭାବ୍ୟ ବାତ୍ୟା

କେନ୍ଦ୍ରାପଡ଼ା ଅଫିସ,୪।୧୨: ସମ୍ଭାବ୍ୟ ବାତ୍ୟା ଜଓ୍ବାଦ ଶନିବାରରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରଭାବ ପକାଇବ। ପାଣିପାଗ ବିଶେଷଜ୍ଞ ଓ ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ଏପରି ସୂଚନା...

ରାଜ୍ୟରେ ଆଖି ବୁଜିଲେ ୬୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୮।୮(ବ୍ୟୁରୋ): ରାଜ୍ୟରେ କରୋନାଜନିତ ସଂକ୍ରମଣ ପୂର୍ବାପେକ୍ଷା ସାମାନ୍ୟ କମିଥିଲେ ହେଁ ମୃତକଙ୍କ ସଂଖ୍ୟାରେ ପରିବର୍ତ୍ତନ ଆସୁନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ୬୯ ପ୍ରାଣ...

ରାଜଧାନୀରେ ବଢ଼ୁଛି କରୋନା କାୟା: ପୁଣି ଚିହ୍ନଟ ହେଲେ ୪୫ ନୂଆ ଆକ୍ରାନ୍ତ

ଭୁବନେଶ୍ୱର,୪।୭(ବ୍ୟୁରୋ): ରାଜଧାନୀରେ ମାଡ଼ି ଚାଲିଛି କରୋନା। ଶନିବାର ଆଉ ୪୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା...

ଆଜି ପ୍ରଚାର ମଇଦାନକୁ ଓହ୍ଲାଇବେ ଭୋଜପୁରୀ ଅଭିନେତା

ଝାରସୁଗୁଡା ଅଫିସ,୨୭।୫: ବ୍ରଜରାଜନଗର ଉପନିର୍ବାଚନ ଆସନ୍ତା ୩୧ରେ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରଚାର ଜୋରଦାର ଚାଲିଛି। ଅନେକ ହେଭିଓ୍ବେଟ୍‌ ନେତା ନିଜ ଦଳ ପାଇଁ ପ୍ରଚାର...

ଫଟୋ ଖବରଦାତାଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୭(ବ୍ୟୁରୋ): ବରିଷ୍ଠ ଫଟୋ ଖବରଦାତା ଅଶୋକ ପଣ୍ଡାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ବରିଷ୍ଠ...

ବୁଧବାର ବନକଲାଗି, ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ, ୬ା୮: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ଘଣ୍ଟା ଶ୍ରଦ୍ଧାଳୁ...

ମଲ୍‌ରେ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହିବ

ଭୁବନେଶ୍ୱର,୧୮ା୩ (ବ୍ୟୁରୋ): କରୋନା ସଂକ୍ରମଣ ଏଡ଼ାଇବା ପାଇଁ ଶପିଂ ମଲ୍‌ଗୁଡିକୁ ବନ୍ଦ କରାଯାଇଛି। ହେଲେ ମଲ୍‌ ଭିତରେ ରହିଥିବା ଗ୍ରୋସରୀ ଭଳି ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ...

Advertisement
Archives

Model This Week