ଏଣିକି ବିଳମ୍ବରେ ଅଫିସ ଆସିଲେ ଫସିବେ ସରକାରୀ କର୍ମଚାରୀ, ଛୁଟି ସହ କଟିବ…

ନୂଆଦିଲ୍ଲୀ,୨୨ା୬: ଏଣିକି ବିଳମ୍ବରେ ଅଫିସ ଆସିଲେ ଫସିବେ ସରକାରୀ କର୍ମଚାରୀ। କର୍ମଚାରୀଙ୍କ ଉପରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ। ଠିକ୍‌ ସମୟରେ ଅଫିସରେ ନ ପହଞ୍ଚିଲେ ଅଧାଦିନର ଛୁଟି କଟିବ ବୋଲି କେନ୍ଦ୍ର ସରକାର ସୂଚନା ଦେଇଛନ୍ତି।

ସୂଚନାନୁସାରେ, କେନ୍ଦ୍ରର କାର୍ମିକ ଓ ପ୍ରଶିକ୍ଷଣ ବିଭାଗ (ଡିଓପିଟି) ଦେଶର ସମସ୍ତ ସରକାରୀ କର୍ମଚାରୀଙ୍କ ପାଇଁ ଅଫିସରେ ପହଞ୍ଚିବାର ଗୋଟିଏ ନିର୍ଦ୍ଦିଷ୍ଟ ସମୟସୀମା ଧାର୍ଯ୍ୟ କରିଛି। ଏହି ସମୟ ମଧ୍ୟରେ ଅଫିସରେ ନ ପହଞ୍ଚିଲେ ସିଏଲ୍‌ (କାଜୁଆଲ ଲିଭ୍‌) କାଟିବାକୁ ନିଷ୍ପତ୍ତି ନିଆଯାଇଛି।

ଡିଓପିଟି ନିଷ୍ପତ୍ତି ଅନୁସାରେ, ସମସ୍ତ କର୍ମଚାରୀ ସକାଳ ୯ଟା ୧୫ରେ ଅଫିସରେ ପହଞ୍ଚି ବାୟୋମେଟ୍ରିକ୍‌ରେ ପଞ୍ଚ ଦେବେ। ଏଥିରେ ଖିଲାପ କଲେ ସମ୍ପୃକ୍ତ କର୍ମଚାରୀଙ୍କର ଅଧା ଦିନର ଛୁଟି କାଟି ଦିଆଯିବ।

ସେହିପରି ଯଦି ଜଣେ କର୍ମଚାରୀ କୌଣସି କାରଣରୁ ଅଫିସ ନ ଆସିବେ ତେବେ ତାଙ୍କୁ ଆଗୁଆ ଜଣାଇବାକୁ ପଡ଼ିବ ଏବଂ କାଜୁଆଲ ଲିଭ୍‌(ସିଏଲ୍‌) ଆପ୍ଲାଏ କରିବାକୁ ପଡ଼ିବ ବୋଲି ବିଭାଗ ନିର୍ଦ୍ଦେଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରେୟସ ଆୟର ଟିମ ଇଣ୍ଡିଆର ଅଧିନାୟକ ହେବା ପରେ ମୁହଁ ଖୋଲିଲେ ସୂର୍ଯ୍ୟକୁମାର, କହିଦେଲେ ଏମିତି କଥା…

ନୂଆଦିଲ୍‌ଲୀ,୭।୬: ଆଇପିଏଲ ପରେ ଭାରତୀୟ ଟି-୨୦ ଦଳରେ କିଛି ଚମକାଇ ଦେବା ଭଳି ପରିବର୍ତ୍ତନ ଦେଖିବାକୁ ମିଳିଛି। ସୂର୍ଯ୍ୟକୁମାର ଯାଦବ ଏବେ ଆଉ ଟିମ ଇଣ୍ଡିଆର ଅଧିନାୟକ…

ଓଡ଼ିଶା ପୋଲିସରେ ବଡ଼ ଅଦଳବଦଳ; ୪୩ ଇନ୍ସପେକ୍ଟରଙ୍କ ବଦଳି, ଜାଣନ୍ତୁ କାହାକୁ କେଉଁଠି ମିଳିଲା ଦାୟିତ୍ୱ

ଭୁବନେଶ୍ୱର, ୭ା୬: ଓଡ଼ିଶା ପୋଲିସରେ ଏକ ବଡ଼ ଧରଣର ଅଦଳବଦଳ ଦେଖିବାକୁ ମିଳିଛି। ଆଇନ ଶୃଙ୍ଖଳା ସ୍ଥିତିକୁ ଅଧିକ ସୁଦୃଢ଼ କରିବା ଏବଂ ପ୍ରଶାସନିକ କାର୍ଯ୍ୟଦକ୍ଷତା ବଢ଼ାଇବା…

ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବିରେ ସିଜେପିର ବିକ୍ଷୋଭ

ନୂଆଦିଲ୍ଲୀ,୭ା୬(ପି.ଟି.): ଏନ୍‌ଇଇଟି-ୟୁଜି ପ୍ରଶ୍ନପତ୍ର ଲିକ୍‌କୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ନୂଆଦିଲ୍ଲୀର ଯନ୍ତରମନ୍ତରଠାରେ ଶନିବାର କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ଦ୍ୱାରା ଆୟୋଜିତ…

୧୦ ଯାଏ ଗ୍ରୀଷ୍ମ ପ୍ରବାହ, କାଳବୈଶାଖୀ ସତର୍କତା

ଭୁବନେଶ୍ୱର, ୭ା୬ (ବନ୍ଦନା ସେଠୀ): ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ…

ସକାଳୁ ସକାଳୁ ବଡ଼ ଝଟ୍‌କା, ମହଙ୍ଗା ହେଲା ଘରୋଇ ସିଲିଣ୍ଡର ଦାମ୍‌; ଜାଣନ୍ତୁ ନୂଆ ଦର

ନୂଆଦିଲ୍ଲୀ,୭।୬: ଦେଶରେ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଜନତା ଅତିଷ୍ଠ ହୋଇପଡ଼ିଛନ୍ତି। ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ଦିନକୁ ଦିନ ମହଙ୍ଗା ହେବାରେ ଲାଗିଛି। କ୍ଷୀର, ପେଟ୍ରୋଲ-ଡିଜେଲ ଏବଂ ସିଏନଜି…

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri