ଦେବଦୂତ ସାଜିଲେ ଡେଲିଭରୀ ବୟ

ବେଜିଂ,୨୩।୭-ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ ମହିଳାଙ୍କ ପାଇଁ ଦେବଦୂତ ସାଜିଛନ୍ତି କିଛି ଡେଲିଭରୀ ବୟ। ଫଳରେ ମହିଳାଙ୍କ ଜୀବନ ଅଳ୍ପକେ ବର୍ତ୍ତି ଯାଇଛି। ଏପରି ଘଟଣା ପୂର୍ବ ଚୀନର ହ୍ୟାଙ୍ଗଝୋଉ ଅଞ୍ଚଳରେ ଦେଖିବାକୁ ମିଳିଛି। ଯାହାର ସମ୍ପୂର୍ଣ୍ଣ ଦୃଶ୍ୟ ସିସିଟିଭି କ୍ୟାମେରାରେ କଏଦ ହୋଇଛି।
ଭିଡିଓରେ, ଦୁର୍ଘଟଣା ପରେ ଜଣେ ମହିଳାଙ୍କ ଉପରେ ଏକ କାର ଚଢିଯାଇଛି। ଫଳରେ ମହିଳା ଜଣକ କାର୍‌ ଚକା ତଳେ ଚାପି ହୋଇ ରହିଛନ୍ତି। ପରେ କିଛି ଡେଲିଭରୀ ବୟ ଘଟଣାସ୍ଥଳରେ ପହଞ୍ଚି ୧୧ ସେକେଣ୍ଡରେ କାରକୁ ଉଠାଇ ଉକ୍ତ ମହିଳାଙ୍କୁ ଉଦ୍ଧାର କରିଥିଲେ। ପିପୁଲ୍ସ ଡେଲି ଚାଇନା ଟୁଇଟର ହ୍ୟାଣ୍ଡେଲରେ ଏହି ଭିଡିଓ ଶେୟାର ହୋଇଛି। ବର୍ତ୍ତମାନ ସୋସିଆଲ ମିଡିଆରେ ଏହି ଭିଡିଓଟି ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୋଲଜ୍‌ଙ୍କ ପାର୍ଟିରେ ୯ ମହିଳାଙ୍କୁ ଦିଆଯାଇଥିଲା ଡ୍ରଗ୍ସ

ବର୍ଲିନ, ୧୧ା୭: ଜର୍ମାନ ଚାନ୍‌ସେଲର ଓଲାଫ୍‌ ସ୍କୋଲଜ୍‌ ଏବଂ ତାଙ୍କ ସୋସିଆଲ ଡେମୋକ୍ରାଟିକ୍‌ ପାର୍ଟି ଏମ୍‌ପି ଯୋଗଦେଇଥିବା ଏକ ପାର୍ଟିରେ ୯ ମହିଳାଙ୍କୁ ଡ୍ରଗ୍ସ ଦିଆଯାଇଥିବା...

ଏମିତି ଦେଶ ଯେଉଁଠି ମୃତବ୍ୟକ୍ତିଙ୍କ ସହ ହୋଇଥାଏ ବିବାହ, ନେବାକୁ ପଡ଼େ ରାଷ୍ଟ୍ରପତିଙ୍କ ଅନୁମତି

ବିଭିନ୍ନ ଦେଶର ଆଇନକାନୁନ ଭିନ୍ନ ପ୍ରକାରର। ତେବେ ଏମିତି କିଛି ଆଇନକାନୁନ ରହିଛି ଯାହା ଶୁଣିଲେ ଆମକୁ ଆଶ୍ଚର୍ଯ୍ୟ ଲାଗେ। ଏମିତି ଏକ ଦେଶ ହେଉଛି...

ଜୁଆର ଆସିଲେ ବନ୍ଦ ହୋଇଯାଏ ଏୟାରପୋର୍ଟ, ଜାଣନ୍ତୁ କେଉଁଠି

ବିଶ୍ୱରେ ଏମିତି ଏକ ଏୟାରପୋର୍ଟ ରହିଛି, ଯେଉଁଠି ରନ୍‌ଓ୍ବେ ନାହିଁ। ମହାସାଗର କୂଳରେ ଅବତରଣ କରିଥାଏ ବିମାନ। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏମିତି ଏକ...

କାର୍‌ରେ ଅଛି ହେଲିପ୍ୟାଡ

ସବୁ ମଣିଷର ଇଚ୍ଛା ଥାଏ ତା’ପାଖରେ ନିଜର ଏକ କାର୍‌ ଥାଆନ୍ତା। ଯେଉଁଥିରେ ସେ ପରିବାର ସହ ବସି ବୁଲିପାରନ୍ତା। ଆଉ କେହି କେହି ଏମିତି...

ଧନ ପ୍ରାପ୍ତି ପାଇଁ ଦୀପାବଳୀରେ ପର୍ସରେ ରଖନ୍ତୁ ଗୋମତୀ ଚକ୍ର…

ଧନ ପ୍ରାପ୍ତି ପାଇଁ ଗୋମତୀ ଚକ୍ରର ଉପଯୋଗ ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ଏସମ୍ପର୍କରେ ଶାସ୍ତ୍ରରେ ଉଲ୍ଲେଖ ରହିଛି। ମାତା ଲକ୍ଷ୍ମୀ ସମୁଦ୍ରରୁ ଜାତ ହୋଇଥିବାରୁ ଶଙ୍ଖ, ଗୋମତୀ...

ତାଲିବାନ ନେତାଙ୍କୁ ଭେଟିଲା ଭାରତୀୟ ପ୍ରତିନିଧି ମଣ୍ଡଳ

କାବୁଲ,୨।୬: ଗତ ବର୍ଷ ଅଗଷ୍ଟ ପରଠାରୁ ତାଲିବାନ ସରକାର କ୍ଷମତାକୁ ଆସିବା ପରେ ପ୍ରଥମ ଥର ଭାରତୀୟ ପ୍ରତିନିଧୀ ଦଳ ଗୁରୁବାର କାବୁଲରେ ପହଞ୍ଚିଛନ୍ତି। ଭାରତୀୟ...

୧୦୫ ବର୍ଷରେ ଚତୁର୍ଥ ଶ୍ରେଣୀ ପରୀକ୍ଷା ଦେଲେ ଭାଗୀରଥି ଆମ୍ମା

ଥିରୁଭାନନ୍ତପୁରମ୍‌,୨୦।୧୧: ୧୦୫ ବର୍ଷରେ ଚତୁର୍ଥ ଶ୍ରେଣୀ ପରୀକ୍ଷା ଦେଇଛନ୍ତି ଭାଗୀରଥି ଆମ୍ମା। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। କେରଳରେ ଘଟିଛି ଏଭଳି ନିଆରା ଘଟଣା। କେରଳ...

ମୁକେଶ ଅମ୍ବାନୀଙ୍କ ଝିଅ ବାହାଘରର ଗୋଟିଏ କାର୍ଡର ମୂଲ୍ୟ ଜାଣି ହୋଇଯିବେ ଆଶ୍ଚର୍ଯ୍ୟ: ଖୋଲିଲେ ଶୁଭୁଥିଲା ଏମିତି

ପ୍ରସିଦ୍ଧ ବ୍ୟକ୍ତିଙ୍କ ବିବାହ ସବୁବେଳେ ଚର୍ଚ୍ଚାରେ ରହିଆସିଛି। ଏହାର ଏକ ବିଶେଷ କାରଣ ହେଉଛି ସେମାନଙ୍କ ବିବାହ ସମାରୋହ ବହୁତ ବିଳାସପୂର୍ଣ୍ଣ। ବିବାହରେ ନିମନ୍ତ୍ରଣ କାର୍ଡର...

Advertisement
Archives

Model This Week