ଜଙ୍ଗଲରେ ପଡିଛି ଅର୍ଦ୍ଧଦଗ୍ଧ ଗଳିତମୃତଦେହ: ତନାଘନା ଚଳାଇଛି

ବଣାଇଁ,୩୧।୮(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା କାଶୀରା ଗ୍ରାମ ନିକଟସ୍ଥ ବ୍ରାହ୍ମଣୀପାଟ ମେଢ ଜଙ୍ଗଲରେ ଅର୍ଦ୍ଧଦଗ୍ଧ ଗଳିତ ମୃତଦେହ ପଡିରହିଛି । ଅଧିକ ଗନ୍ଧ ହେବାରୁ ଗ୍ରାମବାସୀ କୋଇଡ଼ା ପୋଲିସକୁ ସୁଚନା ଦେଇଥିଲେ। କୋଇଡ଼ା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ପାରିପାଶର୍‌ବିକ ସ୍ଥିତି ପରକ୍ଷିବା ସହ ଅନୁଧ୍ୟାନ କରୁଛି । କେହି ହତ୍ୟା କରି ଫୋପାଡି ଦେଇଥାଇପାରେ ବୋଲି ଅଞ୍ଚଳରେ ଚର୍ଚ୍ଚା ଆରମ୍ଭ ହୋଇଛ। ପୋଲିସ ସାଇଣ୍ଟିଫିକ ଟିମାର ସହାୟତା ଲୋଡିଛି। ରାଉରକେଲାରୁ ପୋଲିସ ସାଇଣ୍ଟିଫିକ ଟିମ ଆସିଲେ ମୃତଦେହ ଜବତ ହେବ ବୋଲି ପୋଲିସ ସୂଚନା ଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ତ ଜୁଡୁବୁଡୁ ଅବସ୍ଥାରେ ଭଡାଘରୁ ଯୁବକ ଉଦ୍ଧାର: ବଢୁଛି ସନ୍ଦେହ

ବାହାନଗା,୧୮।୩(ଅରୂପ କୁମାର ଦାସ): ରକ୍ତ ଜୁଡୁବୁଡୁ ଅବସ୍ଥାରେ ଭଡାଘରୁ ଜଣେ ଯୁବକ ଉଦ୍ଧାର କରାଯିବା ଘଟଣା ପୋଲିସ ପାଇଁ ମୁଣ୍ଡବ୍ୟଥାର କାରଣ ସାଜିଛି। ଏଭଳି ଘଟଣା ଘଟିଛି…

ତେଲକୁ ନେଇ ରୁଷିଆ-ପାକିସ୍ତାନ ଭିତରେ ବଡ଼ ଡିଲ୍‌, ଭାରତକୁ ଜୋରଦାର ଝଟ୍‌କା!

ମସ୍କୋ,୧୮।୩: ବିଶ୍ୱର ଗଭୀର ଶକ୍ତି ସଙ୍କଟ ଏବଂ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ରୁଷିଆ ପାକିସ୍ତାନ ପ୍ରତି ବନ୍ଧୁତାର ହାତ ବଢ଼ାଇଛି। ପାକିସ୍ତାନରେ…

କେସିଙ୍ଗାରୁ ଭୁବନେଶ୍ୱର ହେଉ ସିଧା ଟ୍ରେନ ଚଳାଚଳ: ଲୋକ ସଭାରେ ଦାବି ଉଠାଇଲେ ଏମ୍‌ପି

କେସିଙ୍ଗା,୧୮।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ ଦିଲ୍ଲୀରେ ଅନୁଷ୍ଠିତ ଲୋକ ସଭା ଗୃହରେ କଳାହାଣ୍ଡି ଜିଲାର ସଂସଦୀୟ କ୍ଷେତ୍ର କଳାହାଣ୍ଡି ଓ ନୂଆପଡ଼ା ଜିଲା ପାଇଁ…

ବିଧାନସଭାରେ କୋକେଇ ଶୋଭାଯାତ୍ରା:‘ରାମ ନାମ ସତ୍ୟ ହେ’ ଧ୍ୱନିରେ ପ୍ରକମ୍ପିତ ପରିସର

ଭୁବନେଶ୍ୱର,୧୮।୩: ବିଧାନସଭାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖାଯାଇଛି। SCB ଟ୍ରାଜେଡିକୁ ଦେଇ ଗୃହରେ କମ୍ପିଛନ୍ତି ବିରୋଧୀ। ବିଧାନସଭାରେ ପ୍ରତିକାତ୍ମକ କୋକେଇ ଶୋଭାଯାତ୍ରା ବାହାର କରିଛନ୍ତି ବିରୋଧୀ…

ଏହି ୬ ସହରରେ ଆରମ୍ଭ ହେଲା ଇଣ୍ଡିଆ ପୋଷ୍ଟ’ର ୨୪ ଘଣ୍ଟିଆ ଗ୍ୟାରେଣ୍ଟେଡ୍‌ ଡେଲିଭରି ସେବା

ନୂଆଦିଲ୍ଲୀ ,୧୮ା୩:ଭାରତୀୟ ଡାକ ସେବା ପକ୍ଷରୁ ଦେଶର ୬ ସହରରେ ୨୪ ଘଣ୍ଟିଆ ନିଶ୍ଚିତ ଡେଲିଭରି(ସ୍ପିଡ୍‌ପୋଷ୍ଟ) ସେବା ଆରମ୍ଭ ହୋଇଛି। କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ…

ଘଟିବ କି କିଛି ଅଶୁଭ: ପୁଣି ନୀଳଚକ୍ର ଉପରେ ବସିଲା ଚିଲ

ପୁରୀ,୧୮ା୩(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ନୀଳଚକ୍ର ଉପରେ ମଙ୍ଗଳବାର ଅପରାହ୍ନରେ କିଛି ସମୟ ଧରି ଚିଲ ବସିଥିବା ଦେଖିବାକୁ ମିଳିଥିଲା। କିଛିଦିନ ହେବ ଲଗାତର ଏପରି ଘଟଣା ଦେଖିବାକୁ…

ରାତିରେ ଶୋଇଥିଲେ ସାଙ୍ଗ, ଛୁରି ଭୁସିଦେଲେ ଗଣ୍ଡ: ବିଶ୍ୱାସଘାତକତାର କରୁଣ ପରିଣତି

ଔପଦା, ୧୮।୩(ଧରିତ୍ରୀ ପଣ୍ଡା): ପୂର୍ବ ଶତ୍ରୁତାର ପ୍ରତିଶୋଧ ନେବାକୁ ଯାଇ ଜଣେ ବ୍ୟକ୍ତି ନିଜ ବନ୍ଧୁଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣା ବାଲେଶ୍ୱର ଜିଲା ଔପଦା…

ଡାକ୍ତରଖାନା ଆଗରେ ଜେଏମ୍‌ଏମ୍‌ର ଧାରଣା  

ମୋରଡ଼ା,୧୮ା୩(ସ୍ମାରକ ମାଜୀ):ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌) ତରଫରୁ ୨ ଦଫା ଦାବି ନେଇ ମଙ୍ଗଳବାରଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri