ଜଙ୍ଗଲରେ ପଡ଼ିଛି ମୁଣ୍ଡ ନ ଥିବା ମୃତଦେହ

କର୍ଲାମୁଣ୍ଡା,୨୬ା୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ମ.ରାମପୁର ରାସ୍ତାର ଅଲାତରା ସନ୍ନିକଟ ସୁନାମୁଖୀ ଜଙ୍ଗଲରେ ଜଣେ ଯୁବକର ମୁଣ୍ଡବିହୀନ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଶୁକ୍ରବାର ସକାଳେ ଖବର ପାଇ ମ.ରାମପୁର ଥାନାଧିକାରୀ ସଚିନ୍ଦ୍ର ପଧାନ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି। ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ ମୃତଦେହର ପରିଚୟ ମିଳିପାରିନାହିଁ । ତେବେ ମୃତକଙ୍କ ମୁଣ୍ଡ ନ ଥିବାରୁ ପରିଚୟ ମିଳିପାରୁନାହିଁ। ମୃତଦେହର ଡାହାଣ ଆଙ୍ଗୁଠିରେ ତିନୋଟି ମୁଦି ପିନ୍ଧିଥିବା ଲକ୍ଷ୍ୟ କରାଯାଇଛି ଓ ବାଇକ୍‌ ଚି଼ହ୍ନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରାବଣ ମାସ ପ୍ରଥମ ସୋମବାର ଶ୍ରୀଲିଙ୍ଗରାଜଙ୍କ ପୀଠରେ ୩ ହଜାର କାଉଡ଼ିଆ

ପୁରୁଣା ଭୁବନେଶ୍ୱର,୨୩। ୭(ଡି.ଏନ.ଏ.): ଶ୍ରାବଣ ମାସର ପ୍ରଥମ ସୋମବାରରେ ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କୁ ପ୍ରାୟ ୩ ହଜାର ୪୦ ଜଣ କାଉଡ଼ିଆ ଜଳଲାଗି କରିଥିବା ପ୍ରଶାସନ ସୂତ୍ରରୁ...

ନାରାୟଣପାଟଣା ଆଇଆଇସି ନିଲମ୍ବିତ

ଜୟପୁର, ୨।୨(ନି.ପ୍ର.): କୋରାପୁଟ ଜିଲା ନାରାୟଣପାଟଣା ଆଇଆଇସି ରଞ୍ଜିତ ସାହୁ ନିଲମ୍ବିତ ହୋଇଛନ୍ତି। ଲକ୍ଷ୍ମୀପୁର ଏସ୍‌ବିଆଇ ବ୍ୟାଙ୍କ ଲକର୍‌ରୁ ସୁନା ଚୋରି ଘଟଣାରେ ପୋଲିସ ପକ୍ଷରୁ...

ଲାଞ୍ଜିଗଡ଼ରେ ୨୦ ବର୍ଷର ଗଡ଼ ଭାଙ୍ଗିଲା

ଲାଞ୍ଜିଗଡ,୧୨।୩(ଡି.ଏନ.ଏ.): ଦୀର୍ଘ ୨୦ବର୍ଷ ପର୍ଯ୍ୟନ୍ତ ପୁର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀଙ୍କ କବଜାରେ ରହିଥିଲା ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷ ପଦବୀ । ହେଲେ ଶନିବାର ବ୍ଲକ ଅଧ୍ୟକ୍ଷା...

ଯୋଜନା ବିଷୟରେ ପ୍ରାଣୀପାଳକ ଅଜ୍ଞ

ଖଇରା, ୧୧।୬ ବେକାରୀମାନଙ୍କୁ ଉଭୟ ବ୍ୟକ୍ତିଗତ ଓ ଗୋଷ୍ଠୀଗତ ଭାବେ ସ୍ବାବଲମ୍ବୀ କରିବାକୁ ସରକାର ବହୁ ଯୋଜନା ପ୍ରଣୟନ କରୁଛନ୍ତି। ହେଲେ ପ୍ରଚାର, ପ୍ରସାର ଅଭାବରୁ...

ବ୍ୟାଙ୍କ ଧର୍ମଘଟ ଯୋଗୁ ଜମାକାରୀ ହଇରାଣ

ବାରିପଦା ଅଫିସ,୨୩ା୧୦- ଦିନିକିଆ ସର୍ବ ଭାରତୀୟ ବ୍ୟାଙ୍କ ଧର୍ମଘଟ ଯୋଗୁଁ ବାରିପଦାଠାରେ ବ୍ୟାଙ୍କିଙ୍ଗ ସେବା ପ୍ରଭାବିତ ହୋଇଥିଲା। ସେହିପରି ଧର୍ମଘଟରେ ସାମିଲ ହୋଇ ନ ଥିବା...

ବିଜେଡିରୁ ଇସ୍ତଫା ଦେଲେ ତେଜେଶ୍ବର ପରିଡା

ଭୁବନେଶ୍ବର,୩୦।୯(ବ୍ୟୁରୋ): ରାଜ୍ୟ ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ଼ର ପୂର୍ବତନ ସଭାପତି ତେଜେଶ୍ବର ପରିଡା ଗୁରୁବାର ବିଜେଡିରୁ ଇସ୍ତଫା ଦେଇଛନ୍ତି । ଏ ନେଇ ସେ ଟୁଇଟ୍‌...

ଗଦାପୁର ସ୍ବାସ୍ଥ୍ୟକର୍ମୀଙ୍କ ନାମରେ ଜିଲାପାଳଙ୍କୁ ଅଭିଯୋଗ: ଏଡିଏମ୍‌, ଇନ୍‌ଚାର୍ଜଙ୍କ ତଦନ୍ତ ଆରମ୍ଭ

ଦାରିଙ୍ଗବାଡ଼ି,୧୦।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗଦାପୁର ଉପ ସ୍ବାସ୍ଥ୍ୟକେନ୍ଦ୍ରର ମହିଳା ସ୍ବାସ୍ଥ୍ୟକର୍ମୀ କଳ୍ପନା ଘଡ଼େଇ ସ୍ଥାନୀୟ ଆଶାକର୍ମୀଙ୍କୁ ଖରାପ ବ୍ୟବହାର କରିବା ସହ ସ୍ଥାନୀୟ...

ସତ୍ୟପାଠ ଦାଖଲ କଲେ ରାଜ୍ୟ ସରକାର

କଟକ ଅଫିସ,୧୦ । ୧୦: କଟକ ଦଶହରା ମୂର୍ତ୍ତି ଉଚ୍ଚତା ନେଇ ହାଇକୋର୍ଟରେ ଚାଲିଥିବା ମାମଲାରେ ଶୁକ୍ରବାର ଶୁଣାଣି ହୋଇଛି। ଏହି ଅବସରରେ ରାଜ୍ୟ ସରକାରଙ୍କ...

Advertisement
Archives

Model This Week