Posted inଖେଳ

କାଳେ ଖେଳ ସମୟରେ ହୋଇଯିବ ହାର୍ଟ ଆଟାକ: ପାକିସ୍ତାନୀ ଖେଳାଳିଙ୍କୁ ମୃତ୍ୟୁ ଭୟ !…

ଇସଲାମାବାଦ,୨୬।୮ : ପାକିସ୍ତାନ କ୍ରିକେଟ ଦଳର ଜଣେ ଯୁବ ଖେଳାଳିଙ୍କୁ ନେଇ ଏବେ ସବୁଆଡେ ଆଲୋଚନା କରାଯାଉଛି। ଭାରତ ବିପକ୍ଷ ଏସିଆ କପରେ ତାଙ୍କ ଡେବ୍ୟୁକୁ କ୍ରିକେଟ ପ୍ରଶଂସକମାନେ ଅପେକ୍ଷା କରିଛନ୍ତି। ନିକଟରେ ଆଫଗାନିସ୍ତାନ ବିପକ୍ଷ କଡ଼ାମୁକାବିଲା ରୋମାଞ୍ଜକର ମ୍ୟାଚରେ, ଶେଷ ଓଭରରେ ସେ ଦଳକୁ ଜିତାଇଥିଲେ। ପରେ ସେ କହିଥିଲେ ତାଙ୍କୁ କାଳେ ହାର୍ଟ ଆଟାକ ହୋଇପାରେ ବୋଲି ସେ ଭୟ କରୁଛନ୍ତି।
ପାକିସ୍ତାନର ୨୦ ବର୍ଷୀୟ ଦ୍ରୁତ ବୋଲର ନସିମ ଶାହା ଆଜିକାଲି ତାଙ୍କ ବୋଲରଙ୍କ ଅପେକ୍ଷା ବ୍ୟାଟିଂ ନେଇ ଅଧିକ ଚର୍ଚ୍ଚାରେ ଅଛନ୍ତି।

ନିକଟରେ ପାକିସ୍ତାନ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜର ଦ୍ୱିତୀୟ ମ୍ୟାଚରେ ଆଫଗାନିସ୍ତାନ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ପଞ୍ଜିକରଣ କରିଛି। ଶେଷ ଓଭରରେ ନାସିମ ଚାରିଟି ଚୌକା ସହ ଦଳ ପାଇଁ ବିଜୟ ଆଣିଥିଲେ। ଗତ ବର୍ଷ ମଧ୍ୟ ଏସିଆ କପ ସମୟରେ ସମାନ ମ୍ୟାଚରେ ସେ ଲଗାତାର ଦୁଇଟି ଛକା ମାରି ଆଫଗାନିସ୍ତାନ ବିପକ୍ଷରେ ପାକିସ୍ତାନକୁ ବିଜୟ ଦେଇଥିଲେ।

ନାସିମ ଶାହାଙ୍କ ମ୍ୟାଚ ପରବର୍ତ୍ତୀ ଭିଡିଓ ଭାଇରାଲ ହେବାରେ ଲାଗିଛି ଯେଉଁଥିରେ ସେ ଚାପ ବିଷୟରେ କହୁଥିବାର ନଜର ଆସିଥିଲେ। ସେ କହିଛନ୍ତି, ମୁଁ କହିବାକୁ ଚାହେଁ ମୋ ପର୍ଯ୍ୟାୟ ଯଥା ସମ୍ଭବ ଶେଷ ହେବା ଉଚିତ। ନଚେଚ ଦିନେ ଏପରି ମ୍ୟାଚ ସମୟରେ ମୁଁ ହାର୍ଟ ଆଟାକ ମରିଯିବାର ଭୟ ରହିବ। ସମସ୍ତଙ୍କୁ ଧନ୍ୟବାଦ ମୁଁ ଏହା କରିବାକୁ ସକ୍ଷମ ହେଲି ।

ଯେତେବେଳେ ବି ମୁଁ ଏକ ପରିସ୍ଥିତିକୁ ଯାଏ, ମୁଁ ନିଜ ଉପରେ ବିଶ୍ୱାସ କରେ । ଆମକୁ ଏହି ବିଜୟର ବହୁତ ଆବଶ୍ୟକତା ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri