ଘର ଭାଙ୍ଗିଲେ ହାତୀପଲ, ଧାନ-ମକା ଫସଲ ଦଳିଚକଟି କଲେ ନଷ୍ଟ

ପାଟଣା,୨୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖୀରେଈ ଟାଙ୍ଗିରି ସେକ୍ସନ ଯମୁନା ପଶି ବିଟ୍‌ ମାନପୁର ଗ୍ରାମରେ ବୁଧବାର ରାତିରେ ୧୭ ଟିକିଆ ହାତୀପଲ ୨ଘର ଭାଙ୍ଗିବା ସହ ବ୍ୟାପକ ଧାନ ଓ ମକା ଫସଲ ଉଜାଡ଼ି ଦେଇଛନ୍ତି। ମାନପୁର ଗ୍ରାମର ଶୁକଦେବ ମହାକୁଡ଼ ଓ ନବ କିଶୋର ମହାକୁଡ଼ଙ୍କ ଖପର ଘର ଭାଙ୍ଗି ଦେଇଛନ୍ତି। ଏଥିସହ ମାନପୁର, ପଦ୍ମପୁର, ଡେଣୁଆଁ ଗ୍ରାମର ଧାନ ଏବଂ ମକା ଫସଲ ନଷ୍ଟ କରିଦେଇଛନ୍ତି। ଗୁରୁବାର ଏହି ହାତୀପଲ ପାଟଣା ସେକ୍ସନ କେନ୍ଦେଇପଶି କାଜୁ ବଗିଚାରେରେ ଡେରା ପକାଇଛନ୍ତି l ଏହି ୧୭ ଟିକିଆ ହାତୀଦଳରେ ୨ ଦନ୍ତା,୧୦ ମାଈ ଏବଂ ୫ ଛୁଆ ହାତୀ ରହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!

ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ…

ଆଜି ଚିତ୍ରା ନକ୍ଷତ୍ରରେ ଶୁକ୍ରଙ୍କ ପ୍ରବେଶ: ଏହି ୫ ରାଶିଙ୍କ ଉପରେ ଧନବର୍ଷା, ହେବେ ମାଲାମାଲ୍‌

ଜ୍ୟୋତିଷଶାସ୍ତ୍ର ଅନୁସାରେ, ଐଶ୍ୱର୍ଯ୍ୟ, ସୁଖ-ସୁବିଧା ଓ ଧନର କାରକ ଭାବେ ପରିଚିତ ଶୁକ୍ର ଗ୍ରହ ମଙ୍ଗଳଙ୍କ ନକ୍ଷତ୍ର ଚିତ୍ରାରେ ପ୍ରବେଶ କରିଛନ୍ତି। ଜ୍ୟୋତିଷବିଦଙ୍କ ମତରେ, ଶୁକ୍ରଙ୍କ ଏହି…

ମଣିଷ ମସ୍ତିଷ୍କ କୋଷରେ ଚାଲିବ ସୁପର କମ୍ପ୍ୟୁଟର: ତିଆରିହେଲା ବିଶ୍ୱର ପ୍ରଥମ ‘ଜୀବନ୍ତ ସୁପର କମ୍ପ୍ୟୁଟର’

ସିଙ୍ଗାପୁର,୨୫ା୮:କମ୍ପ୍ୟୁଟର ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ବିଜ୍ଞାନ ପ୍ରକୃତରେ ଏକ ଚମତ୍କାର କରି ଦେଖାଇଛି। ଏଣିକି କେବଳ ସିଲିକନ୍‌ ଚିପ୍‌ ନୁହେଁ, ବରଂ ମଣିଷ ମସ୍ତିଷ୍କର…

ଗୋରଙ୍କ ବୟାନକୁ ନେଇ ହଇଚଇ, ମୋଦି-ଟ୍ରମ୍ପ୍‌ ପ୍ରେସ୍‌ମିଟ୍‌ରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ନ ରଖିବାକୁ ଭାରତ…

ନୂଆଦିଲ୍ଲୀ,୨୫ା୮: ଫ୍ରାନ୍ସରେ ଜି୭ ସମିଟ୍‌ ଅବସରରେ ଗତ ଜୁନ୍‌ ୧୭ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ହୋଇଥିଲା। ଏହା ପରେ…

ସରକାରଙ୍କ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ

ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍‌କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ…

ଚିନି ଦର ବଢ଼ିବା ଭିତରେ ସରକାର ନେଲେ ବଡ଼ ନିଷ୍ପତ୍ତି, ୨ ମାସ ଭିତରେ…

ନୂଆଦିଲ୍ଲୀ,୨୫ା୮: ଦେଶରେ ଚିନିର ବଢ଼ୁଥିବା ଦର ଉପରେ ଲଗାମ ଲଗାଇବାକୁ କେନ୍ଦ୍ର ସରକାର ଆମଦାନୀ ସମ୍ପର୍କିତ ନିୟମକୁ ଆହୁରି କଡ଼ା କରିଛନ୍ତି । ଏବେ ଟାରିଫ୍ ରେଟ୍…

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗାଁରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗାଁରେ ୨୦…

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri