‘ମଙ୍କିପକ୍ସ’ମୁକାବିଲା ନେଇ ଅପରାହ୍ନରେ ବସିବ ଉଚ୍ଚ ସ୍ତରୀୟ ବୈଠକ

ଭୁବନେଶ୍ୱର,୩୦।୭(ବ୍ୟୁରୋ): ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଏବେ ‘ମଙ୍କିପକ୍ସ’ମାମଲା ଚିନ୍ତା ବଢାଇଲାଣି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏହାକୁ କିଭଳି ନିୟନ୍ତ୍ରଣରେ ରଖାଯାଇ ପାରିବ ସେନେଇ ଶନିବାର ଉଚ୍ଚ ସ୍ତରୀୟ ବୈଠକ ବସିବ। ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୪.୩୦ରେ ଏହି ବୈଠକ ଅନୁଷ୍ଠିତ ହେବ। ଏଥିରେ ସ୍ବାସ୍ଥ୍ୟ ସଚିବ ନିକୁଞ୍ଜ ଧଳ, ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର, ଜନ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ଏବଂ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଉପସ୍ଥିତି ରହିବେ। ଦେଶରେ ‘ମଙ୍କିପକ୍ସ’ ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟରେ ପ୍ରସ୍ତୁତ ଆରମ୍ଭ ହୋଇଯାଇଛି। ତେବେ ଏହି ବୈଠକରେ ‘ମଙ୍କିପକ୍ସ’ ମୁକାବିଲା ନେଇ ବ୍ଲୁପ୍ରିଣ୍ଟ୍‌ ପ୍ରସ୍ତୁତ କରାଯିବ।
ଅନ୍ୟପକ୍ଷେ, ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପୂର୍ବରୁ ‘ମଙ୍କିପକ୍ସ’କୁ ନେଇ ଗାଇଡ୍‌ଲାଇନ୍‌ ଜାରି ହୋଇସାରିଛି। ଯାହାଙ୍କ ଠାରେ ‘ମଙ୍କିପକ୍ସ’ର ଲକ୍ଷଣ ଦେଖାଗଲେ, ଆଇସୋଲେଶନରେ ରହିବା ସହତୁରନ୍ତ ସ୍ବାସ୍ଥ୍ୟ ବିଭାଗକୁ ଅବଗତ କରାଇବାକ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍‌ଡାଉନ୍‌ରେ ସେବା ଯୋଗାଇବ ମୋ ବସ୍‌: ବିମାନବନ୍ଦର, ରେଳ ଷ୍ଟେଶନ, ବସ୍‌ଷ୍ଟାଣ୍ଡ୍‌ ଓ ହସ୍ପିଟାଲକୁ ସ୍ବତନ୍ତ୍ର ରୁଟ୍‌

ଭୁବନେଶ୍ୱର, ୨୨।୩(ବ୍ୟୁରୋ): କରୋନା ସଂକ୍ରାମଣ ଏଡ଼ାଇବାକୁ ୨୨ରୁ ୨୯ ତାରିଖ ଯାଏ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି ରାଜ୍ୟ ସରକାର। ତେବେ ଏହି ସମୟରେ କ୍ୟାପିଟାଲ ରିଜିଅନ୍‌...

ମେଡିସିନ୍‌ କିଣା ଉପରେ ଲାଗିଲା କଟକଣା

କଟକ ଅଫିସ,୧୫।୧୦: ଓଡ଼ିଶା ବାହାରୁ ମେଡିସିନ୍‌ କିଣା ଉପରେ ଲାଗିଲା କଟକଣା। ନକଲି ଔଷଧ କାରବାର ଘଟଣା ସାମ୍ନାକୁ ଆସିବା ପରେ ଓଡ଼ିଶା କେମିଷ୍ଟ ଆଣ୍ଡ...

୫ ନାଗାବାବାଙ୍କୁ ଉଠାଇନେଲା ପୋଲିସ

ଭୁବନେଶ୍ୱର,୨୬ା୬(ସୂର୍ଯ୍ୟକାନ୍ତ ବେହେରା): ମଞ୍ଚେଶ୍ବର ପୋଲିସ ୫ ସନ୍ଦିଗ୍ଧ ନାଗା ବାବାଙ୍କୁ ଅଟକ ରଖିଛି। ମଞ୍ଚେଶ୍ବର ଅଞ୍ଚଳରେ ବୁଲୁଥିବା ବେଳେ ସୋମବାର ଏହି ୫ ଜଣଙ୍କୁ ଉଠାଇ...

ଥାନାକୁ ଆସିଲେନି ସୂର୍ଯ୍ୟକାନ୍ତ

ଭୁବନେଶ୍ୱର, ୨୨ା୭(ବ୍ୟୁରୋ): ‘ମୋ ସାଇକେଲ’ କବାଡିଖାନାକୁ ଯିବା ତଥା ୩ଶହ ସାଇକେଲ ହଜିବା ନେଇ ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ୍‌ (ବିଏସ୍‌ସିଏଲ୍‌) ପକ୍ଷରୁ ଶହୀଦ ନଗର ଥାନାରେ...

ବିଲ୍ଡର ସଂସ୍ଥାର ନିର୍ଦ୍ଦେଶକ ଗିରଫ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ଫ୍ଲାଟ୍‌ ଦେବାକୁ କହି ଏକାଧିକ ଲୋକଙ୍କଠାରୁ ୧.୧୬ କୋଟି ଠକେଇ ଅଭିଯୋଗରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ମଧ୍ୟସ୍ଥ ସାଜିଥିବା ଜଣେ ବିଲ୍ଡରଙ୍କୁ...

ଲକ୍‌ଡାଉନ୍‌ରେ ପ୍ରାତଃ ଭ୍ରମଣ, ସାଇକ୍ଲିଂ ବନ୍ଦ

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ ଲକ୍‌ନାଉନ୍‌, ଶଟ୍‌ଡାଉନ୍‌ ସତ୍ତ୍ୱେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢ଼ି ଚାଲିଛି। ବିଶେଷକରି କଟକ ଓ ଭୁବନେଶ୍ୱର ଦ୍ୱୈତନଗରୀରେ ସଂକ୍ରମଣ ଅଧିକ ବଢ଼ୁଛି।...

୧୦୬ କୋଟି ଟଙ୍କାର ଜାଲ୍‌ ବିଲ୍‌ ର଼୍ୟାକେଟ

ଭୁବନେଶ୍ୱର,୨୯।୬(ବ୍ୟୁରୋ): ନିଜେ କିଛି କିଣାବିକା କରୁ ନ ଥିଲେ। ଜାଲ୍‌ କାଗଜପତ୍ରରେ କମ୍ପାନୀ କରି ଜାଲ୍‌ ବିଲ୍‌ ପ୍ରସ୍ତୁତ କରୁଥିଲେ। ଉକ୍ତ ଜାଲ୍‌ ବିଲ୍‌ ମାଧ୍ୟମରେ...

ଜୁନ୍‌ ୧୩ରେ ବାଚସ୍ପତି ନିର୍ବାଚନ

ଭୁବନେଶ୍ବର,୯।୬(ବ୍ୟୁରୋ): ଆସନ୍ତା ଜୁନ୍‌ ୧୩ରେ ଅନୁଷ୍ଠିତ ହେବ ବାଚସ୍ପତି ନିର୍ବାଚନ। ସେନେଇ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ ହେବ ବୋଲି ବିଧାନସଭା ସଚିବାଳୟ ପକ୍ଷରୁ ସୂଚନା ଦିଆଯାଇଛି।...

Advertisement
Archives

Model This Week