ଜଣଙ୍କୁ ବନ୍ଧକ ରଖିଲେ ୧୦ ହଜାର ଡଲାର ସହ ମିଳୁଛି ଘର, ହମାସ ଆତଙ୍କବାଦୀ କଲେ ସ୍ବୀକାର…

ଜେରୁଜେଲମ,୨୪।୧୦ : ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ଚାଲିଛି। ଏହି ସମୟରେ ଇସ୍ରାଏଲର ସୁରକ୍ଷା ଏଜେନ୍ସି ଦାବି କରିଛି ହମାସ ଆତଙ୍କବାଦୀଙ୍କୁ ଯଥାସମ୍ଭବ ଇସ୍ରାଏଲର ଲୋକଙ୍କୁ ବନ୍ଧକ ରଖିବା ପାଇଁ ଟାର୍ଗେଟ ଦିଆଯାଇଛି। ଜଣେ ଇସ୍ରାଏଲ ନାଗରିକଙ୍କୁ ବନ୍ଧକ ରଖିବା ପାଇଁ ତାଙ୍କୁ ୧୦ ହଜାର ଡଲାର ଏବଂ ଗୋଟିଏ ଘର ଦିଆଯାଉଛି।

ଏଜେନ୍ସି ଦାବି କରିଛି ଆତଙ୍କବାଦୀ କହିଛନ୍ତି ତାଙ୍କୁ ଯଥାସମ୍ଭବ ମହିଳା ଓ ଶିଶୁଙ୍କୁ ଅପହରଣ କରିବାକୁ ଟାର୍ଗେଟ ଦିଆଯାଇଛି। ଏହା ବ୍ୟତୀତ ଘର ଲୁଟ କରିବା ଏବଂ ଯଥାସମ୍ଭବ ଲୋକଙ୍କୁ ବନ୍ଦୀ କରିବା ପାଇଁ ସେମାନଙ୍କୁ ସ୍ପଷ୍ଟ ନିର୍ଦ୍ଦେଶ ଦିଆଯାଇଛି। ଆଇଏଏସ କହିଛି ନିଯୁକ୍ତ ଆତଙ୍କବାଦୀମାନେ ହତ୍ୟାକାଣ୍ଡ ଘଟାଉଛନ୍ତି। ଏଥି ସହିତ, ହମାସର ସାମରିକ ୱିଙ୍ଗର ବରିଷ୍ଠ କମାଣ୍ଡୋମାନେ ଗୁପ୍ତରେ ନିର୍ଦ୍ଦେଶ ଦେଉଛନ୍ତି।

ହମାସ ଆତଙ୍କବାଦୀ ଏଜେନ୍ସିକୁ କହିଛନ୍ତି ଆକ୍ରମଣ ସମୟରେ ଯେତେବେଳେ ଜଣେ ମହିଳାଙ୍କ ଗୃହପାଳିତ କୁକୁର ବାହାରକୁ ଆସିଲା, ମୁଁ ଏହାକୁ ଏବଂ ମହିଳାଙ୍କୁ ଗୁଳି କରିଥିଲି। ମୁଁ ମୃତ ଦେହ ଉପରେ ମଧ୍ୟ ଗୁଳି ଚଳାଇଥିଲି, ଯେଉଁଥିରେ ମୋର କମାଣ୍ଡର ମୋତେ ପାଟି କରିବାକୁ ଲାଗିଲେ ତୁମେ କାହିଁକି ଗୁଳି ନଷ୍ଟ କରୁଛ? ଅନ୍ୟ ଜଣେ ହମାସ ଆତଙ୍କବାଦୀ କହିଛନ୍ତି ଆକ୍ରମଣରେ ମୁଁ ଦୁଇଟି ଘର ଜାଳି ଦେଇଥିଲି। ଆମେ ଯାହା ପାଇଲୁ ସବୁକିଛି ନଷ୍ଟ କରିଦେଇଥିଲୁ।

 


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା,…

୩୩ ଫିଲ୍ମକୁ ପଛରେ ପକାଇ ଓସ୍କାର ଗଲା ‘ଗୋନ୍ଧଳ’; ମିଳିଲା ଅଫିସିଆଲ୍ ଟିକେଟ୍!

ନୂଆଦିଲ୍ଲୀ: ୯୯ତମ ଏକାଡେମୀ ଆୱାର୍ଡ (ଓସ୍କାର ୨୦୨୭) ପାଇଁ ଭାରତରୁ ଅଫିସିଆଲ ଏଣ୍ଟ୍ରି କରିଛି ମରାଠୀ ଫିଲ୍ମ ‘ଗୋନ୍ଧଳ’। ଫିଲ୍ମ ଫେଡେରେସନ ଅଫ ଇଣ୍ଡିଆ ଏବଂ ଇମ୍ପାର…

ନାମାଙ୍କନ ପ୍ରତ୍ୟାହାର କଲେ ମମତାଙ୍କ ପ୍ରାର୍ଥୀ: ଦିଦି କଲେ ବଡ଼ ଘୋଷଣା, କହିଲେ ଏବେ ମୁଁ…

କୋଲକାତା,୧୮।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ବଡ଼ ରାଜନୈତିକ ମୋଡ଼ ଆସିଛି। ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀର ପ୍ରାର୍ଥୀ ସଞ୍ଚିତା ପ୍ରଧାନ (ଦେ) ନନ୍ଦୀଗ୍ରାମ ଆସନରୁ ନିଜ…

ନିର୍ବାଚନ ଚିହ୍ନ ହରାଇବା ପରେ ମମତା ବାନାର୍ଜୀଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ…

କୋଲକାତା,୧୮।୯: ନିର୍ବାଚନ ଆୟୋଗ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଋତୁବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀ ପାଇଁ ନୂତନ ନାମ ଘୋଷଣା କରିଛନ୍ତି। ଏହା ସହିତ, ଉଭୟ…

ପାକିସ୍ତାନରେ ନମାଜ ସମୟରେ ଆତ୍ମଘାତୀ ଆକ୍ରମଣ; ୧୬ ମୃତ, ଅନେକ ଆହତ

ଇସଲାମାବାଦ,୧୮।୯: ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶ ଅନ୍ତର୍ଗତ କୋହାଟ ଜିଲାର ‘ପୋଲିସ ଲାଇନ୍ସ’ ଅଞ୍ଚଳରେ ଶୁକ୍ରବାର (୧୮ ସେପ୍ଟେମ୍ବର, ୨୦୨୬) ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏହା…

ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର…

ନିର୍ବାଚନ ଆୟୋଗଙ୍କ ବଡ଼ ଘୋଷଣା: ମମତାଙ୍କୁ ମିଳିଲା ନୂଆ ପାର୍ଟି ନାଁ-ଚିହ୍ନ, ଜାଣନ୍ତୁ ଋତବ୍ରତଙ୍କୁ କ’ଣ ଦିଆଗଲା…

କୋଲକାତା,୧୮।୯: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ଦୁଇ ଭିନ୍ନ ଗୋଷ୍ଠୀ ପାଇଁ ନିର୍ବାଚନ ଆୟୋଗ ନୂଆ ଦଳୀୟ ନାମ…

ନକଲି ଫେସ୍‌ବୁକ୍‌ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ

ସମ୍ବଲପୁର,୧୮ା୯(ପ୍ରମୋଦ ବହିଦାର): ଫେସ୍‌ବୁକରେ ନକଲି ଆଇଡି ଖୋଲି ଟଙ୍କାକୁ ଦ୍ୱିଗୁଣ କରିଦେବାର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଦୁଇ ଭଉଣୀଙ୍କ ସହ ଭାଇଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?