ଲଗାଣ ବର୍ଷାରେ ଭାଙ୍ଗିଲା ଘର, କାନ୍ଥ ପଡ଼ି ୨ ଗାଈ ମୃତ

ଦାରିଙ୍ଗବାଡ଼ି,୧୧ା୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ତୁହାକୁ ତୁହା ବର୍ଷା ହେଉଛି। ରବିବାର ଭ୍ରମରବାଡ଼ି ପଞ୍ଚାୟତ ପୁଡ଼ିରାଜଲା ଗ୍ରାମରେ ଏକ ଘର ଭାଙ୍ଗିଯିବାରୁ କାନ୍ଥ ପଡ଼ି ଉକ୍ତ ଗ୍ରାମର ବୁଡୁ ସାହୁଙ୍କ ଦୁଇଟି ଗାଈଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଗୋଟିଏ ଗାଈକୁ ଗୁରୁତର ଭାବେ ଉଦ୍ଧାର କରି ଚିକିତ୍ସା କରାଯାଇଛି। ସ୍ଥାନୀୟ ପ୍ରାଣୀଧନ ବିଶେଷଜ୍ଞ ଦୀପକ ପ୍ରଧାନ ଏହାର ଚିକିତ୍ସା କରିଛନ୍ତି।

ପ୍ରକାଶ ଯେ, ବୁଡ଼ୁଙ୍କ ଘରକୁ ଲାଗି ତାଙ୍କ ଗୁହାଳ ରହିଛି। ବର୍ଷା ଯୋଗୁ ଘର କାନ୍ଥ ଭୁଶୁଡ଼ି ଗୁହାଳ ଘରେ ପଡ଼ିଥିଲା। ଫଳରେ ଏପରି ଅଘଟଣ ଘଟିଥିଲା। ସେହିପରି ବର୍ଷା ଯୋଗୁ ଦାରିଙ୍ଗବାଡ଼ିରେ ପନିପରିବା ଚାଷରେ ବହୁ କ୍ଷତି ପହଞ୍ଚିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନୃତ୍ୟ ଗ୍ରାମୀଣ ସାଂସ୍କୃତିକ ଲୋକ ଜୀବନର ବିଭବ

ବଲାଙ୍ଗୀର ଅଫିସ,୧୫ା୧ – ଜିଲା ଲେଖକ ପରିଷଦ ପକ୍ଷରୁ ଆୟୋଜିତ ବଲାଙ୍ଗୀର ବହିହାଟ ଷଷ୍ଠ ସନ୍ଧ୍ୟାରେ ଲୋକ ସାହିତ୍ୟ ଆଲୋଚନାକ୍ରମରେ ଦଣ୍ଡନୃତ୍ୟ ସମ୍ପର୍କରେ ଆଲୋଚନାଚକ୍ର ଅନୁଷ୍ଠିତ...

ଆମ୍ବଲାନ୍ସକୁ ଧକ୍କା ଦେଲା ଗୋରୁ ବୋଝେଇ ପିକ୍‌ଅପ୍‌: ୧୦ରୁ ଊର୍ଦ୍ଧ୍ୱ ଗୋରୁ ଉଦ୍ଧାର, ଜଣେ ଆହତ

ବାହାନଗା,୨୨ା୯(ଡି.ଏନ.ଏ.)-ବାହାନଗା ବ୍ଲକ ଖନ୍ତାପଡାସ୍ଥିତ ୧୬ ନମ୍ବର ଜାତୀୟ ରାଜପଥ ଚିତାପଦା ଡାଇଭର୍ଶନଠାରେ ସୋମବାର ଏକ ଆମ୍ବଲାନ୍ସ ପଛପଟୁ ଗୋରୁ ବୋଝେଇ ପିକଅପ୍‌ ଭ୍ୟାନ ଧକ୍କା ଦେଇଥିଲା...

ମହିଳାଙ୍କୁ ଧକ୍କା ଦେଲା ସ୍କୁଲ ବସ୍‌, ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

ଯୋଡ଼ା,୨୪।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ସିରାଜୁଦ୍ଦିନ୍‌ ଖଣି ବି-ପ୍ଲଟ ତାରିଣୀ ମନ୍ଦିର ରାସ୍ତା ନିକଟରେ ଦୁର୍ଘଟଣା ଘଟିଛି। ଏକ ସ୍କୁଲ ବସ୍‌ ଜଣେ...

ମ୍ୟୁନିସିପାଲିଟି କରୋନା ଯୋଦ୍ଧାଙ୍କୁ ଔଷଧ ବ୍ୟବସାୟୀ ସଂଘର ସହାୟତା

ବଲାଙ୍ଗୀର ଅଫିସ, ୨୧ା୪: କରୋନା ସଂକ୍ରମଣକୁ ଖାତିର ନ କରି ଲକ୍‌ଡାଉନ୍‌ ସମୟରେ ଜନସାଧାରଣଙ୍କୁ ସେବା ଯୋଗାଇ ଆସୁଥିବା ମ୍ୟୁନିସିପାଲିଟି କର୍ମଚାରୀଙ୍କୁ ବଲାଙ୍ଗୀର ଔଷଧ ବ୍ୟବସାୟୀ...

ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ରଣପୁର, ୨୭।୧୧(ସ୍ବ.ପ୍ର): ନୟାଗଡ ଜିଲା ରଣପୁର ବ୍ଲକ ଚାନ୍ଦପୁର ଥାନା କେରଣ୍ଡାଟାଙ୍ଗିି ପଞ୍ଚାୟତ ମୁକ୍ତାପୁର ପାତାଳେଶ୍ୱର ମନ୍ଦିର ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ହାତୀ...

ବର୍ଷା ହେଲେ ସ୍କୁଲର ଅବସ୍ଥା ବେହାଲ: ବାହାରେ ମଧ୍ୟାହ୍ନଭୋଜନ ଖାଉଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୧୧।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଓ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟଠାରୁ ମାତ୍ର ୧ କି.ମି. ଦୂରରେ ଥିବା ଜାଗେଶପଦର ପ୍ରାଥମିକ...

ପୋଲିସ ଇନ୍‌ଫର୍ମର ସନ୍ଦେହରେ ଯୁବକଙ୍କ ଗଳାକାଟି ହତ୍ୟା

ମାଲକାନଗିରି,୨୭।୮(ସ୍ବ.ପ୍ର.): ମାଲକାନଗିରି ଛତିଶଗଡ଼ ସୀମାନ୍ତ ନାରାୟଣପୁର ଜିଲାରେ ପୁଣି ମାଓହିଂସା ଦେଖିବାକୁ ମିଳିଛି । ପୋଲିସ ଇନ୍‌ଫର୍ମର ସନ୍ଦେହରେ ଜଣେ ଯୁବକଙ୍କୁ ଶୁକ୍ରବାର ମାଓବାଦୀ ହତ୍ୟା...

ଭୂତ, ଚକୁଳିିଆ ପଣ୍ଡା ବେଶରେ ସଚେତନତା

ଖୋର୍ଦ୍ଧା ଅଫିସ,୧୬ା୪: ବଜାରରେ ବୁଲୁଥିବା ଅମାନିଆ ବାଇକ ଚାଳକଙ୍କୁ ସଚେତନ କରିବା ଲାଗି ଆଗେଇ ଆସିଛନ୍ତି ସାମାଜିକ କର୍ମୀ ତଥା ଖବରଦାତା ଧନେଶ୍ୱର ବିଧାର। ସମ୍ପୂର୍ଣ୍ଣ...

Advertisement
Archives

Model This Week