Posted inଜାତୀୟ

ମନ୍ଦାରମଣି ସମୁଦ୍ର କୂଳରେ ୩୫ ଫୁଟ ଲମ୍ବ ବିରାଟକାୟ ତିମି

କୋଲକତା, ୨୯।୬: ପଶ୍ଚିମବଙ୍ଗ ମନ୍ଦାରମଣି ସମୁଦ୍ର କୂଳରେ ୩୫ ଫୁଟ ଲମ୍ବର ବିରାଟକାୟ ତିମି ମୃତଦେହ ଲାଗିଛି। ତିମିର ରକ୍ତାକ୍ତ ମୁଣ୍ଡ ମୁହାଣରେ ପଡ଼ି ରହିଛି। ଏଭଳି ବିରାଟକାୟ ତିମି ଏହା ପୂର୍ବରୁ ଏଠାରେ ଦେଖାଯାଇ ନ ଥିବା କୁହାଯାଉଛି। ସ୍ଥାନୀୟ ଲୋକେ ଏଠାରେ ଜମା ହୋଇଥିବାବେଳେ ଖବର ପାଇ ପୂର୍ବ ମେଦିନାପୁରର ବନ୍ୟ ବିଭାଗ ଉଚ୍ଚ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ତିମିର ଲାଞ୍ଜରେ କେତେକ ଗଭୀର କ୍ଷତ ରହିଥିବା ବନ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସମୁଦ୍ରରେ କୌଣସି କାରଣରୁ ତିମିର ମୃତ୍ୟୁ ଘଟିବା ପରେ ମୃତଦେହ ଲହଡ଼ିରେ ଭାସି ଆସିଥିବା ଅନୁମାନ କରାଯାଉଛି। ସୂଚନାଯୋଗ୍ୟ, ମନ୍ଦାରମଣି ଏକ ଲୋକପ୍ରିୟ ପର୍ଯ୍ୟଟନସ୍ଥଳ। କୋଲକାତାଠାରୁ ୧୫୦ କିମି ଦୂରରେ ଦୀଘା ନିକଟରେ ଥିବା ଏହି ପର୍ଯ୍ୟଟନ ସ୍ଥଳ ଏବେ କରୋନା ସଂକ୍ରମଣ ଲାଗି ଘୋଷଣା ହୋଇଥିବା ଲକ୍‌ଡାଉନ୍‌ ଯୋଗୁ ଜନଶୂନ୍ୟ ହୋଇପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ସଂକ୍ରମଣ: ଭାରତର ସ୍ଥିତି ଇଟାଲିଠାରୁ ମାସେ; ଆମେରିକାଠୁ ମାତ୍ର ୧୫ ଦିନ ଦୂରରେ

ନୂଆଦିଲ୍ଲୀ,୨୧।୩: ପୃଥିବୀସାରା କରୋନା ଯୋଗୁ ଆତଙ୍କ ଦେଖାଦେଇଛି। ଫଳରେ ଗମନାଗମନ ଏକଦମ୍‌ ଠପ୍‌ ହୋଇଯାଇଛି। ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେଧୀରେ ବଢୁଛି। ଭାରତର ସ୍ଥିତି...

କୁକୁର ବେଲ୍ଟରେ କ୍ୟାମେରା

ନୂଆଦିଲ୍ଲୀ, ୨୮।୧: ଭାରତୀୟ ସୁରକ୍ଷା ବ୍ୟବସ୍ଥାରେ ଡଗ୍‌ ସ୍କ୍ବାଡ୍‌କୁ ନିୟୋଜିତ କରାଯାଇଥାଏ। ତେବେ ଏବେ ଏହି ସ୍କ୍ବାଡ୍‌ର ପ୍ରତି କୁକୁରଙ୍କ ବେଲ୍ଟରେ କ୍ୟାମେରା ଲଗାଯାଇ ସେମାନଙ୍କୁ...

କରୋନା ବିରୋଧରେ ଲଢ଼େଇ: ଏକଜୁଟ ହୋଇ ଦୀପ ଜାଳିଲେ ଦେଶବାସୀ

ନୂଆଦିଲ୍ଲୀ,୫ ।୪: କରୋନା ସଂକ୍ରମଣ ନେଇ ଭାରତରେ ଆତଙ୍କ ଦେଖାଦେଇଥିବାବେଳେ ଏହାକୁ ରୋକିବା ଲାଗି ଦେଶବାସୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅନୁରୋଧ କ୍ରମେ ରବିବାର ରାତ୍ର...

ଉଦ୍ଧବ ଠାକରେଙ୍କୁ ଝଟ୍‌କା: ଶିବସେନା ଛାଡିଲେ ଅବଦୁଲ

ମୁମ୍ବାଇ,୪।୧: ମହାରାଷ୍ଟ୍ରରେ ଶିବସେନା ନେତୃତ୍ୱରେ ଗଢାଯାଇଥିବା ଉଦ୍ଧବ ଠାକରେଙ୍କ ମନ୍ତ୍ରିମଣ୍ଡଳରେ କିଛି ଠିକ୍‌ ଚାଲୁ ନ ଥିବା ଆଲୋଚନା ହେଉଛି। କାରଣ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପରେ...

ଭାଜପା ଭାଙ୍ଗିଲା ନିଜ ୨୦୧୪ ରେକର୍ଡ: ଦ୍ୱିତୀୟ ଇନିଂସ୍‌ ପାଇଁ ମୋଦି ସଜବାଜ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନ ଭୋଟ ଗଣତିରେ ଭାଜପା ୩ ଶହରୁ ଅଧିକ ଆସନରେ ଆଗୁଆ ରହିଛି। ଏହା ଦ୍ୱାରା ଭାଜପା ନିଜର ୨୦୧୪ ଲୋକ...

ନିର୍ଭୟା ମାମଲା: ଦୋଷୀଙ୍କ କ୍ୟୁରେଟିଭ ପିଟିସନର ଶୁଣାଣି ଆଜି

ନୂଆଦିଲ୍ଲୀ,୧୪।୧: ନିର୍ଭୟା ଗଣ ବଳାତ୍କାର ମାମଲାର ଦୋଷୀ ବିନୟ ଶର୍ମା ଓ ମୁକେଶଙ୍କ ଦ୍ୱାରା ଦାଖଲ କରାଯାଇଥିବା କ୍ୟୁରେଟିଭ ପିଟିସନର ଶୁଣାଣି ମଙ୍ଗଳବାର ଦିନ ପ୍ରାୟ...

କ୍ୟାବିନେଟ ପ୍ରସ୍ତାବ ଫେରାଇଦେଲେ ରାଜ୍ୟପାଳ

ଜୟପୁର,୨୮।୭: ରାଜସ୍ଥାନ ବିଧାନସଭା ଅଧିବେଶନ ଡାକିବା ଲାଗି ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ବାରମ୍ବାର ଅନୁରୋଧ ସତ୍ତ୍ୱେ ରାଜ୍ୟପାଳ କଲରାଜ ମିଶ୍ର ଏହାକୁ ଏଡାଇ ଚାଲିଛନ୍ତି। ଏପରିକି...

ନୋଏଡ଼ାରେ ୨ ମାସ ପର୍ଯ୍ୟନ୍ତ ୧୪୪ ଧାରା ଜାରି

ନୂଆଦିଲ୍ଲୀ, ୮।୮: ଉତ୍ତରପ୍ରଦେଶ ନୋଏଡ଼ାରେ ଆସନ୍ତା ୨ ମାସ ପର୍ଯ୍ୟନ୍ତ ୧୪୪ ଧାରା ଜାରି ରହିବ ବୋଲି ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି। ସୁରକ୍ଷା ଦୃଷ୍ଟିରୁ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *