Posted inଖେଳ

ଶ୍ରୀଲଙ୍କା ପାଇଁ ୪୨୯ ରନର ବିଶାଳ ବିଜୟ ଲକ୍ଷ୍ୟ…

ନୂଆଦିଲ୍ଲୀ,୭।୧୦: କ୍ରିକେଟ ବିଶ୍ୱକପର ଚତୁର୍ଥ ମ୍ୟାଚ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଶ୍ରୀଲଙ୍କା ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଶନିବାର ଖେଳାଯାଉଛି। ମ୍ୟାଚରେ ଶ୍ରୀଲଙ୍କା ଅଧିନାୟକ ସାନୁଦ ଶାନାକା ଟସ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବାବେଳେ ଦକ୍ଷିଣ ଆଫ୍ରିକା ଦଳ ଅଧିନାୟକ ଟେମ୍ବା ବାଭୁମାଙ୍କ ନେତୃତ୍ୱରେ ବ୍ୟାଟିଂ ଆରମ୍ଭ କରି ପ୍ରାରମ୍ଭିକ ବିପର୍ଯ୍ୟୟରେ ସମ୍ମୁଖୀନ ହୋଇଥିଲା। ଅଧିନାୟକ ନେମ୍ବାଙ୍କୁ ଦିଲଶାନ ମଧୁଶାଙ୍କା ୮ ରନରେ ଏଲବିଡବ୍ଲ୍ୟ କରି ପାଭିଲିୟନକୁ ଫେରାଇ ଦେଇଥିଲେ। ତେବେ ଦଳ ପରବର୍ତ୍ତୀ ସମୟରେ ନିଜର ସ୍ଥିତି ସୁଦୃଢ଼ କରିଥିଲା।

ଦଳ ଧାର୍ଯ୍ୟ ୫୦ ଓଭରରେ ୫ ଓ୍ବିକେଟ ହରାଇ ୪୨୮ ରନ କରିଛି। ଫଳରେ ଶ୍ରୀଲଙ୍କା ପାଇଁ ୪୨୯ ରନର ବିଶାଳ ବିଜୟ ଲକ୍ଷ୍ୟ ରହିଛି।
ଦକ୍ଷିଣ ଆଫ୍ରିକା ପକ୍ଷରୁ ଓ୍ବିକେଟ କିପର ଓ୍ବିଣ୍ଟୋ ଡି କକ୍‌ ୧୦୦ ରନ କରିଥିବାବେଳେ ରାସି ଭାନ ଡେର ଡ୍ୟୁସେନ ୧୦୮, ଆଡେନ ମାର୍କେରମ ୧୦୬,ହେନରିଚ କ୍ଲାସେନ ୩୨, ଡେଭିଡ ମିଲର ୩୯ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲା: ଅଦାଲତଙ୍କ ବିନାନୁମତିରେ ପ୍ରକାଶ ହେବନି ଫଳ

କଟକ/ମହାକାଳପଡ଼ା,୧୨ା୮(କାର୍ତ୍ତିକ ସାହୁ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ମାମଲାର ଶୁଣାଣି ମଙ୍ଗଳବାର ଶେଷ ହୋଇଛି। ହାଇକୋର୍ଟ ବିଚାରପତି…

ମୁଁ ସବୁ ପ୍ରଶ୍ନର ଉତ୍ତର ଦେବି…କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୧୨।୮: ସଂସଦର ମୌସୁମୀ ଅଧିବେଶନରେ ଚାଲିଥିବା ଅଚଳାବସ୍ଥା ମଧ୍ୟରେ ସମସ୍ତ ପ୍ରଶ୍ନର ଉତ୍ତର ଦେବାକୁ ପ୍ରସ୍ତୁତ ଥିବା କହିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ।…

ପ୍ରଥମଥର ଏକାକୀ ବିମାନ ଉଡ଼ାଇଲେ ଯୁବତୀ, ଆକାଶରେ ଥାଇ ବାପାଙ୍କୁ କହିଲେ ଏହି ଦୁଇ ଶବ୍ଦ, ହୃଦୟକୁ ଛୁଇଁଗଲା…

ବାପା ଏବଂ ଝିଅଙ୍କ ମଧ୍ୟରେ ସମ୍ପର୍କ ବହୁତ ସ୍ବତନ୍ତ୍ର ହୋଇଥାଏ। ଜଣେ ବାପା ହେଉଛନ୍ତି ପ୍ରଥମ ବ୍ୟକ୍ତି ଯିଏ ତାଙ୍କ ଝିଅର ସ୍ବପ୍ନରେ ବିଶ୍ୱାସ କରନ୍ତି। ପ୍ରତ୍ୟେକ…

ପିଲାମାନଙ୍କୁ ସଠିକ୍‌ ମାର୍ଗ ଦର୍ଶନ ସହ ଅଧିକ ସମୟ ଦେବାକୁ ପରାମର୍ଶ

ଗଞ୍ଜାମ,୧୨ା୮(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ଭାରତୀ ବିଦ୍ୟାପୀଠ କନ୍‌ଫରେନ୍ସ ହଲ୍‌ଠାରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଏକ ଦିନିକିଆ ପ୍ରଧାନଶିକ୍ଷୟିତ୍ରୀ/ଶିକ୍ଷକ ସମ୍ମିଳନୀ ଓ ନବ ଭାରତ ସାକ୍ଷରତା…

ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ ହାତୀପଲ

ପାଟଣା,୧୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ବିଷ୍ଣୁପୁର ଗାଁରେ ଦୋଳଗୋବିନ୍ଦ ମିଶ୍ରଙ୍କ ଘର ଭାଙ୍ଗିବା ପରେ ପାଟଣା ସେକ୍ସନ ଅନ୍ତର୍ଗତ ମଲ୍ଲିପୋଷି ବିଟ୍‌ର…

୨୦୦୦ ଟଙ୍କା ପାଇଁ ମା’ଙ୍କୁ ରାସ୍ତା ମଝିରେ ଘୋଷାଡ଼ି ପିଟିଲେ ପୁଅ: ପୋଲିସ ପହଞ୍ଚିବାରୁ ମା’ ଯାହା କହିଲେ ପାଦତଳୁ ଖସିଯିବ ମାଟି

ଜବଲପୁର,୧୨।୮:କଥାରେ ଅଛି, ମା’ ପରି ଦୁନିଆରେ କେହି ନାହିଁ। ଛୁଆ ଯେତେ ବିପଥଗାମୀ ହେଲେ ମଧ୍ୟ, ଜଣେ ମା’ ପାଇଁ ସେ ସବୁବେଳେ ଭଲ ହୋଇଥାଏ। ଏହାର…

ମୌଳିକ ସୁବିଧାରୁ ବଞ୍ଚିତ ସିଆଲପଡ଼ାବାସୀ: ଯାତାୟାତ ନେଇ ବଢୁଛି ଚିନ୍ତା

କର୍ଲାମୁଣ୍ଡା,୧୨।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ର ଯୋରାଡବରା ଗ୍ରାମ ପଞ୍ଚାୟତର କୁଶୁର୍ଲା ରାଜସ୍ବ ଗ୍ରାମର ହାମଲେଟ ହେଉଛି ସିଆଲପଡ଼ା। ତେବେ ପଡ଼ାର ରାସ୍ତାର ଅବସ୍ଥା…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri