ନିଜ ସର୍ଭିସ ରାଇଫଲରୁ ଗୁଳି ଚଳାଇ ଜୀବନ ହାରିଲେ ଯବାନ

ନୂଆପଡ଼ା ଅଫିସ,୧୭ା୧: ନିଜ ସର୍ଭିସ ରାଇଫଲରୁ ଗୁଳି ଚଳାଇ ଜୀବନ ହାରିଛନ୍ତି ଜଣେ ଯବାନ। ଏପରି ଅଭାବନୀୟ ଘଟଣା ଘଟିଛି ନୂଆପଡ଼ା ଜିଲା କୋମନା ଥାନା ଅଞ୍ଚଳରେ।

ସୂଚନାନୁସାରେ, କୋମନା ଥାନା ଅଞ୍ଚଳର ବରକୋଟରେ ଥିବା ସିଆର୍‌ପିଏଫ୍‌ କ୍ୟାମ୍ପରେ ସୋମବାର ସକାଳେ ଜଣେ ଯବାନ ନିଜ ସର୍ଭିସ ରାଇଫଲରୁ ଗୁଳି ଚଳାଇ ଆତ୍ମହତ୍ୟା କରିଛନ୍ତି। ମୃତ ଯବାନ ଜଣଙ୍କ ହେଲେ ରାମ ପ୍ରସାଦ। ତାଙ୍କ ଘର ଉତ୍ତରପ୍ରଦେଶରେ ବୋଲି ଜଣାପଡ଼ିଛି। ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ଥିବାବେଳେ କୋମନା ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ବର୍ଷ ମଧ୍ୟରେ ପ୍ରଥମ: ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ ସ୍ଥଗିତ

ନୂଆଦିଲ୍ଲୀ,୧୮।୮: କୋରମ ଅଭାବରୁ ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ (AGM) ସ୍ଥଗିତ ରଖାଯାଇଛି। ବୈଠକ ପାଇଁ ଆବଶ୍ୟକ ସଂଖ୍ୟକ ସଦସ୍ୟ ଉପସ୍ଥିତ ନଥିଲେ, ଯାହା ଫଳରେ…

୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍‌

ସମ୍ବଲପୁର,୧୮।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବା ଆରମ୍ଭ କରିଛି।…

ଯାହାକୁ ରଖିବେ ଅନନ୍ତ : ତାଳଗଛକୁ ଆଶ୍ରୟ କରି ବନ୍ୟା ପାଣିରେ ୫ ଦିନ ପରେ, ମୁଣ୍ଡ ଦେଖି…

ଧାମନଗର, ୧୮।୮ (ସନ୍ତୋଷ କୁମାର ମହାପାତ୍ର): ଗତ କିଛି ଦିନ ଧରି ଲଘୁଚାପଜନିତ ବର୍ଷା ଯୋଗୁ ବୈତରଣୀ ଓ ଏହାର ଶାଖା ନଦୀ କୋଚିଳା, ଗେଙ୍ଗୁଟି, କଣ୍ଡିଆ,…

ନୂଆ ଡିଜିପି ଚୟନ ଶୁଣାଣି ଘୁଞ୍ଚିଲା: ପକ୍ଷ ରଖିଲେ ରାଜ୍ୟ ସରକାର

ନୂଆଦିଲ୍ଲୀ,୧୮।୮: ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ସୁପ୍ରିମକୋର୍ଟରେ ନିଜ ପକ୍ଷ ରଖିଛନ୍ତି ଓଡ଼ିଶା ସରକାର। ସେପ୍ଟେମ୍ବର ୨ ତାରିଖରେ ମାମଲାର…

ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି: ଲୁଟିନେଲେ ୫୦ ତୋଳା ସୁନା, ନଗଦ ଟଙ୍କା

କୋରାପୁଟ,୧୮ା୮(ଅମିତାଭ ବେହେରା): କୋରାପୁଟ ସହରର ମେଘରାଜ ଅଞ୍ଚଳରେ ଗୋଟିଏ ରାତିରେ ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି ହୋଇଛି। ଦୁଇ ଘରୁ ପ୍ରାୟ ୫୦ ତୋଳା ସୁନା ଅଳଙ୍କାର…

ବିଜୟ ପାଇଁ ବିଶାଳ ଟାର୍ଗେଟ ଦେଲା ଭାରତ: ଶ୍ରୀଲଙ୍କାକୁ ଲୋଡ଼ା ‘ଚମତ୍କାର’

ଗାଲେ,୧୮।୮: ଗାଲେରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ଚତୁର୍ଥ ଦିନରେ ଶ୍ରୀଲଙ୍କା ପାଇଁ ୩୭୨ ରନର ଟାର୍ଗେଟ ଦେଇଥିଲା। ପ୍ରଥମ ଇନିଂସରେ ୪୫୦ରୁ ଅଧିକ ରନ…

ଗଞ୍ଜେଇ ଚାଲାଣ ପାଇଁ ଯୋଜନା ଚାଲିଥିବା ବେଳେ ମାଡିବସିଲା ଅଡବା ପୋଲିସ, ୭ କ୍ୱିଣ୍ଟାଲ ଜବତ

ମୋହନା,୧୮।୮(ମନ୍ମଥ ମିଶ୍ର): ଜଙ୍ଗଲରୁ ବାହାରିଲା ୭ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତରବା ପଞ୍ଚାୟତ ଆଟାପଡ଼ା…

ବାପାକୁ ଆକ୍ରମଣ କଲେ ପୁଅ, ଗିରଫ କରିବାକୁ ଯାଇ ପୋଲିସ ହଟହଟା

ଗୋପ,୧୮।୮( ଭାରତୀ ଭୂଷଣ ଉପାଧ୍ୟାୟ): ମଙ୍ଗଳବାର ଭୋର ସମୟରେ ଗୋପ ଥାନା ଅନ୍ତର୍ଗତ ଗଣେଶ୍ବରପୁର ଗ୍ରାମରେ ଛୁରାମାଡ଼ ହୋଇଛି । ରାମଚନ୍ଦ୍ର ରଥଙ୍କ ଏକମାତ୍ର ପୁତ୍ର ବିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri