ଚାକିରିକୁ ପୂରିନି ଦେଢ ବର୍ଷ, କନିଷ୍ଠ ଯନ୍ତ୍ରୀଙ୍କୁ ଗ୍ରାସିଲା ଟଙ୍କା ଲୋଭ: ଭିଜିଲାନ୍ସ ହାବୁଡରେ ପଡ଼ି…

ବରଗଡ,୧୦।୬(ପ୍ରେମାନନ୍ଦ ଖମାରୀ): ୮ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ଛନ୍ତି ବରଗଡ଼ ଜିଲା ଗାଇସିଲଟ ବ୍ଲକରେ କାର୍ଯ୍ୟରତ ମହିଳା କନିଷ୍ଠ ଯନ୍ତ୍ରୀ ସୁସ୍ମିତା ଓରାମ। ସ୍ଥାନୀୟ ଆରଡି ରାସ୍ତାରୁ କଂସଡୋଲ ରାସ୍ତା ଉନ୍ନତିକରଣ ବାବଦ ଟଙ୍କା ରିଲିଜ କରିବା ପାଇଁ ସେ ପ୍ରଦୀପ ସାହୁଙ୍କୁ ଲାଞ୍ଚ ମାଗିଥିବା ଅଭିଯୋଗ ହୋଇଛି। ଏ ନେଇ ପ୍ରଦୀପ ବରଗଡ଼ ଭିଜିଲାନ୍ସଠାରେ ଅଭିଯୋଗ କରିଥିଲେ। ତାଙ୍କ ଅଭିଯୋଗକୁ ଭିତ୍ତି କରି ଭିଜିଲାନ୍ସ ଏକ ମାମଲା ରୁଜୁ କରିବା ସହିତ ଲାଞ୍ଚୁଆ କନିଷ୍ଠ ଯନ୍ତ୍ରୀଙ୍କୁ ଧରିବା ପାଇଁ ଯୋଜନା ପ୍ରସ୍ତୁତ କରିଥିଲା। ଯୋଜନା ଅନୁଯାୟୀ, କନିଷ୍ଠ ଯନ୍ତ୍ରୀ ଓରାମ ଅଭିଯୋଗକାରୀ ପ୍ରଦୀପଙ୍କଠାରୁ ୮ହଜାର ଟଙ୍କା ନେଉଥିବା ସମୟରେ ଭିଜିଲାନ୍ସ ଟିମ ମାଡି ବସିଥିଲେ।

ମହିଳା କନିଷ୍ଠ ଯନ୍ତ୍ରୀ ସୁସ୍ମିତା ଓରାମ ଗତ ବର୍ଷେ ହେବ ଚାକିରିରେ ଯୋଗଦାନ କରିଥିଲେ। ସେ ୨୦୨୪ ଜାନୁଆରୀ ୧୦ରେ ସେ ବରଗଡ଼ ଡିଆରଡିଏରେ କନିଷ୍ଠ ଯନ୍ତ୍ରୀ ଭାବେ ଯୋଗ ଦେଇଥିଲେ। ତା’ପରେ ୨୦୨୪ ଜାନୁଆରୀ ୨୯ ତାରିଖରେ ସେ ଗାଇସିଲଟ ବ୍ଲକରେ କନିଷ୍ଠ ଯନ୍ତ୍ରୀ ଭାବେ ଯୋଗ ଦେଇଥିଲେ। କିନ୍ତୁ ଦରମା ବାଦ୍‌ ଅଧିକ ଅର୍ଥ ଉପାର୍ଜନର ଲୋଭ ସସ୍ମିତାଙ୍କୁ ମହଙ୍ଗା ପଡିଛି


Enter your email to get our daily news in your inbox.

All Right Reserved By Dharitri.Com

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି।…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

ତାରିଣୀ ଛକ ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୭ଦୋକାନର ଲକ୍ଷାଧିକ…

ଧର୍ମଶାଳା/ବ୍ରହ୍ମବରଦା (ଶିବ ପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନା ତାରିଣୀ ଛକ ମାର୍କେଟରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପାଖାପାଖି ୭…

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

ଶିକ୍ଷା ବୋଝ ନୁହେଁ, ଆବିଷ୍କାର ଭଳି ଅନୁଭବ ହେବା ଉଚିତ

ପ୍ର- ଶିକ୍ଷା ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଭାବେ ଦେଶରେ ଶିକ୍ଷା କ୍ଷେତ୍ର କେଉଁ ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି ବୋଲି ଆପଣ ଭାବନ୍ତି? ଉ- ଛାତ୍ରୀଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri