ଭିଟାମାଟିକୁ ଫେରୁଥିଲେ ଦାଦନ ଶ୍ରମିକ: ବାଟରେ ହେଲା ମୃତ୍ୟୁ, ତଦନ୍ତ ଆରମ୍ଭ

ବଲାଙ୍ଗିର,୧୧।୫( ସୁନିଲ କୁମାର ମହାନ୍ତି): ଖପ୍ରାଖୋଲ ବ୍ଲକରୁ ଏକ ପରିବାର ନିଜ ସ୍ତ୍ରୀ ଛୁଆ ପିଲା ସହ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଇଥିଲେ। ରାଜ୍ୟ ବାହାରେ କାମ କରୁଥିବାବେଳେ ପରିବାରର ଜଣଙ୍କ ଦେହ ସାମାନ୍ୟ ଅସୁସ୍ଥ ହେବା ପରେ ସେଠାରେ ପ୍ରାଥମିକ ଚିକିତ୍ସା କରି ଟ୍ରେନ ଯୋଗେ ପରିବାର ସହ ବଲାଙ୍ଗିର ଜିଲା ନିଜ ଘରକୁ ଫେରୁଥିଲେ । ଆଜି ସକାଳୁ ପାସେଞ୍ଜର ଟ୍ରେନ ଯୋଗେ ନିଜ ଭିଟାମାଟି ଘରକୁ ଫେରୁଥିବାବେଳେ ବଲାଙ୍ଗିର ଜିଲା ମୁରିବାହାଲ ଷ୍ଟେଶନଠାରେ ଅଚେତ ହୋଇ ପଡିଥିଲେ l ପରିବାର ଲୋଜେ କଣ୍ଟାବାଞ୍ଜି ଷ୍ଟେଶନରେ ଓହ୍ଲାଇଥିଲେ। କଣ୍ଟାବାଞ୍ଜି ଷ୍ଟେଶନରେ ଡାକ୍ତର ଯାଞ୍ଚ କରିବା ପରେ ଡାକ୍ତର ମୃତ ଘୋଷଣା କରିଥିଲେ। ମୃତକ ଦାଦନ ଶ୍ରମିକ ହେଲେ ଖପ୍ରାଖୋଲ ଥାନା ଭାରୁଆମୁଣ୍ଡା ଗାଁର ଲୋକନାଥ ମାଝି ବୋଲି ଜଣାପଡ଼ିଛି l ଲୋକନାଥ ପାଞ୍ଚ ମାସ ପୂର୍ବରୁ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ନିଜ ସ୍ତ୍ରୀ ଓ ଛୋଟ ପୁଅକୁ ଧରି କାମ କରିବାକୁ ଯାଇଥିଲେ। ହେଲେ ସୋମବାର ନିଜ ଭିଟାମାଟି ଭରୁଆମୁଣ୍ଡା ଗ୍ରାମ ପହଞ୍ଚିବା ପୂର୍ବରୁ ଶବ ହୋଇ ଫେରିଥିଲେ। କଂଟାବାଞ୍ଜି ଜିଆରପି ରେଳବାଇ ପୋଲିସ ମୃତଦେହକୁ ଜବତ କରି କଣ୍ଟାବାଞ୍ଜି ଡାକ୍ତରଖାନାରେ ବ୍ୟବଚ୍ଛେଦ କରାଇ ପରିବାରବର୍ଗଙ୍କୁ ହସ୍ତାନ୍ତର କରିବା ସହ ତଦନ୍ତ ଆରମ୍ଭ କରିଛି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି: ୧୦୮ ଗରା ସୁବାସିତ ଜଳରେ କରିବେ ସ୍ନାନ

ପୁରୀ,୨୯ା୬: ଆଜି ଅର୍ଥାତ୍‌ ସୋମବାର ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ରତ୍ନବେଦୀରୁ ଆସି ସ୍ନାନବେଦୀରେ ବିରାଜମାନ କରିଛନ୍ତି ପ୍ରଭୁ ଶ୍ରୀସୁଦର୍ଶନ, ବଡ଼ଠାକୁର ବଳଭଦ୍ର, କାଳିଆ…

କରାଚୀ ଆକ୍ରମଣରେ ବିଚଳିତ ପାକିସ୍ତାନ, ଆଫଗାନିସ୍ତାନରେ ବିମାନ ଆକ୍ରମଣ କରି ୩୫ ସାଧାରଣ ନାଗରିକଙ୍କୁ ହତ୍ୟା

ଇସଲାମାବାଦ,୨୯।୬: କରାଚୀରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବା ପାଇଁ, ପାକିସ୍ତାନ ରବିବାର ଏବଂ ସୋମବାର ମଧ୍ୟରାତ୍ରିରେ ପ୍ରାୟ 12:30 AM ସମୟରେ ତିନୋଟି ଆଫଗାନିସ୍ତାନ ପ୍ରଦେଶ…

ବିଶ୍ବ ଚାମ୍ପିୟନ ଭାରତକୁ ଧରାଶାୟୀ କଲା ଆୟାର୍ଲାଣ୍ଡ

ବେଲ୍‌ଫାଷ୍ଟ, ୨୮ା୬: ଆୟର୍ଲାଣ୍ଡ ବିପକ୍ଷରେ ଭାରତର ଶକ୍ତିଶାଳୀ ବ୍ୟାଟିଂ ଲାଇନ୍‌ ଅପ୍‌ ପୁଣି ବିଫଳ ହୋଇଛି। ସ୍ଥାନୀୟ ସିଭିଲ ସର୍ଭିସ କ୍ରିକେଟ କ୍ଲବଠାରେ ରବିବାର ଖେଳାଯାଇଥିବା ଦ୍ୱିତୀୟ…

ଟି୨୦ ବିଶ୍ୱକପରେ ଭାରତର ଅଭିଯାନ ଶେଷ

ଲଣ୍ଡନ, ୨୮।୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପର ଗ୍ରୁପ୍‌ ପର୍ଯ୍ୟାୟରୁ ଭାରତ ଅଭିଯାନ ଶେଷ ହୋଇଛି। ରବିବାର ଅନୁଷ୍ଠିତ ଅନ୍ତିମ ଲିଗ୍‌ ମ୍ୟାଚରେ ଭାରତକୁ ଅଷ୍ଟ୍ରେଲିଆ…

କ୍ରିକେଟ ଟୁର୍ନାମେଣ୍ଟ, ସୋମପେଣ୍ଠା ବିଜୟୀ, ଖେଳାଳିଙ୍କୁ ଉତ୍ସାହିତ କଲେ ବିଧାୟକ

ଛତ୍ରପୁର,୨୮।୬(ଦିଲ୍ଲୀପି ସାମଲ): ଛତ୍ରପୁର ନିକଟସ୍ଥ ଟି. ନୂଆଁଗାଁ ପଡ଼ିଆରେ ଚାଲିଥିବା ଶ୍ରୀଶ୍ରୀ ବାବା ଅଗସ୍ତିଶ୍ୱର କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ରଙ୍ଗେଈଲୁଣ୍ଡା ଏବଂ…

ସରକାରୀ ଚାକିରି ଦେବା ନାମରେ ୨୩ ଲକ୍ଷ ଠକେଇ

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ପୋଲିସ ଚାକିରି ଦେବା ନାମରେ ଠକେଇ ମାମଲାର ପର୍ଦ୍ଦାଫାଶ କରିଛି। ଘଟଣାରେ ଜଡ଼ିତ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ…

ତିରୁମାଲା ମନ୍ଦିର ସୁପ୍ରଭାତ ସେବାରେ ଯୋଗଦେଲେ ଅନନ୍ତ ଅମ୍ବାନୀ, କଲେ ମୁଣ୍ଡନ

ତିରୁମାଲା,୨୮।୬: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅନନ୍ତ ଅମ୍ବାନୀ ରବିବାର ତିରୁମାଲାର ପାହାଡ଼ରେ ଅବସ୍ଥିତ ପବିତ୍ର ଭଗବାନ ଭେଙ୍କଟେଶ୍ୱରଙ୍କ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଅନନ୍ତ ତିରୁମାଲାରେ…

ଅଚାନକ ଅବସର ନେଲେ ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସ

ୱେଲିଂଟନ,୨୮।୬: ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ତୃତୀୟ ଟେଷ୍ଟରେ କ୍ରିକେଟକୁ ବିଦାୟ ଦେଇ ଅଲ୍‌ରାଉଣ୍ଡର ତଥା ଇଂଲଣ୍ଡ ଟେଷ୍ଟ ଅଧିନାୟକ ବେନ୍‌ ଷ୍ଟୋକ୍ସ ଆଶ୍ଚର୍ଯ୍ୟଜନକ ଭାବେ ଅବସର ନେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri