ଘଟଗାଁ ତାରିଣୀ ମନ୍ଦିରରେ ଅଘଟଣ: ମହିଳାଙ୍କ ଶାଢ଼ିରେ ଲାଗିଲା ଦୀପ ନିଆଁ, ଆଉ ତା’ପରେ…

କେନ୍ଦୁଝର/ଘଟଗାଁ (ନରେଶ ଚନ୍ଦ୍ର ପଟ୍ଟନାୟକ/ରାଜେନ୍ଦ୍ର ପଟ୍ଟନାୟକ)୧୫ା୧୨: କେନ୍ଦୁଝର ଜିଲା ଘଟଗାଁ ମା’ ତାରିଣୀ ମନ୍ଦିରରେ ରବିବାର ଅଘଟଣ ଘଟିଛି। ଦୀପଷ୍ଟାଣ୍ଡ୍‌ରୁ ଜଣେ ମହିଳାଙ୍କ ଶାଢ଼ିରେ ନିଆଁ ଲାଗିଯିବାରୁ ଗୁରୁତର ହୋଇଛନ୍ତି। ଆହତଙ୍କ ନାମ ମିନାକ୍ଷୀ ବରାଳ ଏବଂ ଘର ଢେଙ୍କାନାଳ ଜିଲା କୁରୁଣ୍ଟି ଗ୍ରାମରେ ବୋଲି ଜଣାପଡ଼ିଛି।

ପୂର୍ବାହ୍ନ ୧୧ ଟାରେ ବେଢ଼ା ମଧ୍ୟରେ ଥିବା ଦୀପଷ୍ଟାଣ୍ଡ୍‌ରେ ମହିଳାଙ୍କ ଶାଢ଼ିରେ ନିଆଁ ଲାଗି ଯାଇଥିଲା। ତାଙ୍କୁ ତୁରନ୍ତ ଅନ୍ୟ ଭକ୍ତ, ମନ୍ଦିର କର୍ମଚାରୀ ଓ ଦମକଳ କର୍ମଚାରୀମାନେ ଉଦ୍ଧାର କରିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଘଟଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ କଟକ ବଡ଼ ଡାକ୍ତରଖାନାକୁ ପଠାଯାଇଥିବା ସୂଚନା ମିଳିଛି। ଏ ନେଇ ସମ୍ବଲପୁରସ୍ଥିତ ଡିଭିଜନ ଇନ୍ସପେକ୍ଟର ଦକ୍ଷିଣ ମାରାଣ୍ଡି କହିଛନ୍ତି, ତାଙ୍କ ପାଖରେ କୌଣସି ସୂଚନା ନାହିଁ। ସେ ଏଭଳି ଘଟଣା ସମ୍ପର୍କରେ ଅବଗତ ନାହାନ୍ତି। କଣ ହୋଇଛି ବୁଝିକି କହିବେ। ମନ୍ଦିରର ନିର୍ବାହୀ ଅଧିକାରୀ ସଞ୍ଜୀବ ମହାପାତ୍ର କହିଛନ୍ତି, ଅସାବଧାନତା କାରଣରୁ ଦୀପଷ୍ଟାଣ୍ଡ୍‌ରୁ ମହିଳାଙ୍କ ଶାଢ଼ୀରେ ନିଆଁ ଲାଗିଥିଲା। ତୁରନ୍ତ ଚିକିତ୍ସା ପାଇଁ ଡାକ୍ତରଖାନା ନିଆଯାଇଥିଲା। ତେବେ ବାରମ୍ବାର ଏଭଳି ଘଟଣା ଘଟୁଥିବାରୁ ଏଥି ପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri