ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ

ବଲାଙ୍ଗୀର,୧୬।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୋଲିସକୁ ବଡ଼ଧରଣର ସଫଳତା ମିଳିଛି। ବଲାଙ୍ଗୀର ଜିଲା ଛତରଦାଣ୍ଡି ସଂରକ୍ଷଣ ଜଙ୍ଗଲ ଅଞ୍ଚଳରୁ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ ହୋଇଛି। ଉତ୍ତରାଞ୍ଚଳ ପୋଲିସ ଆଇଜି ହିମାଂଶୁ କୁମାର ଲାଲ ବଲାଙ୍ଗୀର ରିଜର୍ଭ ପୋଲିସ କାର୍ଯ୍ୟାଳୟରେ ସୋମବାର ଖବରଦାତା ସମ୍ମିଳନୀକରି ସୂଚନା ଦେଇଛନ୍ତି। ଏହି ଖବରଦାତା ସମ୍ମିଳନୀରେ ବଲାଙ୍ଗୀର ଏସ୍‌ପି ଋଷିକେଶ ଡାନଦେଓ ଖିଲାରୀ ମଧ୍ୟ ଉପସ୍ଥିତ ରହି ସମଗ୍ର ମାଓବାଦୀ ଅପରେଶନ ସମ୍ପର୍କରେ ସୂଚନା ଦେଇଥିଲେ। ଆଇଜି ହିମାଂଶୁ ଲାଲ ଆମ ଅପରେଶନ ଗନ୍ଧମାର୍ଦ୍ଦନ ଏରିଆ ବଲାଙ୍ଗୀର ଓ ବରଗଡ଼ ଅଞ୍ଚଳରେ ଚାଲୁଛି ବୋଲି କହିଥିଲେ। କେନ୍ଦ୍ର ସରକାରଙ୍କ ମାଓବାଦୀ ମୁକାବିଲା କାର୍ଯ୍ୟକ୍ରମର ଏହା ଅଂଶବିଶେଷ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଧୁରୁନି ତୈଳ ସ୍ଥିତି, ବଢ଼ିଲାଣି କଳାବଜାର

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଓଡ଼ିଶାରେ ଦେଖା ଦେଇଥିବା ତୈଳ ସଙ୍କଟ ସ୍ଥିତିରେ ଶନିବାର ସୁଦ୍ଧା ସୁଧାର ଆସିପାରି ନାହିଁ। ଭୁବନେଶ୍ୱରଠାରୁ ଆରମ୍ଭ କରି ରାଜ୍ୟର ଅନ୍ୟ ଜିଲାଗୁଡ଼ିକରେ…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri