ବାଲିଲୋକନାଥ ଶୈବପୀଠରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫।୧୧(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ କାଇଁଚପୁର ପଞ୍ଚାୟତ ମାଳିଜଗନାଥପୁର ଗ୍ରାମ ସ୍ଥିତ ପ୍ରସିଦ୍ଧ ଐତିହାସିକ ଶୈବପୀଠ ବାଲିଲୋକନାଥ ମନ୍ଦିରରେ ସୋମବାର ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା। କାର୍ତ୍ତିକ ମାସ ଶେଷ ସୋମବାର ଅବସରରେ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ମନ୍ଦିର ପରିଚାଳନା କମିଟି ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିଲା । କୋଭିଡ କଟକଣା ଅନୁଯାୟୀ ଲମ୍ବା ଧାଡିରେ ଭକ୍ତମାନେ ଠାକୁର ଦର୍ଶନ କରିଥିଲେ। ମାନସିକଧାରୀମାନେ ବାଲିଲୋକନାଥ ମନ୍ଦିର ବାଲୁକା ଶଯ୍ୟାରେ ଭୋଗରାନ୍ଧି ପୂଜାର୍ଚ୍ଚନା କରୁଥିବା ଦେଖିବାକୁ ମିଳିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

୨୨୦ କୋଟି ଟଙ୍କାର କୋକେନ୍‌ ଜବତ ମାମଲା: ଜାହାଜକୁ ପିଆଇସିଟି ବର୍ଥରୁ ସାଉଥ କେ ସ୍ଥାନାନ୍ତର

ପାରାଦୀପ,୭।୧୨(ଶରତ ରାଉତ): ପାରାଦୀପ ବନ୍ଦର ପିଆଇସିଟି ବର୍ଥରେ ଲାଗିଥିବା ଜାହାଜ ‘ଏମ୍‌ଭି ଦେବୀ’ରୁ ୨୨୦ କୋଟି ଟଙ୍କାର କୋକେନ୍‌ ଜବତ ଘଟଣା କ୍ରମଶଃ ଜଟିଳ ହେଉଛି।...

ବର ଶୋଭଯାତ୍ରା ପୂର୍ବରୁ ଅଘଟଣ: ପେଟ୍ରୋଲ ନିଆଁରେ ୩ ବର୍ଷର ଶିଶୁ ଜୀବନ୍ତ ଦଗ୍ଧ

ପଟ୍ଟାମୁଣ୍ଡାଇ, ୭ା୧୨ (କଳ୍ପତରୁ ନାୟକ): ବାହାଘର ପାଇଁ ବନ୍ଧୁବାନ୍ଧବ ଆସି ଘରେ ପହଞ୍ଚତ୍ ସାରିଥିଲେ। ବରକୁ ନେଇ ବରଯାତ୍ରୀ କନ୍ୟାଘରକୁ ଯିବାକୁ ପ୍ରସ୍ତୁତ ହେଉଥିଲେ।  ଏଥିପାଇଁ...

ଅଟୋ ଚଳାଇଲେ ଦିବ୍ୟଶଙ୍କର

ଭବାନୀପାଟଣା,୭।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ହେଲିକେପ୍ଟର, ଉଡାଜାହାଜ ଚଳାଇବା କଥା ସମସ୍ତେ ଜାଣନ୍ତି। ହେଲେ...

‘ଅଗ୍ନି-୧’ର ପ୍ରଶିକ୍ଷଣ ଉତ୍‌କ୍ଷେପଣ ସଫଳ: ୧ ହଜାର କି.ଗ୍ରା. ପର୍ଯ୍ୟନ୍ତ ବହନ କରିବ ଯୁଦ୍ଧାସ୍ତ୍ର

ବାଲେଶ୍ୱର,୭ା୧୨(ମାନସ ବିଶ୍ୱାଳ): ଭଦ୍ରକ ଜିଲା ଧାମରାସ୍ଥିତ ଏପିଜେ ଅବଦୁଲ କଲାମ ଦ୍ୱୀପରୁ ଗୁରୁବାର ସ୍ବଳ୍ପ ଦୂରଗାମୀ ବାଲିଷ୍ଟିକ କ୍ଷେପଣାସ୍ତ୍ର ‘ଅଗ୍ନି-୧’ର ପ୍ରଶିକ୍ଷଣ ଉତ୍‌କ୍ଷେପଣ ସଫଳ ହୋଇଛି।...

ବାତ୍ୟା ମିଗ୍‌ଜୋମ୍‌ ପ୍ରଭାବ: ପାହାଡ଼ରୁ ଧସିଲା ମାଟି ଅତଡ଼ା

କୋରାପୁଟ/ନାରାୟଣପାଟଣା,୭।୧୨(ଅମିତାଭ ବେହେରା/ରାଜକିଶୋର ଜେନା): ବାତ୍ୟା ମିଗ୍‌ଜୋମ୍‌ର ଭୟ ଟଳି ଯାଇଥିବା ବେଳେ ଦେଇଯାଇଛି ଦୁଃଖ l ଏହାର ପ୍ରଭାବରେ କୋରାପୁଟ ଜିଲାରେ ୨ ଦିନ ହେଲା...

ସରକାରୀ ଜାଗା ପ୍ରଦାନ ପାଇଁ ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ସ୍ମାରକପତ୍ର

ଛତ୍ରପୁର,୭ା୧୨(ଦିଲ୍ଲୀପ ସାମଲ): ଓଡ଼ିଶା ଡ୍ରାଇଭର ମହାସଂଘ କବିସୂର୍ଯ୍ୟନଗର ଶାଖାର ନିଜସ୍ବ କାର୍ଯ୍ୟାଳୟ ପାଇଁ ସରକାରୀ ଜାଗା ପ୍ରଦାନ ନିମନ୍ତେ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର...

ଖେଳ ଦେଖି ଘରକୁ ଫେରୁଥିଲେ ସେନା କର୍ମଚାରୀ, ସଂଘବଦ୍ଧ ଆକ୍ରମଣରେ ଚାଲିଗଲା ଜୀବନ

ଛତ୍ରପୁର,୭ା୧୨(ଦିଲ୍ଲୀପ ସାମଲ): ଖେଳ ଦେଖି ଘରକୁ ଫେରୁଥିବା ବେଳେ ଦୁର୍ବୃତ୍ତଙ୍କ ସଂଘବଦ୍ଧ ଆକ୍ରମଣର ଶିକାର ହୋଇ ଜୀବନ ହାରିଛନ୍ତି ଜଣେ ଭାରତୀୟ ସେନା କର୍ମଚାରୀ ।...

ରାଜ୍ୟର ବିଭିନ୍ନ ସ୍ଥାନରେ ଆୟକରଚଢ଼ାଉ: ମିଳିଲା ନଗଦ ୫୦ କୋଟି ଟଙ୍କା

ବୌଦ୍ଧ/ଭୁବନେଶ୍ୱର(ଅଜିତ କୁମାର ବାରିକ/ସତ୍ୟଜିତ୍‌ ରାଉତ), ୭।୧୨ଓଡ଼ିଶାରେ ସାଧାରଣ ନିର୍ବାଚନ ପୂର୍ବରୁ ଆକ୍ସ ମୋଡରେ ଆୟକର ବିଭାଗ। ରାଜ୍ୟର ବିଭିନ୍ନ ସ୍ଥାନରେ ଛାପା ମାରିଛି ଆୟକର ବିଭାଗ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri