ବାଲିଲୋକନାଥ ଶୈବପୀଠରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫।୧୧(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ କାଇଁଚପୁର ପଞ୍ଚାୟତ ମାଳିଜଗନାଥପୁର ଗ୍ରାମ ସ୍ଥିତ ପ୍ରସିଦ୍ଧ ଐତିହାସିକ ଶୈବପୀଠ ବାଲିଲୋକନାଥ ମନ୍ଦିରରେ ସୋମବାର ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା। କାର୍ତ୍ତିକ ମାସ ଶେଷ ସୋମବାର ଅବସରରେ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ମନ୍ଦିର ପରିଚାଳନା କମିଟି ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିଲା । କୋଭିଡ କଟକଣା ଅନୁଯାୟୀ ଲମ୍ବା ଧାଡିରେ ଭକ୍ତମାନେ ଠାକୁର ଦର୍ଶନ କରିଥିଲେ। ମାନସିକଧାରୀମାନେ ବାଲିଲୋକନାଥ ମନ୍ଦିର ବାଲୁକା ଶଯ୍ୟାରେ ଭୋଗରାନ୍ଧି ପୂଜାର୍ଚ୍ଚନା କରୁଥିବା ଦେଖିବାକୁ ମିଳିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ବେହେରାପାଲି ପିଇଓ

ସୋହେଲା,୨୬।୮(ଡି.ଏନ୍‌.ଏ.)- ବରଗଡ଼ ଜିଲା ସୋହେଲା ବ୍ଳକ ଅନ୍ତର୍ଗତ ବେହେରାପାଲି ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ଅନିଲ ପାଢୀଙ୍କ ବାସଭବନରେ ଗୁରୁବାର ସକାଳୁ ଭିଜିଲାନ୍ସ ଚଢାଉ କରିଛି...

ନିମ୍ନମାନର ଚାଉଳ ଯୋଗାଣ ଓ ପରିଚାଳନା ସମସ୍ୟା ନେଇ ସ୍କୁଲରେ ତାଲା: ୪ଦିନ ବିତିଲା, ସମାଧାନ ନାହିଁ

ଝୁମ୍ପୁରା, ୭।୮ (ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ବଡନେଉଳି ଉଚ୍ଚ ବିଦ୍ୟାଳୟର ସମସ୍ୟା ନେଇ ଅଭିଭାବକ ଓ ଗ୍ରାମବାସୀ ମୁଖ୍ୟ ଫାଟକରେ ତାଲା ପକାଇ...

ଦୁର୍ନୀତି ପ୍ରତିବାଦରେ ୪୧ନଂ. ରାଜ୍ୟ ରାଜପଥ ଅବରୋଧ କଲେ ଲୋକେ

ମାଲକାନଗିରି,୨୪।୭(ଡି.ଏନ୍‌.ଏ.): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକର ଖୁଣ୍ଟିଗୋରା ପଞ୍ଚାୟତ ଛକ ୪୧ନଂ. ରାଜ୍ୟ ରାଜପଥକୁ ଦୁର୍ନୀତିର ପ୍ରତିବାଦ ନେଇ ଶତାଧିକ ମହିଳା ଓ ପୁରୁଷ ରାସ୍ତା...

କାର୍‌କୁ ପଛରୁ ପିଟିଲା ଟ୍ରକ୍‌ : ୪ ଗୁରୁତର

ରାୟଗଡ଼ା ଅଫିସ,୧୩।୧୦: ରାୟଗଡ଼ା ଜିଲା ସିରିଗୁଡ଼ା ଛକର କୋଟଲାଗୁଡ଼ାଠାରେ ଏକ ଟ୍ରକ କାର୍‌କୁ ପଛପଟୁ ଧକ୍କା ଦେବାରୁ ୪ ଜଣ ଗୁରୁତର ହୋଇଛନ୍ତି l ସେମାନେ...

ନକଲି ପାଉଡର ବ୍ୟବସାୟୀଙ୍କୁ ଧରି ପୋଲିସ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୪।୮(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତର ଦୁର୍ଗମ ଗ୍ରାମ ଗବାଟବାଡ଼ି ଅଞ୍ଚଳରେ କେତେକ ଅଜଣା ବ୍ୟକ୍ତି ଲୋକଙ୍କୁ ଲୁଗାସଫା ପାଉଡର ବିକ୍ରି କରୁଥିଲେ।...

ସରିଲା ଜଉକଣ୍ଢେଇ ବାହାଘର : ବରଘର ପକ୍ଷରୁ ‘ରକ୍ତ ଦେବି ଜୀବନ ବଞ୍ଚାଇବି’ କାର୍ଯ୍ୟକ୍ରମ

ବାଲେଶ୍ୱର ଅଫିସ, ୧।୬-ବାଲେଶ୍ୱରର ଲୋକପର୍ବ ଜଉକଣ୍ଡେଇ ବାହାଘର ଉତ୍ସବ କମିଟି ପକ୍ଷରୁ ସମ୍ପନ୍ନ ହୋଇଛି। କନ୍ୟା ଟୁସୁକୁ ଧରି ବର ଶଙ୍କର ଗାନ୍ଧୀ ସ୍ମୃତିଭବନସ୍ଥିତ ଘରେ...

ବିବାହିତାଙ୍କୁ ପ୍ରେମ କରି ଠକି ଦେଲେ

ଶେରଗଡ଼,୫ା୮(ଡି.ଏନ.ଏ.): ଗଞ୍ଜାମ ଜିଲା ଶେରଗଡ଼ ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଅପହରଣ କରି ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଜଣେ ଯୁବକଙ୍କୁ ଗିରଫ...

ଯୋଗମୁହାଁ ଯୁବପିଢ଼ି

କଟକ ଅଫିସ, ୩ା୨: ଶରୀର ସୁସ୍ଥ ରହିବା ପାଇଁ ମନକୁ ଶାନ୍ତ ରଖିବା ଆବଶ୍ୟକ। ମନର ସୁସ୍ଥତା ପାଇଁ ଦରକାର ଅନୁକୂଳ ପରିବେଶ ଓ ଉପଯୁକ୍ତ...

Advertisement
Archives

Model This Week